ରାଜ୍ୟ

ଧାରଣା ଭାଙ୍ଗିବାକୁ ପୋଲିସର ବଳପ୍ରୟୋଗ

ଭୁବନେଶ୍ୱର,୯।୭ (ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ୭ ଦିନ ବିତିଛି। ଘଟଣା ପରଠାରୁ ନ୍ୟାୟ ଦାବିରେ ବିଭିନ୍ନ ଛାତ୍ର ସଙ୍ଗଠନ ସଦସ୍ୟଙ୍କ ସହ ରୁଚିକାଙ୍କ ପରିବାର ଲୋକ କଲେଜ ଫାଟକ ସମ୍ମୁଖରେ…

ଧବଳେଶ୍ୱର ପୀଠକୁ ଆହୁରି ଆକର୍ଷଣୀୟ କରାଯିବ

ଭୁବନେଶ୍ୱର,୯।୭(ବ୍ୟୁରୋ): ପ୍ରଭୁ ଶ୍ରୀଧବଳେଶ୍ୱର ପୀଠରେ ଭକ୍ତ ଓ ଦର୍ଶନାର୍ଥୀଙ୍କ ସୁବିଧା ନିମନ୍ତେ କରାଯାଉଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଥିଲା। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…

୯ ଛୁଆ ଜନ୍ମ ଦେଲା ଆନାକୋଣ୍ଡା

ବାରଙ୍ଗ,୯।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ପୁଣି ଖୁସି ଖବର। ନନ୍ଦନକାନନରେ ପ୍ରଥମ କରି ଗୁରୁବାର ଗୋଟିଏ ଛୁଆ ଜନ୍ମଦେଇ ଚର୍ଚ୍ଚାରେ ରହିଥିବା ଆନାକୋଣ୍ଡା ପୁଣି ଶୁକ୍ରବାର ୯ଟି ଛୁଆକୁ ଜନ୍ମଦେଇଛି। ଗୁରୁବାର ଗୋଟିଏ ଛୁଆ ଜନ୍ମ ଦେଇସାରିବା ପରେ ଏହି…

ମହାପ୍ରଭୁଙ୍କ ପାଇଁ ଗଢ଼ାସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୯ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ଶୁକ୍ଳ ଦଶମୀ ତିଥି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଓ…

ଶ୍ରୀକ୍ଷେତ୍ରରେ ‘ଜଗା ପାଇଁ ଗଛଟିଏ ଲଗା’

ପୁରୀ ଅଫିସ,୯ା୭:ଆଗକୁ କେବଳ ରଥ ନୁହେଁ, ଠାକୁରଙ୍କ ନିର୍ମାଣ ପାଇଁ ବି କାଠ ଅଭାବ ସମସ୍ୟା ଉପୁଜି ପାରେ। ଏଣୁ ଆସନ୍ତୁ ଠାକୁରଙ୍କ ପାଇଁ ଗଛଟିଏ ଲଗାଇବା। ଏପରି ସ୍ଲୋଗାନ ସହ ପବିତ୍ର ଶରଧାବାଲିର ତିନିରଥ ସମ୍ମୁଖରୁ ଆରମ୍ଭ ହୋଇଛି ‘ଜଗା…

‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୯।୭(ବ୍ୟୁରୋ) : ପବିତ୍ର ସନ୍ଧ୍ୟାଦର୍ଶନ ଅବସରରେ ଲୋକସମ୍ପର୍କ ଭବନରେ ଶୁକ୍ରବାର ରଥଯାତ୍ରାର ମହତ୍ତ୍ବ ଓ ବିଭିନ୍ନ ତଥ୍ୟ ସମ୍ବଳିତ ‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ ହୋଇଯାଇଛି। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ମହାବିଗ୍ରହ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଏକ…

ରଥ ଛୁଇଁପାରିଲେନି ଭକ୍ତ

ପୁରୀ ଅଫିସ,୯।୭: ମହାପ୍ରଭୁ ରଥରୁ ଓହ୍ଲାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ ଦଣ୍ଡାୟମାନ ହୋଇ ରୁହେ। ଅନେକ ଭକ୍ତ ମହାପ୍ରଭୁଙ୍କ ରଥକୁ ସ୍ପର୍ଶ କରିବାର ଇଚ୍ଛା ନେଇ ଶ୍ରୀକ୍ଷେତ୍ର ଆସନ୍ତି। ସେହିଭଳି ମହାପ୍ରଭୁ ରଥରେ…

ଦ୍ରୌପଦୀଙ୍କ ଭୋଟ ନିବେଦନ

ଭୁବନେଶ୍ୱର,୯।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ସପକ୍ଷରେ ଭୋଟ ମାଗିବା ପାଇଁ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ଏମ୍‌ପି ଓ ବିଧାୟକମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ବିଧାନସଭା ସମ୍ମିଳନୀ…

ଆଜି ବାହୁଡ଼ା

ପୁରୀ ଅଫିସ,୯।୭: ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସରିବା ପରେ ଶନିବାର ଚତୁର୍ଦ୍ଧାମୂର୍ତ୍ତି ବାହୁଡ଼ିବେ। ଏଥିପାଇଁ ରଥ-ପଥ ସବୁ ପ୍ରସ୍ତୁତ। ତିନିରଥ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାର ସମ୍ମୁଖରେ ଦଣ୍ଡାୟମାନ। ଗୋଟିଏ ପଟେ ବୈଷୟିକ ଟିମ୍‌…

ଆଉ ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୭(ବ୍ୟୁରୋ) – ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ମୌସୁମୀ ଟ୍ରପ୍‌ ଲାଇନ ବର୍ତ୍ତମାନ ଉକ୍ତ ଘୂର୍ଣ୍ଣିବଳୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ…

ନବୀନ ନିବାସରେ ଦ୍ରୌପଦୀଙ୍କ ମଧ୍ୟାହ୍ନ ଭୋଜନ; ପରସାଗଲା ଓଡ଼ିଆ ଖାଦ୍ୟ

ଭୁବନେଶ୍ୱର,୮ା୭(ବ୍ୟୁରୋ)- ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ଏମ୍‌ପି ଓ ବିଧାୟକମାନଙ୍କୁ ଭେଟି ନିଜ ସପକ୍ଷରେ ଭୋଟ ନେଇ ଆଲୋଚନା କରିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଏନ୍‌ଡିଏ…

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ

ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆଳରେ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରିଦିଆଯିବାରୁ ଭକ୍ତମାନେ ପ୍ରଶାସନକୁ ସମାଲୋଚନା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?