ଗୋପାଳପୁର ବିଧାୟକଙ୍କ ଝିଅଙ୍କୁ ଇଡିର ମାରାଥନ ଜେରା
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଟାଟା କମ୍ପାନୀରେ ଚାକିରି ଦେବା ନାଁରେ କୋଟି କୋଟି ଟଙ୍କା ଠକେଇ କରି ଜେଲରେ ଥିବା ଆକାଶ ପାଠକଙ୍କ ଭାବି ଶଶୁର ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)...
ବାହାରୁ ଆସିଲେ କୋଭିଡ୍ ଟେଷ୍ଟ କରିବାକୁ ବାଧ୍ୟ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ପରେ ରାଜ୍ୟ ସରକାର ସତର୍କ କରାଇଛନ୍ତି। ଡିଏମ୍ଇଟି ରମା ରମଣ ମହାନ୍ତି କହିଛନ୍ତି, ବର୍ତ୍ତମାନ ଆନ୍ତର୍ଜାତିକ ଗମନାଗମନ ସ୍ବାଭାବିକ ହୋଇଥିବାରୁ ଦେଶକୁ ଏହି ଭାରିଆଣ୍ଟ ଆସିବାର ସମ୍ଭାବନା ଯଥେଷ୍ଟ ରହିଛି।...
‘କୋର୍ଟଙ୍କ ନିଷ୍ପତ୍ତି ଆମେ ମାନିବୁ’
ବ୍ରହ୍ମପୁର ଅଫିସ,୨୬ା୧୧: ନ୍ୟାୟ ଗୁହାରି କରି ବ୍ରହ୍ମାନଗରଠାରେ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି ବୋହୂ ତପସ୍ବିନୀ ଦାଶ। ତପସ୍ବିନୀ ଭାରପ୍ରାପ୍ତ ସମାଜ ମଙ୍ଗଳ ଅଧିକାରୀ କ୍ରିଷ୍ଣା କୁମାରୀ ନନ୍ଦଙ୍କ ଜରିଆରେ କୋର୍ଟରେ ପିଟିସନ୍ ରୁଜୁ କରି ଶ୍ୱଶୁର...
ଗ୍ରାମ୍ୟ ସଭାପତିଙ୍କୁ ପିଟି ପିଟି ମାରିଦେଲେ
ଗଞ୍ଜାମ,୨୬ା୧୧(ଡି.ଏନ.ଏ.): ପୂର୍ବ ଶତ୍ରୁତାରୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଇରାଶି ପଞ୍ଚାୟତର କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀଙ୍କୁ ଶୁକ୍ରବାର ଠେଙ୍ଗାରେ ପିଟି ହତ୍ୟା କରାଯାଇଛି। ଏ ନେଇ ପୋଲିସ ଏକ ହତ୍ୟା ମାମଲା(ନଂ.୫୪୮/୨୧) ରୁଜୁ କରି ଘଟଣାରେ ସମ୍ପୃକ୍ତ...
କାଠପୋଲ ଛଡା ଆଉ ବାଟ ନାହିଁ
ପାରଳାଖେମୁଣ୍ଡି,୨୬।୧୧(ଡି.ଏନ୍.ଏ.): ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଗଜପତି ଜିଲା ରାୟଗଡ଼ ବ୍ଲକ ଜଳଙ୍ଗ ପଞ୍ଚାୟତର ଡୁମ୍ବା ଗାଁ ଅବହେଲିତ। ଗମନାଗମନ ପାଇଁ ଗାଁକୁ ରାସ୍ତା ନାହିଁ। ଏକରି କି ଗାଁ ନିକଟରେ ଥିବା ନାଳ ଉପରେ କାଠ ତିଆରି...
ଇଡି କାର୍ଯ୍ୟାଳୟରେ ବିଧାୟକଙ୍କ ଝିଅ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀ ଶୁକ୍ରବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅଭୟକାନ୍ତ ପାଠକ ଓ ଆକାଶ ପାଠକଙ୍କୁ ଜେରା ବେଳେ ଶ୍ରୁତିଙ୍କ ଆକାଉଣ୍ଟକୁ ବାରମ୍ବାର ଟ୍ରାଞ୍ଜେକ୍ସନ ହୋଇଥିବା ଜଣା ପଡିଥିଲା । ଏ...
କାର୍ତ୍ତିକ ପରେ ବି ଖସୁନି ପରିବା ଦର: ୧୦୦ ଟପିଲା ଟମାଟୋ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କମିବାର ନା ଧରୁନି ପରିବା ଦର । କାର୍ତ୍ତିକ ମାସ ଗଲା ପରେ ବି ବଜାରରେ କଞ୍ଚା ପରିବା ଦର ଆକାଶଛୁଆଁ ହୋଇଛି । ଟମାଟୋ କିଛି ଦିନ ତଳେ ୬୦ ରୁ ୭୦ ଟଙ୍କାରେ ବିକ୍ରି ହେଉଥିବା...
ଏଥର ଉଠିପାରେ ରତ୍ନଭଣ୍ଡାର ପ୍ରସଙ୍ଗ
ପୁରୀ ଅଫିସ,୨୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୁରୀ ଜିଲା ଟ୍ରେଜେରି ତଥ୍ୟରେ ତାଳମେଳ ରହୁ ନ ଥିବା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ...
ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା
ବାରଙ୍ଗ,୨୬।୧୧(ଡି.ଏନ୍.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା ନିମନ୍ତେ ସୋମବାର ନନ୍ଦନକାନନକୁ ବନ୍ଦ ରଖାଯାଇଛି। କେବଳ ଘରୋଇକରଣରେ ନେଇଥିବା ଠିକାଦାର ଓ...
୧୦ ମାସରେ ୪୦ ହତ୍ୟା
ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ,୨୬ା୧୧ଚୋରି, ଡକାୟତି, ରାହାଜାନି ଓ ହତ୍ୟା ତଥା ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ଏନେଇ କମିଶନରେଟ ପୋଲିସ ମଧ୍ୟ ସର୍ବଦା ‘ୱି କେୟାର ୱି ଡେୟାର’ର ନାରା ଦେଉଛି। କିନ୍ତୁ ବାସ୍ତବତା...
ଲାଗୁନି ପର୍ଯ୍ୟବେକ୍ଷଣ କ୍ୟାମେରା
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ରାଜ୍ୟରେ ୧୪୫ ଅତ୍ୟଧିକ ପ୍ରଦୂଷଣ ସୃଷ୍ଟିକାରୀ ଶିଳ୍ପସଂସ୍ଥା ଚିହ୍ନଟ କରାଯାଇଛି। ପ୍ରଦୂଷଣର ମାତ୍ରା ଜାଣିବା ଏବଂ ଏହାର ନିରାକରଣ କରିବା ଲାଗି ସମ୍ପୃକ୍ତ ଶିଳ୍ପାନୁଷ୍ଠାନକୁ ନିର୍ଦ୍ଦିଷ୍ଟ ସ୍ଥାନରେ ଉଚ୍ଚ କ୍ଷମତାସମ୍ପନ୍ନ ପ୍ରଦୂଷଣ ପର୍ଯ୍ୟବେକ୍ଷଣ କ୍ୟାମେରା ଲଗାଇବା ପାଇଁ...
ପାକୁଙ୍କ ୨.୩୪ କୋଟିର ସମ୍ପତ୍ତି ଜବତ
ଖୋର୍ଦ୍ଧା ଅଫିସ, ୨୬ା୧୧: ଭୁବନେଶ୍ୱର କମିଶନରେଟ ପୋଲିସର ହ୍ବାଇଟ୍ ସ୍ପାଇଡର ଅପରେଶନ ପରେ ଖୋର୍ଦ୍ଧା ପୋଲିସ ସ୍କାନରରେ ଏବେ ନିଶା ବେପାରୀ। ବ୍ରାଉନସୁଗାର ବେପାରକରି ରାତାରାତି କୋଟିପତି ପାଲଟିଥିବା ଖୋର୍ଦ୍ଧା ଟାଉନଥାନା ଅଧୀନ ସାମନ୍ତରାପୁର ଶାଗୁଆନ ବଜାର ଅଞ୍ଚଳର ସୋମନାଥ...
Archives


