୩ ଦଫା ଦାବିରେ ଖଣି ବନ୍ଦ ଆନ୍ଦୋଳନ
ତାଳଚେର,୩୦ା୧୧ (ନି.ପ୍ର.)- ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବି ନେଇ ଛେଣ୍ଡିପଦା ବ୍ଲକ ଆମ୍ବପାଳ ଗ୍ରାମବାସୀଙ୍କ ପକ୍ଷରୁ ସୋମବାର ହିଙ୍ଗୁଳା କୋଇଲା ଖଣି ସମ୍ମୁଖରେ ଆନ୍ଦୋଳନ କରାଯାଇଛି। ସକାଳ ୬ଟାରୁ ଗ୍ରାମର ୨୦୦ରୁ ଊର୍ଦ୍ଧ୍ୱ ଜମିହରା ପ୍ରଜା ହିଙ୍ଗୁଳା କୋଇଲା...
ଦୁଇ ସପ୍ତାହରେ ଓଡ଼ିଶାରେ ତିଆରି ହେଲା ଅତ୍ୟାଧୁନିକ ହସ୍ପିଟାଲ
ଚିତ୍ରକୋଣ୍ଡା,୩୦ା୧୧(ଡି.ଏନ.ଏ.): ଗୁରୁପ୍ରିୟା ସେତୁ ନିର୍ମାଣ ପରେ ବଦଳି ଯାଇଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ମାନଚିତ୍ର। ଦ୍ରୁତ ଗତିରେ ଏଠାରେ ହେଉଛି ବିକାଶମୂଳକ କାର୍ଯ୍ୟ l ସ୍ବାଭିମାନ ଅଞ୍ଚଳର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ...
ପାହାଡ଼ିଆ ରାସ୍ତାରେ ୮କି.ମି. ଚାଲିଲେ ଗର୍ଭବତୀ
ମାଲକାନଗିରି/କୁଡୁମୁଲୁଗୁମ୍ମା,୨୯ା୧୧(ଡି.ଏନ୍.ଏ.): ଜନନୀ ସୁରକ୍ଷା ନେଇ ସରକାରୀ ତହବିଲରୁ ବହୁ ଅର୍ଥ ବ୍ୟୟ ହେଉଛି। ମାତ୍ର ଏବେ ମଧ୍ୟ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଦୁଃଖ କମିନାହିଁ। କେଉଁଠି ରାସ୍ତା ଥାଇ ଠିକ୍ ସମୟରେ ଆମ୍ବୁଲାନ୍ସ ପହଞ୍ଚତ୍ପାରୁ ନାହିଁ...
‘ମୁଁ ଓଡ଼ିଆ ପୁଅ, ଶେଷ ପର୍ଯ୍ୟନ୍ତ ଲଢିବି’
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଜେଲ୍ ଯାଇ ଜାମିନ୍ରେ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଏହି...
ସ୍ମାର୍ଟ ସିଟିରେ ଫ୍ରେଞ୍ଚ ପ୍ରତିନିଧି
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କୋଲକାତାର ଫ୍ରାନ୍ସ କନ୍ସୁଲେଟ୍ ଜେନେରାଲ୍, ଫ୍ରେଞ୍ଚ ଡେଭଲପମେଣ୍ଟ ଏଜେନ୍ସି (ଏଏଫ୍ଡି) ଏବଂ ନ୍ୟାସନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ ଅର୍ବାନ ଆଫାୟାର୍ସ (ଏନ୍ଆଇୟୁଏ)ର ଦିଦିଅର୍ ତାଲପେନ୍ଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଫ୍ରେଞ୍ଚ ପ୍ରତିନିଧି ଭୁବନେଶ୍ୱର ସ୍ମାର୍ଟ ସିଟି ପରିଦର୍ଶନ କରିଛନ୍ତି। ଏହି...
ନନ୍-ସିଡ୍ୟୁଲ ବିମାନକୁ ଭୁବନେଶ୍ବରରେ ମିଳିବନି ଅବତରଣ ଅନୁମତି
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ଅନ୍ତର୍ଜାତୀୟ ବିମାନ ଯାତ୍ରା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କିନ୍ତୁ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’ ପାଇଁ ଏବେ ସରକାର ଚିନ୍ତାରେ ପଡିଛନ୍ତି। ଡେଲଟା ଭାରିଆଣ୍ଟଠାରୁ ‘ଓମିକ୍ରନ୍’ ଅଧିକ ମାରାତ୍ମକ ହୋଇଥିବାରୁ ୧୫ରୁ ଅନ୍ତର୍ଜାତୀୟ...
