ରାଜ୍ୟ

ବାଇକରେ କେଦାରନାଥ ଯାତ୍ରା

ଭୁବନେଶ୍ୱର,୧୦।୭(ବ୍ୟୁରୋ): କଟକରୁ ବାଇକରେ ଉତ୍ତରାଖଣ୍ଡର କେଦାରନାଥ ଯାତ୍ରା କରିଛନ୍ତି ରାଜେଶ ମହାରଣା। ଶନିବାର କଟକର ଗଡ଼ଗଡ଼େଶ୍ୱର ମନ୍ଦିରରେ ଭଗବାନଙ୍କ ଆଶୀର୍ବାଦ ନେଇ ସେ ବାହାରିଛନ୍ତି। ତାଙ୍କର କେତେଜଣ ବନ୍ଧୁ ରାସ୍ତାରେ ତାଙ୍କ ସହ ଯୋଗଦେବେ। କଟକରୁ କେଦାରନାଥ ଯିବାକୁ ପ୍ରାୟ ୨୨…

ରାଜ୍ୟର କୌଣସି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍‌ ମାନ୍ୟତା ପାଇନାହିଁ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷାନୁଷ୍ଠାନ ରହିଛି। କିନ୍ତୁ ଏ ପର୍ଯ୍ୟନ୍ତ ଗୋଟିଏ ବି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍‌ ମାନ୍ୟତା ହାସଲ କରିପାରି ନାହିଁ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଭାରତ ସରକାରଙ୍କ ୨୦୧୩ ଜାନୁୟାରୀ ୧୯ ଗେଜେଟ…

ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏଣିକି ବିନା ଅନୁମତିରେ ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧି ଯାଇପାରିବେ ନାହିଁ। କିଛି ଲୋକ କ୍ୟାମେରା ଧରି ସ୍କୁଲ ଭିତରେ ପଶି ପିଲା ଓ ଶିକ୍ଷକଙ୍କୁ ପ୍ରଶ୍ନ ପଚାରୁଛନ୍ତି। ତାକୁ ନେଇ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରସାରଣ ମଧ୍ୟ କରୁଛନ୍ତି। ଏହା…

ଦେଶକୁ ଦୁର୍ବଳ କରୁଛି ଭାଜପା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦେଶରେ ନିଜକୁ ଏକମାତ୍ର ଦେଶପ୍ରେମୀ ଦଳ ବୋଲି କହି ଅନ୍ୟ ଉପରେ ଲଗାତର ଦୋଷାରୋପ କରି ଆସୁଥିବା ଭାରତୀୟ ଜନତା ପାର୍ଟିର ଅସଲମୁଖା ଏବେ ଖୋଲିବାରେ ଲାଗିଛି। ଆତଙ୍କବାଦ କାର୍ଯ୍ୟକଳାପକୁ ପୃଷ୍ଠପୋଷକତା ଦେବାରେ ଦଳ ଏବେ ରେକର୍ଡ ଭାଙ୍ଗିଛି। ଗୋଟିଏ…

ଦ୍ରୌପଦୀଙ୍କ ବିପକ୍ଷରେ ଯାଇପାରେ କଂଗ୍ରେସ, ସିପିଏମ୍‌ ଭୋଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ କଂଗ୍ରେସ ନିଜର ମତ ସ୍ପଷ୍ଟ କରି ନାହିଁ। ତେବେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି ଯେ କଂଗ୍ରେସ…

ଆଜି ସୁନାବେଶ: ରାତି ୧୨ ଯାଏ ଦର୍ଶନ

ପୁରୀ ଅଫିସ,୧୦।୭: ଆଜି ମହାପ୍ରଭୁଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ସମ୍ପାଦନ ହେବ। ରଥ ଉପରେ ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ…

ଚଳିତ ବର୍ଷ ୧୫ ଖଣି ନିଲାମ ହେବ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍‌ ଷ୍ଟୋନ୍‌…

ରାଜଧାନୀରେ ପୁଣି ଚାଞ୍ଚଲ୍ୟ, ବନ୍ଦ ଘରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୯ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଚାଞ୍ଚଲ୍ୟ। ଏକ ବନ୍ଦ କୋଠରିରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ନିୟୁ ଫରେଷ୍ଟ ପାର୍କ ଅଞ୍ଚଳର ଏକ ବନ୍ଦ ଘରୁ ପୋଲିସ ଏହି ମୃତଦେହ ଜବତ କରିଛି। ମୃତ ଛାତ୍ର ଜଣଙ୍କ ହେଲେ…

ଚଳିତ ବର୍ଷ ନିଲାମ ହେବ ୧୫ ଖଣି

ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍‌ ଷ୍ଟୋନ୍‌ ଓ…

ହଟ୍‌ସ୍ପଟ୍‌ ପାଲଟିଛି ରାଜଧାନୀର ପଟିଆ

ଭୁବନେଶ୍ୱର,୯।୭(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ସର୍ବାଧିକ ୨୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମାତ୍ର ୯ ଦିନ ଭିତରେ ସହରରୁ ୧୪ଶହ ୨୨ଜଣ ସଂକ୍ରମିତ ବାହାରି ସାରିଲେଣି। ଚିହ୍ନଟ ହେଉଥିବା ସମସ୍ତ ସଂକ୍ରମିତ ସ୍ଥାନୀୟ ଲୋକ ହୋଇଥିବାରୁ ଚିନ୍ତା…

ମହାପ୍ରଭୁଙ୍କ ବାହୁଡ଼ା: ସିଂହଦ୍ୱାର ସମ୍ମୁଖରେ ତିନି ରଥ

ପୁରୀ ଅଫିସ,୯।୭: ବାହୁଡ଼ିଲେ ତିନିଠାକୁର। ସିଂହଦ୍ୱାର ସାମ୍ନାରେ ପହଞ୍ଚିଲା ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ। ଶନିବାର ସନ୍ଧ୍ୟାରେ ମାଉସୀ ମା’ଙ୍କ ପାଖରୁ ପୋଡ଼ପିଠା ଖାଇ ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଜନ୍ମବେଦୀର ଲୀଳା ସାରି ବାହୁଡ଼ିଛନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ…

ବାହୁଡ଼ିଲେ ଶ୍ରୀ ବଳଦେବଜୀଉ

କେନ୍ଦୁଝର,୯ା୭(ସ୍ବ.ପ୍ର.): ବିଶ୍ୱର ସର୍ବୋଚ୍ଚ ମାନ୍ୟତା ପାଇଥିବା କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ବାହୁଡ଼ା ଯାତ୍ରା ଶନିବାର ଶାନ୍ତିପୂର୍ଣ୍ଣ ଭାବରେ ସରିଛି। ଲକ୍ଷାଧିକ ଭକ୍ତ ଶ୍ରୀଜିଉଙ୍କ ରଥକୁ ଶ୍ରୀ ଗୁଣ୍ଡିଚା ମନ୍ଦିରରୁ ବଡ଼ଦାଣ୍ଡରେ ଟାଣି ଟାଣି ନେଇ ଶ୍ରୀ ବଳଦେବଜୀଉ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?