ରାଜ୍ୟ

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୦ରୁ ଊର୍ଦ୍ଧ୍ୱ ଆହତ

ଖୋର୍ଦ୍ଧା ଅଫିସ,୩ା୭: ଖୋର୍ଦ୍ଧା ବାଘମାରୀ-ସିମୋର ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଉକ୍ତ ବସ୍‌ଟି ବାଙ୍କୀରୁ ଭୁବନେଶ୍ୱର ଆସୁଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାନୁସାରେ, ଲିଙ୍ଗରାଜ ନାମକ ଘରୋଇ ବସ୍‌…

ପୁଣି ଡରାଇଲା କରୋନା: ରାଜ୍ୟରେ ୩୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୦୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୪…

ବିଜେବି କଲେଜ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌ରେ ଲେଖାଅଛି ଏମିତି କିଛି…

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀର ପ୍ରତିଷ୍ଠିତ ବିଜେବି କଲେଜର ଜଣେ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏଠାରେ ରାଗିଂ କରାଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଛାତ୍ରୀ ନିବାସରେ ରୁଚିକା ମହାନ୍ତି ନାମକ ଜଣେ ଛାତ୍ରୀଙ୍କୁ ରାଗିଂ କରାଯାଉଥିବାରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୪ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨ା୭(ବ୍ୟୁରୋ): ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ କେତେକ ସ୍ଥାନରେ…

‘ଲୋକଙ୍କ ଜୀବନ ରକ୍ଷା କରିବା ମୋ କାମ’

କୋକସରା,୨ା୭(ଡି.ଏନ୍‌.ଏ.): ବିଷାକ୍ତ ସାପ ହେଉ ଅବା ଅଜଗର ସମସ୍ତ ପ୍ରକାର ସାପକୁ କାବୁ କରିବା ତାଙ୍କର ନିତିଦିନିଆ କାମ । ନିଶା ହେଉ ଅବା ପେସା ପ୍ରତିଦିନ ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରୁ ତାଙ୍କ ନିକଟକୁ ଫୋନ୍‌ ଆସେ। ଶୀଘ୍ର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୦,୦୪୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବଜେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୨ା୭(ବ୍ୟୁରୋ.): ଆଜି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍‌ ଉପସ୍ଥାପିତ ହୋଇଛି। ଏହି ବଜେଟ୍‌କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହା ଏକ ପ୍ରଗତିଶୀଳ, ଗରିବ-ସମର୍ଥକ ଏବଂ ବିକାଶମୂଳକ ଆଧାରିତ ବଜେଟ୍‌ ଅଟେ।…

ବିଜେବି କଲେଜ ହଷ୍ଟେଲରୁ ମିଳିଲା +୩ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ୱର,୨।୭(ବ୍ୟୁରୋ): ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହ ଶନିବାର କମିଶନରେଟ ପୋଲିସ ଜବତ କରିଛି। ସେ ଆତ୍ମହତ୍ୟା କରିଛନ୍ତି କି ନା ତାହା ଜଣାପଡ଼ି ନ ଥିବା…

ଆଗତ ହେଲା ବଜେଟ୍‌, ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଶନିବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ତେବେ ଜାଣନ୍ତୁ…

ଫେରିଲା କଟକଣା: କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ ଅଫିସ,୨।୭: କଟକରେ ବାଧ୍ୟତାମୂଳକ ହେଲା ମାସ୍କ। କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ(ସିଏମ୍‌ସି)। ନିର୍ଦ୍ଦେଶନାମା ଅନୁଯାୟୀ କଟକରେ ରହୁଥିବା ଏବଂ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ଏହାଛଡ଼ା ବାହାରକୁ…

୧୦ ରୁ ୧୫ ଦିନ ମଧ୍ୟରେ ବଢ଼ିବ ସଂକ୍ରମଣ, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ରାଜ୍ୟରେ ୧୦-୧୫ ଦିନ ମଧ୍ୟରେ ଅଧିକ ମାତ୍ରାରେ ସଂକ୍ରମଣ ବଢ଼ିପାରେ । କାଲି ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ କରାଯାଇଛି । ଯଦି…

ବଜ୍ରପାତରେ ୩ ଗୁରୁତର

ପାପଡ଼ାହାଣ୍ଡି,୨ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକର ଦୁଇଟି ସ୍ଥାନରେ ଶନିବାର ବଜ୍ରପାତ ଘଟି ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାତ୍ରୀ ପଞ୍ଚାୟତ ଜବାଗୁଡ଼ା ଗ୍ରାମର ରବି ଚନ୍ଦ୍ର ଯାନୀ (୯) ଓ ତୁମ୍ବର୍ଲା ପଞ୍ଚାୟତ ଗୋବର୍ଲା ଗ୍ରାମର ବୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?