କୋଭିଡ କଟକଣା ଭିତରେ ଯାତ୍ରା, ଅପେରା, ମେଲୋଡିକୁ ମିଳିଲା ଅନୁମତି
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ କଟକଣା ଭିତରେ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ପାଇଁ ସରକାର ଅନୁମତି ଦେଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏସ୍ଆରସିଙ୍କ ପକ୍ଷରୁ ନୂଆ ଗାଇଡଲାଇନ ଜାରି ହୋଇଛି । ଶନିବାର ଠାରୁ ନୂଆ...
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ଆଜି ପ୍ରକାଶ ପାଇବ ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ
ଭୁବନେଶ୍ବର,୨୦।୧୧(ବ୍ୟୁରୋ): ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିନ ୧୧ଟା ରେଜଲ୍ଟ ପ୍ରକାଶ କରାଯିବ। ପରୀକ୍ଷାର୍ଥୀମାନେ www. orissaresults.nic.in ୱେବସାଇଟରେ ନିଜର ରେଜଲ୍ଟ ଦେଖିପାରିବେ । ଏ ନେଇ ଉଚ୍ଚ...
ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ
ନାଉଗାଁ,୧୯ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକରେ କେନ୍ଦ୍ର ଆଦିବାସୀ, ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣାରେ ପୋଲିସ ୪ ଜଣଙ୍କ ନାମରେ ମିଥ୍ୟା ମାମଲା ରୁଜୁ କରି ରାଜ୍ୟ ଛାତ୍ର କଂଗ୍ରେସ ଉପ ସଭାପତି ପ୍ରୀତମ ପରିଜାଙ୍କୁ ଗିରଫ କରିଛି...
‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’
ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅଧ୍ୟକ୍ଷ ପି.ଏଲ ହାରାନ୍ଧ ଯୋଗ ଦେଇଥିଲେ। ପାରମ୍ପରିକ ରୀତିନୀତି...
ନୌବାଣିଜ୍ୟ ସହ ସାଂସ୍କୃତିକ ମିଳନ ହେଉଥିଲା
କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲାର ନୌବାଣିଜ୍ୟ ପରମ୍ପରା ପ୍ରାଚୀନ। ସାଧବ ପୁଅ କନିକା ଉପସାଗରରୁ ବାଲି, ସିଂହଳ, ଜାଭା ଆଦି ଦେଶକୁ ଯାଇ ବ୍ୟବସାୟ କରୁଥିଲେ। ଏହା ବ୍ୟବସାୟ ମଧ୍ୟରେ ସୀମିତ ନ ରହି ସାଂସ୍କୃତିକ ମିଳନ ହେଉଥିଲା।...
କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ଶୂନ
ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା ରଗଡ଼ିସ୍ଥିତ ସରକାରୀ ପଲିଟେକନିକର ୯୭ ଛାତ୍ରୀଛାତ୍ର ୨୦୨୦-୨୧ ବର୍ଷରେ ରାଜ୍ୟର ବିଭିନ୍ନ ଶିଳ୍ପାନୁଷ୍ଠାନରେ ନିଯୁକ୍ତି ପାଇଛନ୍ତି। କିନ୍ତୁ ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ କାହାରିକୁ ନିଯୁକ୍ତି ଦେଇପାରିନାହିଁ। ଅନୁଗୋଳ ଜିଲାସ୍ଥିତ ଟାଟା ଷ୍ଟିଲ ଭୂଷଣ ଲିଃରେ...
ଯୁବକଙ୍କ ପତ୍ତା ପାଉନି ପୋଲିସ
ଖୋର୍ଦ୍ଧା ଅଫିସ,୨୦।୧୧: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କୁମ୍ଭିଲୋ ଗ୍ରାମର ସନ୍ତୋଷ କୁମାର ବେହେରା ଓରଫ ରାଜା(୨୫)ଗାଈ ଚରାଇବାକୁ ଯାଇ ଅକ୍ଟୋବର ୨୪ରୁ ନିଖୋଜ ଅଛନ୍ତି। ଘଟଣାକୁ ୨୬ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ନିରୁଦ୍ଦିଷ୍ଟଙ୍କ ପୋଷ୍ଟର ମାରିବା ସହ ମାମଲା...
ନନ୍ଦନକାନନରେ ପୁଣି ଗଡ଼ିଲା ଶିଶୁ ରେଳଗାଡ଼ି
ବାରଙ୍ଗ,୨୦।୧୧(ଡି.ଏନ୍.ଏ.): ବହୁ ବିଭ୍ରାଟ ପରେ ଶୁକ୍ରବାର ନନ୍ଦନକାନନରେ ଶିଶୁ ରେଳଗାଡି(ଟୟ ଟ୍ରେନ) ପୁଣି ଚାଲିିଛି। ଶେଷ ଟ୍ରିପ୍ ପର୍ଯ୍ୟନ୍ତ ଠିକ୍ ଭାବେ ଚାଲିଥିବା ବେଳେ କୌଣସି ତ୍ରୁଟି ଦେଖାଦେଇ ନ ଥିଲା। ତେବେ ଶିଶୁ ରେଳଗାଡ଼ି ୬ଟି ଟ୍ରିପ୍ କରିଥିବାବେଳେ...
ଭିତର ରତ୍ନଭଣ୍ଡାର ଚାବିକୁ ନେଇ ହଟୁନି ଦ୍ୱନ୍ଦ୍ୱ
ପୁରୀ ଅଫିସ,୨୦।୧୧: ରତ୍ନଭଣ୍ଡାରକୁ ନେଇ ନୂଆ ବିବାଦ ଦେଖାଦେଇଛି। ପୂର୍ବରୁ ରତ୍ନଭଣ୍ଡାର ଚାବି ଘଟଣାରେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକଳାପ ଉପରେ ସାଧାରଣରେ ଅନେକ ପ୍ରଶ୍ନ ଉଠିସାରିଥିବା ବେଳେ ଶୁକ୍ରବାର ଏକ ସୂଚନା ଅଧିକାର ରିପୋର୍ଟ ଏହି...
କିନ୍ନର ମେଘନାଙ୍କ ସଂଘର୍ଷ କଥା କହିବ ‘ଟି’
ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର ‘ଟି’। ମେଘନା କିଭଳି ଛୋଟବେଳୁ ଅବହେଳା ଓ ଘୃଣାର ଶିକାର ହୋଇଥିଲେ, କେଉଁ...
ଭିମ୍ସାରରେ ୧୧୫ ସ୍ଥାୟୀ ଡାକ୍ତର ପଦ ଖାଲି
ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ ପଦକ୍ଷେପ ନେବା ବଦଳରେ ସରକାରଙ୍କ ପାଖକୁ ନିଯୁକ୍ତି ବାବଦରେ ଥିବା କେତେକ ସମସ୍ୟା...
Archives


