ରାଜ୍ୟ

ଦୁର୍ଘଟଣା ପରେ ଜଳିଗଲା ବସ୍‌

ଭୁବନେଶ୍ୱର,୪ା୭(ବ୍ୟୁରୋ): ସୋମବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ରାସ୍ତା ଉପରେ ଜଳିଯାଇଛି। ବସ୍‌ଟି ବ୍ରହ୍ମପୁରରୁ ଭୁବନେଶ୍ୱର ଆସୁଥିବା ବେଳେ ବରମୁଣ୍ଡା ନିକଟରେ ନାଳ ବ୍ରିଜ ବାଡ଼ରେ ପିଟି ହୋଇ ଜଳି ଯାଇଥିଲା। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି। ଦମକଳ ବାହିନୀ…

୮ରେ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆଉ କମ୍‌ ଦିନ ରହିଲା। ଏହାରି ଭିତରେ ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା ସବୁ ରାଜ୍ୟ ଗସ୍ତରେ ଯାଇ ସମର୍ଥନ ଲୋଡିବା ଆରମ୍ଭ କରିସାରିଛନ୍ତି। ଏହି…

ଆଜି ଗୃହରେ ସରକାରଙ୍କୁ ଘେରିବେ ବିରୋଧୀ

ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିରୋଧୀ ଭାଜପା ଏବଂ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉଭୟ ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଥିଲେ।…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୪।୭: ମହାପ୍ରଭୁଙ୍କ ହେରା ପଞ୍ଚମୀ ନୀତି ମଙ୍ଗଳବାର ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପୂର୍ବଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି(ସୋମବାର)ରେ ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କୁ ବନକ…

ଆସନ୍ତା ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ: ଆଜି ତାରିଖ ଘୋଷଣା

ଭୁବନେଶ୍ୱର,୪ା୭(ବ୍ୟୁରୋ): ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତାରିଖ ଘୋଷଣା କରିବେ। ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଜୁନ୍‌ ଶେଷ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଥିଲା।…

ଆଜିଠୁ ଓଜେଇଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଦୈନିକ ତିନୋଟି ଶିଫ୍ଟରେ ଏହି ପରୀକ୍ଷା ଚାଲିବ। ପ୍ରଥମ ଶିଫ୍ଟ ପୂର୍ବାହ୍ନ ୯ଟାରୁ ୧୧ଟା, ଦ୍ୱିତୀୟ ଶିଫ୍ଟ ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ…

ରାଜଧାନୀରେ କରୋନା ଟେଷ୍ଟ ଜୋରଦାର

ଭୁବନେଶ୍ୱର,୩ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ ହେବା ପରେ ଏବେ କରୋନା ସଂକ୍ରମଣ ରୋକିବାକୁ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି। ରବିବାର ଭୁବନେଶ୍ୱରରେ ୨୫ଟି ୟୁପିଏଚ୍‌ସି/ୟୁସିଏଚ୍‌ସିରେ କରୋନା ଟେଷ୍ଟ ବ୍ୟବସ୍ଥା କରାଯାଇଛି। ସକାଳ ୯ରୁ ୧୧ଟା ୩୦ ଓ ସନ୍ଧ୍ୟା…

ଆଡ଼ପ ଅବଢ଼ା ପାଇ ଧନ୍ୟ ହେଲେ ଭକ୍ତ

ପୁରୀ ଅଫିସ,୩ା୭: ଆଡ଼ପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ଆଡ଼ପ ଅବଢ଼ା ମଧ୍ୟ ବାହାରିଛି। ସକାଳୁ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ଭିତର ଶୋଧ, ମଙ୍ଗଳ ଆଳତି,…

‘ଦୁଇ ସପ୍ତାହରେ ପିକ୍‌ ଛୁଇଁପାରେ କରୋନା’

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଜୁଲାଇ ମାସରେ ସଂକ୍ରମଣ ରୋକିବାକୁ ସତର୍କତା ଅବଲମ୍ବନ କରିବା ଜରୁରୀ। ବଢୁଥିବା ସଂକ୍ରମଣ ଆଉ ଦୁଇ ସପ୍ତାହ ପରେ ପିକ୍‌ ଛୁଇଁବାର ସମ୍ଭାବନା ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର…

ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୩ା୭: ଆଡ଼ପମଣ୍ଡପରେ ରବିବାର ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲମ୍ବା ଧାଡ଼ିରେ ଠିଆ ହୋଇ ରହିଛନ୍ତି ହଜାର ହଜାର ଭକ୍ତ। ଅନ୍ୟପକ୍ଷରେ ଆଜିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ମିଳିବ। ତେଣୁ…

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: କାହିଁକି ହଷ୍ଟେଲ୍‌ ଛାଡିଲେ ୬ ଛାତ୍ରୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା କରୁଛି। ରୁଚିକାଙ୍କ ଆତ୍ମହତ୍ୟା ପରେ ୬ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ଏ ନେଇ ପୋଲିସ ଖୋଳତାଡ଼ ଆରମ୍ଭ କରିଛି। କାରୁବାକି ହଷ୍ଟେଲ ୱାର୍ଡେନ ଓ…

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: ତଦନ୍ତ ପାଇଁ ଗଠନ ହେଲା ୩ ଜଣିଆ ଟିମ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା ଆରମ୍ଭ କରିଛି। ଅନ୍ୟପଟେ ତଦନ୍ତ ପାଇଁ ୩ ଜଣିଆ ଟିମ୍‌ ଗଠନ କରାଯାଇଛି। ଅତିରିକ୍ତ ଡିସିପି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ ହୋଇଛି। ସ୍ବତନ୍ତ୍ର ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?