ରାଜ୍ୟ

ତେଲଙ୍ଗାନାରେ ବନ୍ଧା ପଡ଼ିଛନ୍ତି ଓଡ଼ିଆ ଦାଦନ ଶ୍ରମିକ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ବିନତି

ଭବାନୀପାଟଣା(ସ୍ବ.ପ୍ର.)/କୋକସରା (ଡି.ଏନ.ଏ.), ୫।୭: କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥମୁନି ଦାଦନ ଦୁଃଖ । ପେଟ ପାଟଣା ପାଇଁ ଘର ଛାଡି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ବ୍ଲକର ୬ ଜଣ ଶ୍ରମିକଙ୍କ କିଛି ମାସ ଭିତରେ ମୃତ୍ୟୁ ଘଟିଥିବା…

ଓଡ଼ିଶାରେ ଡବ୍ଲ୍ୟୁଏଚ୍‌ଓ ଟିମ୍‌

ଭୁବନେଶ୍ୱର, ୫।୭(ବ୍ୟୁରୋ)- ମ୍ୟାଲେରିଆ ନିୟନ୍ତ୍ରଣ କ୍ଷେତ୍ରରେ ଓଡ଼ିଶାକୁ ସଫଳତା ମିଳିଛି। ତେବେ ରାଜ୍ୟ ସରକାର କିଭଳି ଭାବେ ମୁକାବିଲା କରି ମ୍ୟାଲେରିଆକୁ ନିୟନ୍ତ୍ରଣ କରିପାରିଲେ ସେ ସମ୍ପର୍କରେ ଜାଣିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)ର ଏକ ଟିମ୍‌ ଓଡ଼ିଶା ଆସିଛନ୍ତି। ଏ…

ଚଳିତ ମାସ ଶେଷ ଯାଏ ସତର୍କ ରୁହ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୫।୭(ବ୍ୟୁରୋ)- ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ମାସ ଶେଷ ଯାଏ ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ସେ ପର୍ଯ୍ୟନ୍ତ ଆମକୁ ସତର୍କ ରହିବାକୁ ପଡ଼ିବ। ନିକଟରେ ବଡ଼ ଧରଣର ଭିଡ଼ ହୋଇଥିବାରୁ ସଂକ୍ରମଣ…

୫୫ ବାତ୍ୟା ଆଶ୍ରୟସ୍ଥଳ ପାଇଁ ୨୯.୩୬ କୋଟି ମଞ୍ଜୁର

ଭୁବନେଶ୍ୱର,୫ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫୫ ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ୨ୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୯୮ କୋଟି ଟଙ୍କା ବ୍ୟୟରେ ଅଧିକ…

ଆସନ୍ତା ୮ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୫।୭(ବ୍ୟୁରୋ): ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସି ବିଭିନ୍ନ ଦଳର ବିଧାୟକ ଓ ଏମ୍‌ପିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ସେ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିବେ…

ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ମଙ୍ଗଳବାର ଜବତ କରିଛି। ଛାତ୍ରୀ ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସେ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଏମ୍‌ସିଏ ପଢ଼ୁଥିଲେ । ଆଚାର୍ଯ୍ୟ ବିହାରରେ…

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ୱର,୫।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ ବନ୍ୟା…

ଚାନ୍ଦା କରି ରାସ୍ତା ମରାମତି

ବଇଣ୍ଡା,୫।୭(ଡି.ଏନ.ଏ) ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହୁଥିଲା। ଯାତାୟାତରେ ବଡ଼ ସମସ୍ୟା ଭୋଗୁଥିଲେ ଗ୍ରାମବାସୀ। ଏ ନେଇ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ପ୍ରତିକାର ବ୍ୟବସ୍ଥା ହେଉ ନ ଥିଲା। ଶେଷରେ ଗ୍ରାମବାସୀ ନିଜ…

ସ୍ମାର୍ଟସିଟିର ସ୍କୁଲରେ ପଶିଲା ପାଣି, ସମସ୍ୟା ପଚାରି ବୁଝିଲେ ମେୟର

ଭୁବନେଶ୍ୱର,୫।୭(ବ୍ୟୁରୋ): ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ବେହାଲ ହୋଇପଡ଼ିଛି। ସୋମବାରଠାରୁ ଭୁବନେଶ୍ୱରରେ ବର୍ଷା ଲାଗି ରହିଛି। ଏ ନେଇ ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଛି । ବର୍ଷା ଯୋଗୁ ବମିଖାଲ ସ୍କୁଲ ଭିତରେ ପାଣି ପଶିଥିବା ଜଣାପଡିଛି। ସ୍କୁଲ ପରିସର…

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା: ଚିହ୍ନଟ ହୋଇ ନାହାନ୍ତି ୩ ସିନିୟର

ଭୁବନେଶ୍ୱର,୫।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାକୁ ନେଇ ତଦନ୍ତ ଚାଲିଛି। ତାଙ୍କ ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ଥିବା ୩ଜଣ ସିନିୟର ଏଯାଏଁ ଚିହ୍ନଟ ହୋଇ ନାହାନ୍ତି। ପୋଲିସ ୧୦୦ଜଣଙ୍କ ବୟାନ ରେକର୍ଡ କରିଥିବା ଭୁବନେଶ୍ୱର ଡିସିପ କହିଛନ୍ତି…

ଶେଷ ହେଉ ନ ଥିବାରୁ ସମସ୍ୟା

ବଇଣ୍ଡା,୫।୭(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ ହେବ ବୋଲି ତରବର ହେଲା ପ୍ରଶାସନ। କ୍ଷତିପୂରଣ ଓ ଥଇଥାନ ବ୍ୟବସ୍ଥା ହେବା ପୂର୍ବରୁ ଶତାଧିକ ବ୍ୟବସାୟୀଙ୍କୁ ଉଚ୍ଛେଦ କରିଦେଲା। ସ୍କୁଲ, ସରକାରୀ କାର୍ଯ୍ୟାଳୟ ଆଦିକୁ ଭାଙ୍ଗି ମାଟିରେ ମିଶାଇଦେଲା। ହେଲେ ବଇଣ୍ଡା ବଜାର ଭଙ୍ଗାଯିବାର ୪…

ଆସିଲା ରୁଚିକାଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୫।୭(ବ୍ୟୁରୋ): ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ବ୍ୟବଚ୍ଛେଦ ରିପୋର୍ଟ। ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ସ୍ପଷ୍ଟ ହୋଇଛି। କମିଶନରେଟ୍‌ ପୋଲିସ ଏହି ରିପୋର୍ଟ ସମ୍ପର୍କରେ ସୂଚନା ଦେଇଛନ୍ତି। ତେବେ ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?