ରାଜ୍ୟ

ବଢ଼ିଚାଲିଛି ଲଘୁ ଖଣିଜ ସମ୍ପଦ ଚାଲାଣ

ଖୋର୍ଦ୍ଧା ଅଫିସ,୪ା୭: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ବଢ଼ିଚାଲିଛି। ମାଫିଆମାନେ ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା ପଥର, ମୋରମ, କଳାମୁଗୁନି ଓ ବଉଳମାଳା ପଥର ଜିଲା ତଥା ବାହାର ଜିଲାକୁ ଚାଲାଣ କରୁଛନ୍ତି। ଏପରି କି…

ଜିଲାରେ ଡେଙ୍ଗୁ ଭୟ ବଢୁଛି: ନାମକୁ ଚାଲିଛି ସଚେତନତା

ଜଗତ୍‌ସିଂହପୁର ଅଫିସ,୪ା୭: ଜଗତ୍‌ସିଂହପୁର ଜିଲାରେ ଡେଙ୍ଗୁ ଭୟ ଦିନକୁ ଦିନ ବଢ଼ିବାରେ ଲାଗିଛି। କାରଣ ବିଗତ ବର୍ଷଗୁଡିକରେ ଜିଲାରେ ଡେଙ୍ଗୁ ପରିସ୍ଥିତି ଅଣାୟତ୍ତ ହୋଇଯାଇଥିଲା। ଗତ ୨ ବର୍ଷ କରୋନା ସଂକ୍ରମଣ ଯୋଗୁ ଲୋକେ କଟକଣା ଭିତରେ ରହିଥିଲେ। ଏହି ଭୟ…

ନଜର ଆଢୁଆଳରେ ଶ୍ରୀଦଧିବାମନଜୀଉ ମନ୍ଦିର

କେନ୍ଦ୍ରାପଡ଼ା ଅଫିସ, ୪ା୭: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚଉଦକୁଲାଟସ୍ଥିତ ତମାଳ କ୍ଷେତ୍ରାଧିପତି ଶ୍ରୀଦଧିବାମନଜୀଉ ମନ୍ଦିରକୁ ୨୦୧୬ରୁ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିଛି। ୧୮୦ ବର୍ଷରୁ ଅଧିକ ସମୟ ଧରି ପ୍ରତିଷ୍ଠିତ ଶ୍ରୀଜୀଉଙ୍କ କ୍ଷେତ୍ର ଅଦ୍ୟାବଧି ଉନ୍ନତୀକରଣ ହେଉନାହିଁ। ପ୍ରଶାସନର…

ନଦୀରେ ନିର୍ମାଣ ଚାଲିଛି ଇନ୍‌ଡୋର ଷ୍ଟାଡିୟମ

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ,୪ା୭(ସ୍ବ.ପ୍ର.): ବ୍ରାହ୍ମଣୀ ଓ ଗୋବରୀ ନଦୀର ଜଳପଥ ସଂଯୋଗୀକରଣ ଆନ୍ଦୋଳନ ଏବେ ଫସର ଫାଟିବାକୁ ଯାଉଛି। ପୂର୍ବରୁ ଥିବା ଏହି ୧୬ କିଲୋମିଟର ଜଳପଥ ଉପରେ ପଟ୍ଟାମୁଣ୍ଡାଇର ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ହେଉଛି। ଜଳପଥ ଉପରେ ହେଉଥିବା ଏହି ଷ୍ଟାଡିୟମ…

ଆଜି ବି ୨୦୦ ଟପିଲା କରୋନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦,୭୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୩ ଜଣ ଚିହ୍ନଟ ହୋଇଥିବା…

ଆଜି ବିଏମ୍‌ସିରେ ଜନଅଭିଯୋଗ ଶୁଣାଣି

ଭୁବନେଶ୍ୱର,୪।୭(ବ୍ୟୁରୋ): ସୋମବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଜନ ଅଭିଯୋଗ କାର୍ଯ୍ୟକ୍ରମ ଆରମ୍ଭ ହେବ। ଲୋକେ ବିଏମ୍‌ସି କାର୍ଯ୍ୟାଳୟକୁ ଯାଇ ନିଜ ଅଭିଯୋଗ ଜଣାଇ ପାରିବେ। ପ୍ରତ୍ୟେକ ସୋମବାର ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଜନଶୁଣାଣି କରାଯିବ। ବିଏମ୍‌ସି…

ସରୁନି ବିଏମ୍‌ସି ନୂଆ ମୁଖ୍ୟାଳୟ ନିର୍ମାଣ

ଭୁବନେଶ୍ୱର,୪।୭ (ବ୍ୟୁରୋ): କାମ ଆରମ୍ଭ ହେବାର ଦୁଇବର୍ଷ ପରେ ବି ବହୁ ପ୍ରତୀକ୍ଷିତ ବିଏମ୍‌ସିର ନୂତନ ମୁଖ୍ୟାଳୟ ନିର୍ମାଣ କାର୍ଯ୍ୟ ସରିବାର ନାଁ ଧରୁନି। ୨୦୧୯ ଜୁନ୍‌ରେ ସତ୍ୟନଗର ଶ୍ମଶାନ ସମ୍ମୁଖରେ ଏହି ବିଲ୍ଡିଂ ନିର୍ମାଣ ଆରମ୍ଭ ହୋଇଥିଲା। ଦୁଇବର୍ଷ ମଧ୍ୟରେ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଶନିବାର କୋଭିଡ-୧୯(କରୋନା)ରେ ସଂକ୍ରମିତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ସେ କରୋନାରେ ସଂକ୍ରମିତ। ସେ ଏବେ ନିଜକୁ ଆଇସୋଲେଶନ କରି ରଖିଛନ୍ତି।…

ବନ୍ୟପ୍ରାଣୀ ସୁରକ୍ଷା ପାଇଁ କର୍ମଚାରୀ ଅଭାବ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ ଏବେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡ଼ିଛନ୍ତି। ପ୍ରତିଦିନ କେଉଁଠି ନା କେଉଁଠି ବନ୍ୟପ୍ରାଣୀଙ୍କୁ ଶିକାର ଖବର ହେଉ କିମ୍ବା ବନ୍ୟପ୍ରାଣୀ ଅଙ୍ଗପ୍ରତ୍ୟଙ୍ଗ ଚୋରା କାରବାର ଘଟଣା ନଜରକୁ ଆସୁଛି। ଏସବୁ ଦେଖିଲେ ବନ ବିଭାଗ ଜଙ୍ଗଲ ଓ ବଣ୍ୟପ୍ରାଣୀଙ୍କ ସୁରକ୍ଷା…

ବିଜେବି ଛାତ୍ରୀ ରୁଚିକା ଆତ୍ମହତ୍ୟା ମାମଲା: ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଭୁବନେଶ୍ୱର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର କାରୁବାକୀ ଛାତ୍ରୀନିବାସ ଅନ୍ତେବାସୀ ରୁଚିକା ମହାନ୍ତି ସିନିୟର ଛାତ୍ରୀମାନଙ୍କ ର଼୍ୟାଗିଂ ସହି ନ ପାରି ଶନିବାର ଆତ୍ମହତ୍ୟା କରିବା ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ଆଇଏଏସ୍‌ ଅଫିସର ହେବାର ସ୍ବପ୍ନ…

ର଼୍ୟାଗିଂ: ୩ୟ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର,୪ା୭(ବ୍ୟୁରୋ): ଓଡ଼ିଶାର ଶିକ୍ଷାନୁଷ୍ଠାନଗୁଡ଼ିକ ର଼୍ୟାଗିଂ ମୁକ୍ତ ହୋଇପାରୁନାହିଁ। ସିନିୟରଙ୍କ ନିର୍ଯାତନାରେ ବହୁ ଛାତ୍ରୀଛାତ୍ରଙ୍କ କେବଳ ଭବିଷ୍ୟତ ନଷ୍ଟ ହେଉନି, ବରଂ ଅକାଳରେ ଜୀବନ ମଧ୍ୟ ଯାଉଛି। ର଼୍ୟାଗିଂ ରୋକିବା ନିମନ୍ତେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ରେଗୁଲେଶନ ଏବଂ ସରକାରୀ ନିର୍ଦ୍ଦେଶନାମା…

୯ ମାସରେ ୧୧ କୋଟି ଖର୍ଚ୍ଚ, ଦୁର୍ଘଟଣା କମୁନି

ଯାଜପୁର ଅଫିସ,୪ା୭: ପ୍ରତିବର୍ଷ ମୋଟରଯାନ(ଏମ୍‌ଭି) ମାମଲାରେ ଆଦାୟ ହେଉଥିବା ଜରିମାନାରୁ ୨୦% ଅର୍ଥ ବିଭିନ୍ନ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମରେ ବିନିଯୋଗ କରାଯାଉଛି। ଏହି କ୍ରମରେ ୨୦୨୧ ସେପ୍ଟେମ୍ବର ୧ରୁ ୨୦୨୨ ମେ ୩୧ ପର୍ଯ୍ୟନ୍ତ ୧୧ କୋଟି ୪ ଲକ୍ଷ ୬୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?