ରାଜ୍ୟ

‘ବଳକା ରାଜ୍ୟରେ ଘରୋଇ ଉପଭୋକ୍ତା ଶୋଷିତ’

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବିଭ୍ରାଟ ଓ ଘରୋଇକରଣକୁ ନେଇ ସରକାରଙ୍କ ଉପରେ ବିରୋଧୀ ବର୍ଷିଛନ୍ତି। ରାଜ୍ୟରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇଛି। ଗାଁ ଗଣ୍ଡାରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ହେଉଛି। ସରକାର ଘରୋଇ କମ୍ପାନୀ ହାତରେ ବିଦ୍ୟୁତ୍‌ ଦେଇ ଉପଭୋକ୍ତାଙ୍କୁ…

ତାଳଧ୍ୱଜ, ଦର୍ପଦଳନ ରଥ ଚକରେ ଫାଟ

ପୁରୀ ଅଫିସ,୫।୭:ରଥଯାତ୍ରା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକରେ ଫାଟ ହୋଇଥିଲା। ଏବେ ବାହୁଡ଼ା ଯାତ୍ରା ପୂର୍ବରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚକରେ ଫାଟ ଦେଖିବାକୁ ମିଳିଛି। ତାଳଧ୍ୱଜ ରଥର ପଡ଼ିନାହାକା ଚକ…

‘ସଙ୍ଗୀତ ଲୋକଙ୍କ ଭାବପ୍ରବଣତାକୁ ସ୍ପର୍ଶ କରେ’

ଭୁବନେଶ୍ୱର, ୫।୭(ବ୍ୟୁରୋ):ଓଡ଼ିଶା ନଲେଜ୍‌ ହବ୍‌ ଲେକ୍‌ଚର ସିରିଜ୍‌ ସୋମବାର ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ୨୦୧୬ରୁ ବିଭିନ୍ନ କ୍ଷେତ୍ରରେ ନୂତନ ତଥା ଉଦୀୟମାନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ଓଡ଼ିଶା ନଲେଜ୍‌ ହବ୍‌ (ଓକେଏଚ୍‌) ଲେକ୍‌ଚର ସିରିଜ୍‌ ଆୟୋଜନ…

‘ଜଗନ୍ନାଥ ବନ ପ୍ରକଳ୍ପର ପୁନରୁଦ୍ଧାର ଜରୁରୀ’

ପୁରୀ ଅଫିସ,୫।୭:ରଥ ନିର୍ମାଣରେ ଲାଗୁଥିବା କାଠର ଅଭାବୀ ସ୍ଥିତି ସମସ୍ୟା ବଢ଼ାଉଛି। ପ୍ରତିବର୍ଷ ଶ୍ରୀଜୀଉଙ୍କ ପାଇଁ ନୂଆ ରଥ ନିର୍ମାଣ ହେଉଛି। ଫାସୀ, ଅସନ ଓ ଧଉରା କାଠ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ପଡ଼ୁଛି। ଧୀରେ ଧୀରେ ଏସବୁ କାଠ ଦୁର୍ଲଭ…

ସୃଷ୍ଟି ହେଲା ଲଘୁଚାପ, ଆରମ୍ଭରୁ ବର୍ଷିଲା

ଭୁବନେଶ୍ୱର, ୫ା୭(ବ୍ୟୁରୋ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ…

ଶେଷ ସପ୍ତାହରେ ଯୁକ୍ତ୨ ପରୀକ୍ଷାଫଳ

ଭୁବନେଶ୍ୱର, ୫।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳ ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଗତ ଦୁଇବର୍ଷ…

ରାଗିଂ: କଡ଼ା ଆଇନ ପ୍ରଣୟନ ଜରୁରୀ

ଭୁବନେଶ୍ୱର, ୪।୭(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଗିଂ ଯୋଗୁ ରୁଚିକା ମହାନ୍ତି ନାମ୍ନୀ ଯୁକ୍ତ୩ ଛାତ୍ରୀ ଶନିବାର ହଷ୍ଟେଲ ରୁମ୍‌ରେ ଆତ୍ମହତ୍ୟା କରିଥିଲେ। ଏହି ଘଟଣା ସାମ୍ନାକୁ ଆସିବା ପରେ ଆନ୍ଦୋଳନ ଜାରି ରହିଥିବାବେଳେ ସବୁବର୍ଗର ଲୋକେ ଏହାକୁ ନିନ୍ଦା…

