ରାଜ୍ୟ

ନାବାଳିକା ବଳାତ୍କାରୀଙ୍କୁ ୬ ବର୍ଷ ଜେଲ୍‌

ସୁନ୍ଦରଗଡ଼,୨୭।୧୧(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଜଜ୍‌ ତଥା ସ୍ବତନ୍ତ୍ର ପକ୍‌ସୋ କୋର୍ଟର ପ୍ରିଜାଇଡିଂ ଅଫିସର ପାର୍ଥସାରଥୀ ପଟ୍ଟନାୟକ ମାମଲାର ସମସ୍ତ ସାକ୍ଷ୍ୟ...

ଡିସେମ୍ବରରେ ବର୍ଷର ଶେଷ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ଆସନ୍ତା ଡିସେମ୍ବର ୪ରେ ସଙ୍ଗଠିତ ହେବ। ପ୍ରଥମ ପରାଗ ଗତ ଜୁନ୍‌ ୧୦ରେ ହୋଇଥିଲା। ତାହା ଏକ ବଳୟ ସୂର୍ଯ୍ୟୋପରାଗ ଥିଲା। ତେବେ ଡିସେମ୍ବରରେ ପୂର୍ଣ୍ଣ ସୂର୍ଯ୍ୟୋପରାଗ ଘଟିବ। ହେଲେ...

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହାର ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ଆଉ ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୦ ଲକ୍ଷ ୩୭ ହଜାର...

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ ଦିଆ ୧୩ ହଜାର ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ଏ ନେଇ...

ନୂଆ ଭାରିଏଣ୍ଟକୁ ନେଇ ବଢ଼ିଲାଣି ଚିନ୍ତା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢ଼ାଇଲାଣି। ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି କହିବା ପରେ ଚାରିଆଡ଼େ ଏହାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ନୂଆ ଭାରିଏଣ୍ଟ...

ବିବାହିତାଙ୍କୁ ବଳାତ୍କାର କରି ଜେଲ ଗଲେ ଯୁବକ

କୋକସରା୨୭।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଳମୁଣ୍ଡା ଅଞ୍ଚଳର ଭାଗିରଥି ଦୁଣ୍ଡକିଆ (୩୦) ।...

ରାସ୍ତାରେ ଯାଉଥିବା ବେଳେ ଉପରେ ଭାଙ୍ଗିପଡ଼ିଲା ଗଛ: ବାଇକ୍‌ ଚୁର୍‌ମାର, ୨ ଆହତ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକାର ମାଧପୁର ନିକଟରେ ୪୯ ନଂ. ଜାତୀୟ ରାଜପଥରେ ଥିବା ବହୁ ପୁରୁଣା ତଥା ଅସୁରକ୍ଷିତ ଶୁଖିଲା ଗଛ ହଠାତ ଉପୁଡ଼ି ପଡ଼ିବାରୁ କେତେକ ଗାଡି ଭାଙ୍ଗିବା ସହ ଦୁଇ ଜଣ ଆହତ ହୋଇଛନ୍ତି। ପୂର୍ବରୁ ବାରମ୍ବାର...

ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବେଲପଡ଼ା ଛକରେ ଏକ ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରଛନ୍ତି। ଏଥିସହିତ...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୦୬କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏ ଅଛନ୍ତି। ତେବେ ଆଜି ରାଜ୍ୟରେ...

ରାଜ୍ୟରେ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୬୪ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଜିଲାରେ ଚାଲିଛି ବିପଜ୍ଜନକ ନୌପରିବହନ

କେନ୍ଦ୍ରାପଡ଼ା ଅଫିସ,୨୭।୧୧: ରାଜ୍ୟ ପର୍ଯ୍ୟଟନ ବିଭାଗ ଆସନ୍ତା ଡିସେମ୍ବରରେ ରାଜନଗର ବ୍ଲକ ପେଣ୍ଠଠାରେ ଭିତରକନିକା ଇକୋ ରିଟ୍ରିଟ ଆରମ୍ଭ କରିବ। ଭିତରକନିକାର ପ୍ରାକୃତିକ ବିଭବ ସହିତ ହୁକିଟୋଲା, ହାବେଳିଖଟି, ବତିଘର ଆଦି ପର୍ଯ୍ୟଟକଙ୍କ ଆକର୍ଷଣ ରହିବ। ଏହି ପର୍ଯ୍ୟଟନ କ୍ଷେତ୍ରକୁ...

ଜିଲା ପରିଷଦ ଅନୁଦାନ ଦେଇ ଫେରାଇ ନେଲେ

ଯାଜପୁର ଟାଉନ,୨୭।୧୧(ଡି.ଏନ.ଏ.): ଯାଜପୁର ଟାଉନ ସର୍କିଟ ହାଉସ ସଭାଗୃହରେ ୫ମ ଜିଲା ପରିଷଦର ତ୍ରୟୋଦଶ ତଥା ଶେଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲାପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗଦେଇ ସମସ୍ତଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri