ରାଜ୍ୟ

ଗଞ୍ଜେଇ ବ୍ୟବସାୟ କରି କୋଟିପତି

ଛେଣ୍ଡିପଦା, ୨୮ା୧୧(ସ୍ବ.ପ୍ର.)-ଗଞ୍ଜେଇ ବ୍ୟବସାୟ କରି ଛିଡ଼ା କରିଥିଲେ ବିଶାଳ ସାମ୍ରାଜ୍ୟ। ରାଜ୍ୟ ବାହାର ବ୍ୟବସାୟୀଙ୍କ ସହ ସମ୍ପର୍କ ବଢ଼ାଇ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ଚାଲିଥିଲା କୋଟି କୋଟି ଟଙ୍କାର କାରବାର। ଏଭଳି ଏକାଧିକ ଅଭିଯୋଗ ଆସିବା ପରେ ପୋଲିସ ସ୍କାନରରେ...

ସ୍ବାସ୍ଥ୍ୟ ବୋଝ ଦୂର କରିବ ସ୍ମାର୍ଟକାର୍ଡ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା, ରାଇତଳା, କରମୂଳ, କାବେରା ପଞ୍ଚାୟତରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଧାୟକ ସୁଧୀର ସାମଲ...

ଗଞ୍ଜା ଲଢ଼େଇ ସାଜିଛି ଜୁଆ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ ଓ ପରଜଙ୍ଗ ଥାନା ଅଞ୍ଚଳରେ ଥିବା ସାପ୍ତାହିକ ହାଟରେ ହେଉଛି ଜୁଆଖେଳ। ତାସ୍‌ ସାଙ୍ଗକୁ ଗଞ୍ଜା ଲଢ଼େଇ ଭଳି ବେଆଇନ କାର୍ଯ୍ୟକୁ ପ୍ରୋତ୍ସାହିତ କରୁଛନ୍ତି ଅସାମାଜିକ। ସ୍ଥାନୀୟ ଥାନା, ଫାଣ୍ଡିର...

ସମସ୍ୟାରେ ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୨୮ା୧୧(ସ୍ବ.ପ୍ର.): ଯୁବତୀ ଓ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେବା ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ସଂରକ୍ଷଣ ଆଇନ ଲାଗୁ କରୁଛନ୍ତି। କିନ୍ତୁ ରାଜ୍ୟରେ ଏମିତି ଏକ ଶିକ୍ଷାନୁଷ୍ଠାନ ରହିଛି ଯେଉଁଠି ଯୁବତୀମାନଙ୍କ ପାଠପଢିବା ପାଇଁ ବ୍ୟବସ୍ଥା ନାହିଁ। ଏହା...

ସହାୟତା ଅପେକ୍ଷାରେ ଚିନ୍ତାମଣି

ହାଟଡିହୀ,୨୮l୧୧(ଡି.ଏନ.ଏ.): ଭାରି କଷ୍ଟ ହେଉଛି। ସିଧା ହୋଇ ଠିଆ ହୋଇ ପାରୁନି କି ପେଟେଇ ଏବଂ କଡ଼ ଲେଉଟେଇ ଶୋଇ ପାରୁନି। ସବୁବେଳେ ଯନ୍ତ୍ରଣା ହେଉଛି l ତଳି ପେଟରେ ଥିବା ମାଂସ ପିଣ୍ଡୁଳାରୁ ଆପେ ଆପେ ପରିଶ୍ରା ବୋହୁଛି।...

କଟକଣା ମାନୁନାହାନ୍ତି ମତ୍ସ୍ୟଜୀବୀ

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୨ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ ରଖାଯାଇଛି। ତେବେ ମତ୍ସ୍ୟଜୀବୀ ଏହି କଟକଣାକୁ ମାନୁନାହାନ୍ତି। ଗତ ୨୬ ଦିନ...

ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି

କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି। ଏଥିସହ କୋରାପୁଟରେ ପ୍ରାୟ ୧ ହଜାର କୋଟି ଟଙ୍କାରେ ୧୧୨ଟି ପ୍ରକଳ୍ପ...

ମୁଖ୍ୟମନ୍ତ୍ରୀଙ୍କୁ ନରସିଂହଙ୍କ ଚିଠି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କୋଭିଡ୍‌ ମୃତକଙ୍କୁ ସହାୟତା ନେଇ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ୍‌ରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ଦିଆଯାଉ। ରାଜ୍ୟ ବିପର୍ଯ୍ୟୟ...

ଅଣ୍ଡାମାଡ଼ ରାଜନୀତି

ପୁରୀ ଅଫିସ,୨୮।୧୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସକୁ ୪ ଦିନ ପୂରିଛି। ଓଡ଼ିଆଙ୍କ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ଉଦ୍ଦିଷ୍ଟ ଥିବା ହେତୁ ପୁରୀବାସୀଙ୍କ ସମେତ ରାଜ୍ୟବାସୀଙ୍କ ନଜର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ ଉପରେ ରହିଥିଲା।...

ଧାନ କାଟିଲେ ବିଧାୟକ

କୋକସରା,୨୭।୧୧(ଡି.ଏନ.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୌଷଧି ବାଗ ଧାନ କାଟିଛନ୍ତି। ନିଜ ଗାଁ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ଚାଷ ଜମିରେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଶନିବାର ଦେଖିବାକୁ ମିଳିଛି। ସେ ଚାଷୀ ପରିବାରରୁ ଆସିଥିବା...

ପୋଲିସ ଗୁଳିରେ ମାଓବାଦୀ ନିହତ

ଖପ୍ରାଖୋଲ,୨୭।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗନ୍ଧମାର୍ଦ୍ଦନ ପାହାଡ଼ରେ ଶନିବାର ସନ୍ଧ୍ୟାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟାରେ ଖପାଖୋଲ ଥାନା ଯୁନାନୀବାହାଲ ଗାଁ ନିକଟରେ ମାଓବାଦୀ ଓ ପୋଲିସ ମୁହଁାମୁହିଁ ହୋଇଥିଲେ। ଏହି...

ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ ଡ୍ରାଇଭର୍‌ ସମେତ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି। ରେଳ ବିଭାଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri