ରାଜ୍ୟ

ଖାଦ୍ୟ ସୁରକ୍ଷା: ଓଡ଼ିଶା ନଂ.୧

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଜାତୀୟ ସ୍ତରରେ ଓଡ଼ିଶାକୁ ମିଳିଛି ଆଉଏକ ସଫଳତା। ନ୍ୟାଶନାଲ ଫୁଡ୍‌ ସିକ୍ୟୁରିଟି ଆକ୍ଟ ବା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ) ୨୦୨୨ କାର୍ଯ୍ୟକାରିତାରେ ସାରା ଦେଶରେ ଓଡ଼ିଶା ଶୀର୍ଷରେ ରହିଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରାଜ୍ୟ ଓ…

ବାସ୍ତବତା ପ୍ରତିଫଳିତ ହୋଇନି: ବିରୋଧୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ୨୦୨୨-୨୩ ବଜେଟରେ ବାସ୍ତବତା ପ୍ରତିଫଳିତ ହୋଇନି। ଏଥିରେ କୌଣସି ନୂତନତ୍ୱ ନାହିଁ ବୋଲି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଅନ୍ୟପକ୍ଷରେ ଶାସକ ଦଳ ପକ୍ଷରୁ ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରାଯାଇଛି। ସରକାର ପ୍ରଗତିଶୀଳ ବଜେଟ ଆଣିଛନ୍ତି। ସବୁ କ୍ଷେତ୍ରକୁ…

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

କଟକ ଅଫିସ୍‌, ୬ା୭: ରାଜ୍ୟରେ ହାତୀବଂଶ ରକ୍ଷା ଏବଂ ସୁରକ୍ଷା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଉଛି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ମଙ୍ଗଳବାର ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ବନ୍ୟ ପ୍ରାଣୀ(ସୁରକ୍ଷା)…

ଅଫିସରରାଜ୍‌ ଗଣତନ୍ତ୍ର ପାଇଁ ବିପଦ: ସୌମ୍ୟ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଶାରେ ଅପେକ୍ଷାକୃତ ଭାବେ ମଦ୍ୟପାନ ହାର ବଢୁଛି। ଏ ସମ୍ପର୍କିତ ପ୍ରଶ୍ନରେ ଅଫିସରଙ୍କଠାରୁ ତଥ୍ୟ ସଂଗ୍ରହ କରି ମନ୍ତ୍ରୀ କହିଲେ, ଭୁବନେଶ୍ୱରରେ ମଦ୍ୟପାନ ହାର ବଢୁନି। ଏହାର ଅର୍ଥ ମୁଁ ମିଛ କହୁଛି। ମୁଁ ମିଛୁଆ ବିଧାୟକ ହୋଇ ରହିବାକୁ…

ବିଲୋପ ପଥେ ହାତୀ: ୧୦ ବର୍ଷରେ ୭୮୪ ମୃତ

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜଙ୍ଗଲରେ ଥିବା ହାତୀଙ୍କ ଜୀବନ ଦିନକୁ ଦିନ ବିପନ୍ନ ହେବାରେ ଲାଗିଛି। ହାତୀ- ମଣିଷ ଲଢ଼େଇରେ ଏହି ବୃହତ୍‌ ପ୍ରାଣୀ ବଂଶ ବଳି ପଡ଼ିଯାଉଛନ୍ତି। ଯଦି ଏଭଳି ପରିସ୍ଥିତି ଲାଗି ରହିବ ତେବେ ଆଉ କିଛି ବର୍ଷ…

ବିଧାନସଭାରେ ବେକାରି ଝଡ଼

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟରେ ବେକାରି ସଂଖ୍ୟା ବଢ଼ିଚାଲିଛି। ନିଯୁକ୍ତି ନ ପାଇ ଯୁବତୀଯୁବକମାନେ ନିଶାଗ୍ରସ୍ତ ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଡ୍ରଗ୍ସ କାରବାର ବଢ଼ିଚାଲିଛି। ଚୋରି, ଡକାୟତି, ରାହାଜାନି, ଛିନ୍‌ତାଇ ମଧ୍ୟ ବୃଦ୍ଧିପାଇ ଚାଲିଛି। ସରକାରୀ ନିଯୁକ୍ତିରେ ମହାକେଳେଙ୍କାରି ହେଉଛି। ମେଧାବୀ ପିଲା…

ବୁକ୍‌ ସର୍କୁଲାର-୪୭କୁ ମାନୁନାହାନ୍ତି ଅଫିସର

ଭୁବନେଶ୍ୱର,୬ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସରକାରୀ ଅଧିକାରୀଙ୍କ ପର୍ଯ୍ୟନ୍ତ ଯାହାଙ୍କୁ ବି ଚିଠି ଲେଖିଲେ କେହି ବି ଉତ୍ତର ଦେଉନାହାନ୍ତି। ୧୫ ଦିନ ଭିତରେ ଉତ୍ତର ଦେବାକୁ ନିୟମ ରହିଛି। ଖାଲି ସେତିକି ନୁହେଁ ବିଧାନସଭାରେ ମନ୍ତ୍ରୀମାନଙ୍କୁ ପ୍ରଶ୍ନ କଲେ ତଥ୍ୟ…

କଲେଜ ଅଧ୍ୟକ୍ଷଙ୍କ ଗିରଫ ଦାବି କଲେ ବାପା

ଭୁବନେଶ୍ୱର,୬।୭(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ମଙ୍ଗଳବାର ୪ଦିନ ବିତିଛି। ହେଲେ ସୁଇସାଇଡ୍‌ ନୋଟରେ ଉଲ୍ଲେଖ ଥିବା ୩ ସିନିୟରଙ୍କୁ କମିଶନରେଟ ପୋଲିସ ଧରିବା ତ ଦୂରର କଥା, ଏପର୍ଯ୍ୟନ୍ତ ଚିହ୍ନଟ କରିପାରିନାହିଁ। ଫଳରେ…

ଏନ୍‌ଆର୍‌ଏଲ୍‌ ଜମି ଅଧିଗ୍ରହଣରେ ଭିନ୍ନତା

ପାରାଦୀପ,୬ା୭(ସ୍ବ.ପ୍ର.): ସ୍ମାର୍ଟ ଇଣ୍ଡଷ୍ଟ୍ରିଆଲ ପୋର୍ଟ ସିଟି (ଏସ୍‌ଆଇପିସି) ଯୋଜନାରେ ପାରାଦୀପ ବନ୍ଦର ଜାଗାରେ ୪ଟି ନୂତନ ପ୍ରକଳ୍ପ ନିର୍ମାଣ ଚାଲିଛି। ସେଗୁଡିକ ହେଲା ଏନ୍‌ଆର୍‌ଏଲ (ନୁମାଲିଗଡ ରିଫାଇନାରି ଲିମିଟେଡ), ତ୍ରିବେଣୀ ଆର୍ଥମୁଭର୍ସ ପ୍ରାଇଭେଟ ଲିମିଟେଡ, ଏସାର ମିନମେଟ ଲିମିଟେଡ ଓ କଙ୍କର।…

ଆଜି ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬ା୭: ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟ୍‌ ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଫଳାଫଳ ଜାଣିପାରିବେ। ୱେବ୍‌ସାଇଟ୍‌ www.bseodisha.ac.in…

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୬ା୭: ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହୋଇଛି। ଏଥିଲାଗି ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିବାବେଳେ ଅଭିମାନିନୀ ମହାଲକ୍ଷ୍ମୀ ମହାପ୍ରଭୁଙ୍କ ଉପରେ…

‘ଚଳିତ ମାସ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ’

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି। ଯେହେତୁ ନିକଟରେ ବଡ଼ଧରଣର ଭିଡ଼ ହୋଇଥିଲା, ତେଣୁ କୋଭିଡ୍‌ ଆଉ କିଛିମାତ୍ରାରେ ବଢ଼ିପାରେ। ସେଥିପାଇଁ ଚଳିତ ମାସ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ। ମାସ ଶେଷପର୍ଯ୍ୟନ୍ତ ସମସ୍ତେ ସତର୍କ ରହିବା ଉଚିତ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?