୩ ବର୍ଷରେ ୧୫ ହଜାର ବଳାତ୍କାର ମାମଲା

ଭୁବନେଶ୍ୱର,୫ା୭(ବ୍ୟୁରୋ):ରାଜ୍ୟରେ ଚିନ୍ତାଜନକ ଭାବେ ବଳାତ୍କାର ମାମଲା ବଢ଼ିଚାଲିଛି । ଗତ ୩ ବର୍ଷରେ ୧୫ ହଜାର ୭୧୩ ଦୁଷ୍କର୍ମ ମାମଲା ରାଜ୍ୟର ବିଭିନ୍ନ ଥାନାରେ ରୁଜୁ ହୋଇଛି। ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କା ମହିଳାଙ୍କ କ୍ଷେତ୍ରରେ ୨୦୧୯ରୁ ୨୦୨୨ ଏପ୍ରିଲ ଭିତରେ…

ଆମ ଝିଅର ଏମିତି ହେଲେ…

ଭୁବନେଶ୍ୱର,୫ା୭(ବ୍ୟୁରୋ):ରାଗିଂ ଯୋଗୁ ରାଜ୍ୟରେ ବହୁ ଛାତ୍ରୀଛାତ୍ରଙ୍କ ଜୀବନ ଗଲାଣି। ଏହାକୁ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଯେଉଁ ଆଣ୍ଟି ସ୍କ୍ବାଡ୍‌ ଗଠନ ହୋଇଛି, ତାହା କାମ କରୁନାହିଁ। ବେଳକୁ ବେଳ ଏଭଳି ସମ୍ବେଦନଶୀଳ ଘଟଣା ବୃଦ୍ଧି ପାଇଚାଲିଛି। ଯଦି ଆମ…

ଓଜେଇଇ ପରୀକ୍ଷା: ପ୍ରଥମ ଦିନ ୮୫% ପରିକ୍ଷାର୍ଥୀ ଦେଲେ ପରୀକ୍ଷା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)-୨୦୨୨ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କମ୍ପ୍ୟୁଟର ବେସ୍‌ଡ ପରୀକ୍ଷା ହେଉଛି। ଏଥିପାଇଁ ମୋଟ ୫୭,୯୧୮ଜଣ ଛାତ୍ରୀଛାତ୍ର ଆବେଦନ କରିଛନ୍ତି। ତିନୋଟି ସିଟିଂରେ ପରୀକ୍ଷା ହେଉଛି। ପ୍ରଥମ ଦିନ ତିନୋଟି…

ଛାତ୍ର କଂଗ୍ରେସ- ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଧାନସଭା ଅଧିବେଶନ ଚାଲିଥିବା ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ସୋମବାର ଧସ୍ତାଧସ୍ତି ହୋଇଛି। ବିଜେପି କଲେଜ ଛାତ୍ରୀ ମୃତ୍ୟୁ ଘଟଣା ପ୍ରତିବାଦରେ ଛାତ୍ର କଂଗ୍ରେସ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପୋଲିସ ସେମାନଙ୍କୁ ଅଟକାଇବାକୁ…

ବର୍ଷାଙ୍କ ନିକଟକୁ ଭାଗବତ ପଠାଇଲେ ଅନୁଭବ

ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ଧରୁନି। କୋର୍ଟର ଶୁଣାଣି ପରେ ସୋମବାର ଅନୁଭବ ବର୍ଷାଙ୍କ ଓକିଲଙ୍କ ମାଧ୍ୟମରେ ବର୍ଷାଙ୍କ ପାଇଁ ଶୀମଦ ଭାଗବତ ପଠାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?