ରାଜ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୩୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୧,୨୯୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ନାଗସାପକୁ ଅଟକାଇଲା ପୋଷା କୁକୁର

କୋକସରା,୯ା୭(ଡି.ଏନ୍‌.ଏ.): ପୋଷା କୁକୁରଟିଏ ଦେଖାଇଛି ମାଲିକ ପ୍ରତି ଥିବା ତା’ର ଆନୁଗତ୍ୟ। ସକାଳୁ ମାଲିକ ଘରକୁ ଏକ ନାଗସାପ ପଶି ଆସୁଥିବା ଦେଖି ଅଧାବାଟରେ ସାପକୁ ଅଟକାଇଥିଲା ପୋଷା କୁକୁର। କୁକୁର ଭୁକିବା ପରେ ପରିବାର ଲୋକେ ଆସି ଏକ ନାଗସାପ…

ଅମରନାଥରେ ଫସିଲେ ୫ ଓଡ଼ିଆ ଯାତ୍ରୀ

ରାୟଗଡ଼ା ଅଫିସ,୯ା୭: ଅମରନାଥରେ ଶୁକ୍ରବାର ବାଦଲ ଫଟା ବର୍ଷା ଯୋଗୁ ପ୍ରବଳ ପାଣି ମାଡ଼ି ଆସିଥିଲା। ଫଳରେ ୩ ମହିଳାଙ୍କ ସମେତ ୧୬ ଜଣ ମୃତ୍ୟ ଘଟିଛି । ଏବେବି ଅନେକ ଲୋକ ଫସି ରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।…

ଆହୁରି ବର୍ଷିବ

ଭୁବନେଶ୍ୱର,୯।୭(ବ୍ୟୁରୋ): ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ବର୍ଷା ଜାରି ରହିବ । ମୌସୁମୀ ସକ୍ରିୟ ସହ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ। ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛିି ।…

ରଥ ଟଣା ଆରମ୍ଭ: ଗଡ଼ୁଛି ବଡ଼ ଭାଇ ବଳଭଦ୍ରଙ୍କ ରଥ

ପୁରୀ ଅଫିସ, ୯।୭: ମହାପ୍ରଭୁଙ୍କ ରଥ ଟଣା ଆରମ୍ଭ ହୋଇଛି । ମହାବାହୁ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି । ପ୍ରଥମେ ଶରଧାବାଲିରୁ ବଡ ଭାଇ ବଳଭଦ୍ରଙ୍କ ରଥ ବାହାରିଛି । ବଡ ଦାଣ୍ଡରେ କୋଟି କୋଟି ଶ୍ରଦ୍ଧାଳୁ ବଡଭାଇଙ୍କ…

ଏଣିକି ମାସ୍କ ନ ପିନ୍ଧିଲେ ୫୦୦ଟଙ୍କା ଜରିମାନା

ଭୁବନେଶ୍ୱର,୯।୭(ବ୍ୟୁରୋ): ଏଣିକି ମାସ୍କ ନ ପିନ୍ଧିଲେ କଟିବ ଚାଲାଣ। ରାଜଧାନୀରେ କରୋନା ସଂକ୍ରମଣ ବଢୁଥିବାରୁ ବିମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମାସ୍କ ନ ପିନ୍ଧିଲେ ୫ ଶହ ଟଙ୍କା ଜରିମାନା ହେବ ବୋଲି ରାଜଧାନୀବାସୀଙ୍କୁ ମେୟର ସୁଲୋଚନା ଦାସ ତାଗିଦ…

ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର,୯।୭(ବ୍ୟୁରୋ): ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

ଆରମ୍ଭ ହେଲା ଛେରାପହଁରା

ପୁରୀ ଅଫିସ, ୯ା୭: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହା ସମାପନ ପରେ ଠାକୁରଙ୍କ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପରେ…

ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି: ପିଲାଙ୍କୁ ନିସ୍ତୁକ ମାଡ଼

ମାଲକାନଗିରି, ୯ା୭ (ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ପାଠ ପଢାଉଛନ୍ତି ଜଣେ ମାନସିକ ବିକାରଗ୍ରସ୍ତ ଶିକ୍ଷୟିତ୍ରୀ। ଶ୍ରେଣୀଗୃହରେ ମନ ଇଚ୍ଛା ପାଠ ପଢାଉଛନ୍ତି। ଯେତିକି ପାଠ ପଢାଉ ନାହାନ୍ତି ଛାତ୍ରୀଛାତ୍ରଙ୍କୁ ତାହାଠୁ ଅଧିକ ମାଡ ମାରୁଛନ୍ତି। ମାଲକାନଗିରି ଜିଲା ଚମ୍ପାନଗର ପ୍ରାଥମିକ ବିଦ୍ୟାଳୟରେ…

ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଆଜି ଭଉଣୀଙ୍କୁ ଧରି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଶେଷରେ ରଥାରୂଢ ହୋଇଛନ୍ତି ପ୍ରଭୁ ଜଗନ୍ନାଥ।…

ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଏବେ ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ।…

ମାନସ ସ୍ବାଇଁ ହତ୍ୟା ଘଟଣା: ୮ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ

ଚାନ୍ଦବାଲି ୯।୭(ଡି.ଏନ୍‌.ଏ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ୮ ଜଣ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ ହୋଇଛି । ସେଥିରେ ୩୪ ଜଣ ସାକ୍ଷୀ ରହିଛନ୍ତି । ଏହି ସାକ୍ଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?