ରାଜଧାନୀରେ ସୁପାରିକିଲର
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବାବେଳେ ଅନ୍ୟ ଜଣେ ଧରାପଡିଛନ୍ତି। ଶୁକ୍ରବାର ରାତିରେ ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡିଥିବା ବନ୍ଧୁକଧାରୀ ଅପରାଧୀ ଜଣକ ସୁପାରିକିଲର...
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୯ ।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୯ କୁ ବୃଦ୍ଧି ପାଇଛି। କେବଳ ବରଗଡରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ...
ମିଳିଲା ଖୋକା, ମାନୁନି ପୋଲିସ
ଢେଙ୍କାନାଳ ଅଫିସ, ୨୯ା୧୧-ଡ୍ରଗ୍ସ ସେବନକୁ ବିରୋଧ କରିବାରୁ ଢେଙ୍କାନାଳ ପୌରାଞ୍ଚଳ ୨୧ନଂ. ଓ୍ବାର୍ଡ ଅଧୀନ ରେଳଷ୍ଟେଶନ ନିକଟରେ ଥିବା ସଞ୍ଜୟ କୁଷ୍ଠ ରୋଗୀ କଲୋନୀରେ ଶନିବାର ଅପରାହ୍ନରେ ଅସାମାଜିକ ଘଟାଇଥିଲେ ଉନ୍ମତ୍ତକାଣ୍ଡ। ଅଭିଯୁକ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିବା...
୩୦ରେ ଲଘୁଚାପ, ବାତ୍ୟା ଆଶଙ୍କା
ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଓଡ଼ିଶାକୁ ଆଉଏକ ବଡ଼ ବର୍ଷା ଆସୁଛି। ଏଥିସହ ବାତ୍ୟାର ଆଶଙ୍କା ବି ଦୃଢ଼ୀଭୂତ ହେବାରେ ଲାଗିଛି। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ଘନିଭୂତ...
ଟ୍ରକ୍ ଚାଳକଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ
ଧର୍ମଶାଳା/ଚଢ଼େଇଧରା/ଜେନାପୁର,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଚଢ଼େଇଧରା ଉପରଛକଠାରେ ରବିବାର କଳାପଥର ପରିବହନକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। କଳାପଥର ବୋଝେଇ ଗାଡ଼ି ଚେକିଂ ବେଳେ ତହସିଲଦାର ଜଣେ ଚାଳକଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଚାଳକ ସଂଘ...
ବ୍ୟାସନଗର ଦୁରବସ୍ଥା ଦୂର ହୋଇପାରୁନି
ଯାଜପୁର ଅଫିସ,୨୯ା୧୧: କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ତଥା ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ। ସହରର ୨୬ଟି ୱାର୍ଡକୁ ସଂଯୋଗ କରୁଥିବା ରାସ୍ତା ଖାଲଖମାରେ ପରିଣତ ହୋଇସାରିଛି। ବିଶେଷକରି ୨୫ ନମ୍ବର ୱାର୍ଡ ଗୋଶାଳାଛକଠାରୁ ଶିଶୁମନ୍ଦିର ପଛପାର୍ଶ୍ୱ...
୬୫ ଟଙ୍କାରେ ୭ ଘଣ୍ଟା କାମ
କେନ୍ଦ୍ରାପଡ଼ା ଅଫିସ, ୨୯ା୧୧: କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇଛନ୍ତି। ଆସନ୍ତା ୨୦୨୩ ସୁଦ୍ଧା ପ୍ରତି ଘରକୁ ଟ୍ୟାପ ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ଯୋଜନା ପ୍ରଣୟନ କରିଛନ୍ତି। ତେବେ ତୃଣମୂଳରେ...
ରାଜ୍ୟରେ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି ୩ ବର୍ଷର ଧଳା କୁମ୍ଭୀର
ରାଜନଗର, ୨୯ା୧୧(ଡି.ଏନ୍.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଧଳା କୁମ୍ଭୀର ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଭିତରକନିକାକୁ ବୁଲିବାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକମାନଙ୍କ ପାଇଁ...
ନିଶ୍ଚିହ୍ନ ଅବସ୍ଥାରେ କଳିଙ୍ଗ ଇଞ୍ଜିନିୟରିଂ
ପାରାଦୀପ,୨୯ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦରାଞ୍ଚଳର ଅଠରବାଙ୍କିଠାରେ ହୋଇଥିବା ଘରୋଇ କମ୍ପାନୀ କଳିଙ୍ଗ ଇଞ୍ଜିନିୟରିଂ ଏବେ ନିଶ୍ଚିହ୍ନ ଅବସ୍ଥାରେ ପହଞ୍ଚିଯାଇଛି। କମ୍ପାନୀର କୋଠାକୁ ଭାଙ୍ଗିବା ପାଇଁ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନୋଟିସ ଲଗାଯାଇଛି। ଏନେଇ କମ୍ପାନୀ ପରିସରରେ ଥିବା ୨ଟି...
ହତ୍ୟା ପୂର୍ବରୁ ଧରାପଡ଼ିଲା ସୁପାରି କିଲର
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବା ବେଳେ ଅନ୍ୟଜଣେ ଧରାପଡିଛନ୍ତି। ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡିଥିବା ବନ୍ଧୁକଧାରୀ ଅପରାଧୀ ଜଣକ ସୁପରି କିଲର ବୋଲି...
୩୦ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏପରିକି ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର...
Archives


