ରାଜ୍ୟ

ସମ୍ଭାବ୍ୟ ବାତ୍ୟା ଭୟ: ଧାନ କାଟିଲେଣି ଚାଷୀ

ଛତ୍ରପୁର,୧ା୧୨(ଡି.ଏନ୍‌.ଏ.): ଆସୁଛି ବାତ୍ୟା ‘ଜଓ୍ବାଦ’ । ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବ। ୩ ତାରିଖରୁ ଉପକୂଳରେ ହେବ ବର୍ଷା । ଏନେଇ ଗଞ୍ଜାମ ଜିଲା ସମେତ ବିଭିନ୍ନ ଜିଲାରେ...

ଭିଜିଲାନ୍ସ ଜାଲରେ ଥାନାଧିକାରୀ, କାର୍‌ ସିଟ୍‌ତଳୁ ବାହାରିଲା ବିଡ଼ା ବିଡ଼ା ଟଙ୍କା

ବଲାଙ୍ଗୀର ଅଫିସ,୧ା୧୨: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନାଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଦୀର୍ଘଦିନ ହେଲା ଭିଜିଲାନ୍ସ ବିଭାଗ ତାଙ୍କ ଉପରେ ନଜର ରଖିଥିଲା। ତେବେ ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ...

ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ବର,୧।୧୨(ବ୍ୟୁରୋ): ଗୃହକୁ ପ୍ରବେଶ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି। ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସ ବିକ୍ଷୋଭ ପଦର୍ଶନ କରିଛି । ମମିତାଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭା...

ଲଘୁଚାପ ସକ୍ରିୟ: କାଲି ନେବ ଅବପାତ ରୂପ, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାରୁ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଏହା ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି। ୪ ତାରିଖ ସକାଳେ ଉତ୍ତର...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ...

ଆଇପିଏସ୍‌ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ବର:୧।୧୨(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମ ସେବା ବାହିନୀ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଅଗ୍ନିଶମ ସେବା ଡିଜି ଏମ. ଅକ୍ଷୟ ଚାକିରିରୁ ଅବସର ନେବା ପରେ ଏହି ଅତିରିକ୍ତ ଦାୟିତ୍ୱ ଅରୁଣଙ୍କୁ ଦିଆଯାଇଛି ।...

ଆଜିଠୁ ବିଧାନସଭା

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଏହା ୩୧ ତାରିଖ ଯାଏ ଚାଲିବ। ଏଥିରେ ମୋଟ ୨୬ଟି କାର୍ଯ୍ୟ ଦିବସ ରହିଛି। ସେଥିରେ ୨୧ଟି ସରକାରୀ ଦିବସ ଥିବା ବେଳେ ୫ଟି ବେସରକାରୀ ଦିବସ ରହିଛି। ପ୍ରଥମ...

ଚାଷୀଙ୍କୁ ଘାରିଲାଣି ବାତ୍ୟା ଭୟ

ରସୁଲପୁର,୧।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପରିବା ଚାଷୀଙ୍କୁ ଘାରିଲାଣି ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ଭୟ। ଲଘୁଚାପ ପ୍ରଭାବରେ ହେବାକୁ ଥିବା ବାତ୍ୟା ଯୋଗୁ ଶୀତଦିନିଆ ପରିବା ଚାଷ ବିଶେଷ କ୍ଷତିଗ୍ରସ୍ତ ହେବା ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ବର୍ଷାକୁ ମୁକାବିଲା ପାଇଁ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଉପକୂଳ ମିଳିତ ସମରାଭ୍ୟାସ ଆରମ୍ଭ

ପାରାଦୀପ,୧।୧୨(ସ୍ବ.ପ୍ର.): ଓଡ଼ିଶାର ଉପକୂଳ ଅଞ୍ଚଳରେ ମଙ୍ଗଳବାର ଦୁଇ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହି ୨୩ ତମ ସମରାଭ୍ୟାସର ନାମ ସାଗର କବଚ ୨୦୨୧ ରହିଛି। ଏଥିରେ ଓଡ଼ିଶା ପୋଲିସ, ନୌସେନା, କୋ ଷ୍ଟଗାର୍ଡ, କଷ୍ଟମ୍ସ, ସିଆଇଏସ୍‌ଏଫ୍‌, ମତ୍ସ୍ୟ...

ଖବରକାଗଜ ବିତରକଙ୍କ ପାଇଁ ସାମାଜିକ ସୁରକ୍ଷା

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ...

ଜିରୋନାଇଟ୍‌ ସେଲିବ୍ରେଶନରେ ବ୍ରେକ୍‌

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର ମାସର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri