ରାଜ୍ୟ

ପେନ୍‌ସନଭୋଗୀଙ୍କ ଲାଇଫ ସାର୍ଟିଫିକେଟ ଦାଖଲ ଅବଧି ୩୧ ଯାଏ ବୃଦ୍ଧି

ଭୁବନେଶ୍ୱର, ୧ା୧୨(ବ୍ୟୁରୋ):ମହାମାରୀକୁ ଦୃଷ୍ଟିରେ ରଖି ପେନ୍‌ସନଭୋଗୀଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍‌ ସାର୍ଟିଫିକେଟ୍‌) ଦାଖଲ ଅବଧିକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ପ୍ରତିବର୍ଷ ପେନ୍‌ସନଭୋଗୀମାନେ ନଭେମ୍ବର ୩୦ ମଧ୍ୟରେ ଏହି ପ୍ରମାଣପତ୍ର ଦାଖଲ କରିବାର ନିୟମ ରହିଛି। ଏହାଛଡ଼ା...

୪ରେ ସ୍ଥଳଭାଗ ଛୁଇଁପାରେ ‘ଜଓ୍ବାଦ’

ଭୁବନେଶ୍ୱର, ୧।୧୨(ବ୍ୟୁରୋ):ଦକ୍ଷିଣ ଥାଇଲାଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୂମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ...

ଦୁର୍ଘଟଣାରେ ମୃତ୍ୟୁ ହେଲେ ଖବରକାଗଜ ବିତରକଙ୍କୁ ମିଳିବ ୨ ଲକ୍ଷ

ଭୁବନେଶ୍ୱର,୧ା୧୨(ବ୍ୟୁରୋ)- ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ...

ବର୍ଷର ଶେଷ ଦିନ, ନୂଆ ବର୍ଷରେ ପିକ୍‌ନିକ୍‌ ମନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ...

୨ଲକ୍ଷର ହିସାବ ଦେଇପାରିଲେନି ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୩୦।୧୧: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏକ କାର୍‌(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲପ୍ଲାଜା ନିକଟରେ ଭିଜିଲାନ୍ସ...

ରାତି ହେଲେ ଘର ଛାତ ଭାଙ୍ଗୁଛି ଭାଲୁ

ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ ଭାଙ୍ଗି ଘର ଭିତରେ ପଶିବାକୁ ଉଦ୍ୟମ କରୁଛି । ଫଳରେ ଭାଲୁ ଭୟରେ...

ପୁଣି ପ୍ରଦୀପଙ୍କୁ ପଚରାଉଚରା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଙ୍ଗଳବାର ପୁଣିଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି। ଏହି ଦୁଇ ମାମଲାରେ...

ଓମିକ୍ରନ୍‌ ସଂକ୍ରମିତ ଦେଶରୁ ଆସିଲେ ହେବ ଆର୍‌ଟିପିସିଆର୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମିତ ଦେଶରୁ ଯେଉଁମାନେ ଆସିବେ ସେମାନଙ୍କ ଆର୍‌ଟିପିସିଆର ଟେଷ୍ଟ ହେବ। ଯେଉଁମାନେ ପଜିଟିଭ୍‌ ବାହାରିବେ ସେମାନଙ୍କର ଚିକିତ୍ସା କରାଯିବା ସହିତ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଯେମିତି ଅନ୍ୟ ସହିତ ମିଶିପାରିବ ନାହିଁ। ସେହିପରି ଯେଉଁମାନେ ନେଗେଟିଭ ବାହାରିବେ,...

ଖସି ପଳାଇଲେ ମୋଷ୍ଟ ୱାଣ୍ଟେଡ ବ୍ରାଉନସୁଗର ବେପାରୀ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓଡିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ପଶ୍ଚିମବଙ୍ଗ ପୋଲିସ ସହାୟତାରେ ଅନ୍ତର୍ଜାତୀୟ ବ୍ରାଉସୁଗର୍‌ ବେପାରୀଙ୍କ ଘରେ ଚଢାଉ କରିଥିଲା। ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲା ଲାଲଗୋଲା ଥାନା ଅଞ୍ଚଳରେ ଥିବା ଅଭିଯୁକ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ...

୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାଁରେ ହାଜତ ମୃତ୍ୟୁ ମାମଲା

ଗୋପାଳପୁର,୩୦ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଗତ ମେ ୩ରେ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆଙ୍କ ମୃତ୍ୟୁ ଘଟିଥିଲା। ଏହି ହାଜତ ମୃତ୍ୟୁ ଘଟଣାରେ ବ୍ରହ୍ମପୁର ପୋଲିସ ୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାମରେ ହତ୍ୟା ମାମଲା...

ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଅଧିକାରୀଙ୍କ ପାଇଁ ୫୦୪ କ୍ବାର୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଣିକି ପୋଲିସ ଅଧିକାରୀ ଆଉ ଘର...

ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ସମସ୍ତ ଜିଲାର ଏସପିଙ୍କୁ ଆଲର୍ଟ କଲେ ରାଜ୍ୟ ସରକାର

ଭୁବନେଶ୍ବର,୩୦।୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ଶୀତ ଅଧିବେଶନରେ ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସମସ୍ତ ଜିଲାର ଏସ୍‌ପିମାନଙ୍କୁ ଆଲର୍ଟ କରାଯାଇଛି । ଅସନ୍ତୋଷ ଜାହିର କରି ଆତ୍ମାହୂତି କରିବାକୁ ଉଦ୍ୟମ କରୁଥିବା ଲୋକଙ୍କୁ ବୁଝାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri