ରାଜ୍ୟ

ହସ୍ପିଟାଲ ଭର୍ତ୍ତି ହେଲେ ମାଓନେତା ସବ୍ୟସାଚୀ

ବ୍ରହ୍ମପୁର ଅଫିସ,୫।୭: ବ୍ରହ୍ମପୁର ମଣ୍ଡଳକାରାଗାରରେ ଥିବା ଟପ ମାଓନେତା ସୁନୀଲ ଓରଫ ସବ୍ୟସଚୀ ପଣ୍ଡାଙ୍କୁ କଡା ସୁରକ୍ଷା ବଳୟରେ ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି। ଅସ୍ତ୍ରପଚାର ଲାଗି ଭର୍ତ୍ତି ହୋଇଥିବା ନେଇ ବିଭାଗୀୟ ଡାକ୍ତର ସୂଚନା ଦେଇଛନ୍ତି। । ତେବେ କିଛି ଦିନ…

ଲଘୁଚାପ ପ୍ରଭାବ: ଉପକୂଳରେ ବର୍ଷା ଜାରି

ଭୁବନେଶ୍ୱର,୫।୭(ବ୍ୟୁରୋ): ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ଓଡ଼ିଶାର ଝାରସୁଗୁଡା ଏବଂ ପୁରୀ…

ଅନୁଭବ-ବର୍ଷା ଭିଡ଼ିଓ ଭାଇରାଲ ମାମଲା: ଆସନ୍ତା ୧୧ରେ ହେବ ଶୁଣାଣି

କଟକ ଅଫିସ,୫।୭: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଅନୁଭବ କିଛି ଦିନ ତଳେ ସୋସିଆଲ ମିଡ଼ିଆରେ ବର୍ଷାଙ୍କ ବିରୋଧରେ ବିଭିନ୍ନ ଭିଡିଓ ଶେୟାର କରିଥିଲେ।…

ଆଜି ହେରା ପଞ୍ଚମୀ, ରଥ ଚକ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ ଅଫିସ, ୫।୭: ଆଜି ହେରା ପଞ୍ଚମୀ। ଆଜି ସନ୍ଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ବତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ତେବେ…

ଆଜି ରାଜ୍ୟରେ ୩୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୫।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ବିଦେଶୀଙ୍କ ଅନୁପ୍ରବେଶ ରୋକିବାକୁ ସମୁଦ୍ର ଉପକୂଳରେ ୧୮ ଥାନା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟର ଉପକୂଳରେ ମୋଟ ୧୮ ସାମୁଦ୍ରିକ ଥାନା ପ୍ରତିଷ୍ଠା କରାଯାଇଛି। ବିଦେଶୀମାନଙ୍କ ଅନୁପ୍ରବେଶ ରୋକିବା ପାଇଁ ମୁଖ୍ୟତଃ ଏହି ଥାନାଗୁଡ଼ିକ ପ୍ରତିଷ୍ଠା କରାଯାଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି। ସମସ୍ତ ସାମୁଦ୍ରିକ ଥାନା ପାଇଁ ମୋଟ ୭୩୮ଟି ବିଭିନ୍ନ ପଦବୀ…

ଚିଟ୍‌ଫଣ୍ଡ ତଦନ୍ତରେ ୨୦୨୦ ସୁଦ୍ଧା ଖର୍ଚ୍ଚ ହୋଇଛି ୬.୧୯ କୋଟି

ଭୁବନେଶ୍ୱର,୫ା୭(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ ପାଇଁ ଗଠିତ କମିଶନ, ଏହାର ଅଧିକାରୀ ଓ କର୍ମଚାରୀଙ୍କ ଦରମା ଏବଂ ଭତ୍ତା, କାର୍ଯ୍ୟାଳୟର ଆନୁଷଙ୍ଗିକ ଖର୍ଚ୍ଚ, ଜମାକାରୀଙ୍କଠାରୁ ପ୍ରାପ୍ତ ସତ୍ୟପାଠର କମ୍ପ୍ୟୁଟରୀକରଣ ଆଦି ବାବଦକୁ ୨୦୨୦ ଜାନୁୟାରୀ ସୁଦ୍ଧା ୬ କୋଟି ୧୯ ଲକ୍ଷ ୭୨…

ରୁଚିକାଙ୍କୁ ନ୍ୟାୟ ଦାବିରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୫ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଏବେ ବିରୋଧୀ ଟାର୍ଗେଟ କରିବା ଆରମ୍ଭ କରି ଦେଇଛନ୍ତି। ଏପରିକି ରୁଚିକାଙ୍କ ପରିବାର ଲୋକ ମଧ୍ୟ ଦୋଷୀଙ୍କୁ ଧରିବା ଦାବିରେ କଲେଜ ବାହାରେ ଧାରଣାରେ ବସିଛନ୍ତି।…

ସଂଖ୍ୟାଲଘୁଙ୍କ ପ୍ରତି ଚରମ ଅବହେଳା କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୫ା୭(ବ୍ୟୁରୋ): ପ୍ରଦେଶ ସଂଖ୍ୟାଲଘୁ ବିଭାଗ ସଭାପତି ଜିଆଉଲ୍‌ ହକ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର କଂଗ୍ରେସ ଭବନରେ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ମୁଖ୍ୟ ଅତିଥିରୂପେ ଯୋଗଦେଇ କହିଛନ୍ତି, ସଂଖ୍ୟାଲଘୁଙ୍କ ବହୁବିଧ ସମସ୍ୟା…

ଓବିସି ପିଲାଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଦାବିକରି ଭାଜପାର ଆନ୍ଦୋଳନ

ଭୁବନେଶ୍ୱର,୫ା୭(ବ୍ୟୁରୋ): କେନ୍ଦ୍ର ଏବଂ କେତେଗୁଡ଼ିଏ ରାଜ୍ୟ ସରକାର ଦେଶରେ ୫୪ ପ୍ରତିଶତ ଓବିସି ବର୍ଗଙ୍କୁ ଶିକ୍ଷା କ୍ଷେତ୍ରରେ ଆଡ୍‌ମିଶନ ପାଇଁ ସଂରକ୍ଷଣ ପ୍ରଦାନ କରିଛନ୍ତି। ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ଓବିସି ବର୍ଗ ଛାତ୍ରୀଛାତ୍ରମାନେ ଶିକ୍ଷାରେ ସଂରକ୍ଷଣ ପାଇବାକୁ ହକ୍‌ଦାର । ମେଡିକାଲ,…

ପ୍ରେମୀଯୁଗଳଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୫।୭(ବ୍ୟୁରୋ):ଚାକିରି ଦେବା ଆଳରେ ଅନ୍‌ଲାଇନ ମାଧ୍ୟମରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ପ୍ରେମୀଯୁଗଳଙ୍କ ସମେତ ୩ ଜଣଙ୍କୁ ଭୁବନେଶ୍ୱର ସାଇବର ଏବଂ ଅର୍ଥନୈତିକ ଅପରାଧ ଥାନା ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଧଉଳି ଥାନା ଲିଙ୍ଗିପୁର ଇନ୍ଦିରାଗାନ୍ଧୀ…

ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,୫।୭(ବ୍ୟୁରୋ):ଶହୀଦନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତିରେ ୨୦୧୨ରେ ଜଣେ ମହିଳାଙ୍କୁ କିରୋସିନ ଢାଳି ହତ୍ୟା ମାମଲାର ରାୟ ପ୍ରକାଶ ସୋମବାର ପ୍ରକାଶ ପାଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ସ୍ବାମୀ ଟୁଟୁ ଗୁନି (୪୭)ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଛି। ଏଥିସହ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?