ବେକାରୀ ଯୁବତୀ, ଯୁବକଙ୍କୁ ଆହ୍ବାନ ଦେଲେ ମାଓବାଦୀ
ରାୟଗଡ଼ା ଅଫିସ,୨୯ା୧୧: ରାୟଗଡ଼ା ଜିଲା ନିୟମଗିରି ପାଦଦେଶ ତଥା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ଲଗାଇଛନ୍ତି। ଡିସେମ୍ବର ୨ରୁ ୮ ପର୍ଯ୍ୟନ୍ତ ପିଏଲ୍ଜିଏ(ପିପୁଲ୍ସ ଲିବରେସନ ଗରିଲା ଆର୍ମୀ) ସପ୍ତାହ ପାଳନ କରାଯିବ...
ସ୍ମାର୍ଟ ହେଲ୍ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆଉ ଆମେ..
ଉମରକୋଟ, ୨୯।୧୧(ସ୍ବ.ପ୍ର.): ସ୍ମାର୍ଟ ହେଲ୍ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆମେ କ’ଣ ଲୋକ ପ୍ରତିନିଧି ନୁହଁ। ଦିନ ରାତି ଲୋକଙ୍କ ପାଇଁ ଖଟୁଛୁ। ମନ୍ତ୍ରୀ ଦିନକ ପାଇଁ ଆସିଛନ୍ତି ଚାଲିଯିବେ ବୋଲି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରାଙ୍କ ଆଗରେ...
ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ
ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ସର୍ବଦଳୀୟ ବୈଠକ ସରିବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରତିକ୍ରିୟା...
୨ କୋଟି ଟଙ୍କାର ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ, ଏଥିରେ ରହିଛି ଏସବୁ ସୁବିଧା
ଚିତ୍ରକୋଣ୍ଡା,୨୯ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ମାତ୍ର ଅଞ୍ଚଳ ବଡ଼ପଡ଼ାଠାରେ ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇ ଆଇଆଇଟି ଦ୍ୱାରା ମାଷ୍ଟର କାର୍ଡ ସଂସ୍ଥା ସହାୟତାରେ ଏକ ପୋଟେବୁଲ ହେଲ୍ଥ କେୟାର ୟୁନିଟ୍ ନିର୍ମାଣ କରାଯାଇଛି ଯାହାକି ମାତ୍ର ଦୁଇ...
କାନାଡାରେ ହେବ ‘ଅଡିୟୁ ଗୋଦାର୍ଡ’ର ପ୍ରିମିୟର
ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ କାନାଡାରେ ଆରମ୍ଭ ହେବାକୁ ଥିବା ମୋଜାଇକ୍ ଇଣ୍ଟରନ୍ୟାଶନାଲ ସାଉଥ ଏସିଆନ ଫିଲ୍ମ ଫେଷ୍ଟିଭାଲ (ଏମ୍ଆଇଏସ୍ଏଏଫ୍ଏଫ୍)ରେ ଓଡ଼ିଆ ଫିଚର ଫିଲ୍ମ ‘ଅଡିୟୁ ଗୋଦାର୍ଡ’ର ଉତ୍ତର ଆମେରିକୀୟ ପ୍ରିମିୟର ରିଲିଜ ହେବ। ଜାତୀୟ ପୁରସ୍କାର ପ୍ରାପ୍ତ ଅମର୍ତ୍ତ୍ୟ...
ସଂସଦରେ ଉଠିବ ପରୀ, ମମିତା ପ୍ରସଙ୍ଗ
ଭୁବନେଶ୍ୱର, ୨୯।୧୧(ବ୍ୟୁରୋ): ସଂସଦର ଶୀତକାଳୀନ ଅଧିବେଶନ ଚଳିତ ମାସ ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାସ୍ କରିବା ଲାଗି କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। ମୁଖ୍ୟତଃ ୩ କୃଷି...
Archives


