ରାଜ୍ୟ

ରାଜ୍ୟରେ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୪କୁ ବୃଦ୍ଧି ପାଇଛି। କେବଳ ବାଲେଶ୍ୱରରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ନବୀନ ନିବାସ ଘେରାଉ କରିବ ଭାଜପା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ କରାଯିବ । ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଦଳ ରାଜରାସ୍ତାକୁ ଓହ୍ଲାଇବ। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ଦାବିରେ...

‘କ୍ଲାଇମେଟ୍‌ ଚେଞ୍ଜ୍‌: ଫୋକସ୍‌ ଓଡ଼ିଶା’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅପରିଣାମଦର୍ଶୀ ମଣିଷ ଏହାର ଭୟାବହତାକୁ ତଥାପି ବୁଝିବାକୁ ନାରାଜ। ପୃଥିବୀର ସମ୍ବଳଗୁଡ଼ିକର ଅପବ୍ୟବହାର କରି ଜଙ୍ଗଲ, ଖଣି, ନଦୀ, ହ୍ରଦ ସବୁକୁ ମଣିଷ ନଷ୍ଟ କରିଚାଲିଛି। ତାପମାତ୍ରା...

୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି ଲୋକେ। କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି ମଧ୍ୟ ରହିଛି ଜଙ୍ଗଲ ଉପରେ। ଏଣୁ...

କାର୍ଯ୍ୟ ବନ୍ଦ, ଭୋଟ୍‌ ବର୍ଜନ କରିବେ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): କନିଷ୍ଠ ଶିକ୍ଷକମାନଙ୍କୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି। ୨୦୧୫ରୁ ୫ବର୍ଷ ହେବ ଏମାନଙ୍କ ଦରମା ବଢ଼ୁନାହିଁ। ଦାବି ପୂରଣ ପାଇଁ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଆଗକୁ କାର୍ଯ୍ୟ ବନ୍ଦ...

ସ୍ଥିତି ହରାଉଛି ‘ହାବସ୍‌ପୁରୀ’ ହସ୍ତତନ୍ତ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): ଗାନ୍ଧିଜୀଙ୍କ ସାବରମତୀ ଆଶ୍ରମକୁ ଦିଆଯିବ ଏକ ନୂଆ ରୂପ। ୭ ତାରକା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ୧୨୪୬ କୋଟି ଖର୍ଚ୍ଚ କରିବେ ଭାରତ ଓ ଗୁଜରାଟ ସରକାର। ଏହି ପ୍ରକଳ୍ପକୁ ଗାନ୍ଧିବାଦୀମାନେ, ବିଭିନ୍ନ ରାଜନୈତିକ ଦଳ ଓ...

ଆଜି ରାଜ୍ୟରୁ ୧୭୧ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୪ ପିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ...

ଗୋଳନ୍ଥରା ହାଜତ ମୃତ୍ୟୁ ମାମଲା: ଗୃହ ସଚିବ, ଏସ୍‌ପି, ଆଇଆଇସିଙ୍କୁ ନୋଟିସ

କଟକ ଅଫିସ,୨୨ା୧୧: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ, ଗଞ୍ଜାମ ଏସ୍‌ପି ଓ ଗୋଳନ୍ଥରା ଥାନା ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଜିପର୍ଯ୍ୟନ୍ତ କାହିଁକି ପୋଲିସ ହତ୍ୟା...

ମମିତା ମେହେର ହତ୍ୟା ଘଟଣା: ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ

ଭବାନୀପାଟଣା,୨୨।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଏପରିସ୍ଥଳେ ଏହି ଘଟଣାରେ ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟରେ ୧୬୪ରେ...

ଆଜିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଦରବୃଦ୍ଧି ପ୍ରସଙ୍ଗ ନେଇ ଦ୍ୱିତୀୟ ଥର ଲାଗି ବିଜେଡି ରାସ୍ତାକୁ ଓହ୍ଲାଇବାକୁ ଯାଉଛି। କିଛିଦିନ ତଳେ ତେଲ ଦରବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡି କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଥିବାବେଳେ ଏବେ ରନ୍ଧନ ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ...

ସମୁଦ୍ର ଜୁଆର ମାଡ଼ରେ ଲୁଣା ନଦୀବନ୍ଧରେ ଘାଇ

ମହାକାଳପଡ଼ା, ୨୨ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଲୁଣା ନଦୀ ବନ୍ଧର ଏକ ନମ୍ବର କ୍ରିକ୍‌ ନିକଟରେ କେତେଜଣ ଲୋକ ଜାଲ ବସାଇ ମାଛ ଧରୁଥିଲେ। ଏହାଦ୍ୱାରା ନଦୀ ବନ୍ଧ ଦୁର୍ବଳ ହୋଇଯାଇଥିଲା। ସମୁଦ୍ର ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ ଆଜି

ଫୁଲବାଣୀ ଅଫିସ/ଖଜୁରୀପଡ଼ା,୨୨।୧୧: କନ୍ଧମାଳ ଜିଲା ଗସ୍ତରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସୁଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri