ପ୍ରାରମ୍ଭିକ ଅବସ୍ଥାରେ କଲୋନ କ୍ୟାନ୍ସର ଚିହ୍ନଟ କଲେ ଡା. ଆଶୁତୋଷ
ଭୁବନେଶ୍ୱର,୨୧।୪ (ବ୍ୟୁରୋ): ଶହୀଦନଗରସ୍ଥିତ ସାଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ଓ ଲିଭର୍ ସାଇନ୍ସର ପ୍ରତିଷ୍ଠାତା ଡା. ଆଶୁତୋଷ ମହାପାତ୍ରଙ୍କ ପ୍ରଚେଷ୍ଟା ଦ୍ୱାରା କଲୋନ କ୍ୟାନ୍ସର ବା ବଦନ୍ତ କର୍କଟକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇଛି। ଜଣେ ୫୬ବର୍ଷର ବ୍ୟକ୍ତି ପେଟ ସମସ୍ୟା…
ପ୍ରଦୂଷଣ ଯୋଗୁ ହ୍ରାସପାଉଛି କାଜୁବାଦାମ ଉତ୍ପାଦନ
ମହାକାଳପଡ଼ା ,୨୧ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତିଘର, ରାମନଗର ଆଦି ଅଞ୍ଚଳରେ ପ୍ରଦୂଷଣ ବଢିବାରେ ଲାଗିଛି। ଫଳରେ ଜଙ୍ଗଲରେ କାଜୁବାଦାମ ଫଳ ଯଥେଷ୍ଟ ପରିମାଣରେ ଉତ୍ପାଦନ ହ୍ରାସ ପାଉଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ,…
୭ ନଦୀ,୨୭ ନାଳବନ୍ଧ ଅସୁରକ୍ଷିତ
କେନ୍ଦ୍ରାପଡ଼ା ଅଫିସ,୨୧ା୪: ଗତ ସପ୍ତାହରେ ଜଳସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀବନ୍ଧର ସର୍ବେକ୍ଷଣ ହୋଇଛି । ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ସହିତ ଜିଲା ଅଧିକାରୀ ମିଳିତ ଅନୁଧ୍ୟାନ କରି ଦୁର୍ବଳ ସ୍ଥାନ ଚିହ୍ନଟ କରିଛନ୍ତି । ଲୁଣା ତଟବନ୍ଧର…
ମଦଦୋକାନୀଙ୍କ ଉପରେ ଅଙ୍କୁଶ ରହୁନି, ଦିବାଲୋକରେ ଗ୍ରାହକଙ୍କୁ ଲୁଟୁଛନ୍ତି
ଜଗତ୍ସିଂହପୁର ଅଫିସ, ୨୧।୪: ଜଗତ୍ସିଂହପୁର ଜିଲାରେ ମଦ ଦୋକାନୀମାନଙ୍କ ଉପରେ ପ୍ରଶାସନର ଅଙ୍କୁଶ ରହୁନି। ଅନେକ ଦୋକାନୀ ଦିବାଲୋକରେ ଗ୍ରାହକଙ୍କୁ ଲୁଟୁଛନ୍ତି। ସରକାରୀ ନିୟମକାନୁନକୁ ଦୋକାନୀମାନେ ଦଳି ମକଚି ଚୋରା ଚାଲଣ ଚଳାଇଛନ୍ତି। ଏ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ…
ଜଣେ ଏସିପି, ୭ ଇନ୍ସପେକ୍ଟର, ୪୪ ଏସ୍ଆଇ, ୪ ଏଏସ୍ଆଇଙ୍କ ବଦଳି
କଟକ ଅଫିସ,୨୧ା୪: କମିଶନରେଟ୍ ପୋଲିସରେ ବୁଧବାର ଜଣେ ଏସିପିଙ୍କ ସମେତ ୭ ଇନ୍ସପେକ୍ଟର, ୪୪ ସବ୍ଇନ୍ସପେକ୍ଟର ଓ ୪ ଜଣ ଆସିଷ୍ଟାଣ୍ଟ ସବ୍ଇନ୍ସପେକ୍ଟରଙ୍କ ବଦଳି କମିଶନରେଟ ପୋଲିସ ମଧ୍ୟରେ କରାଯାଇଛି। ବିଭିନ୍ନ ଥାନାରେ ଖାଲି ପଡ଼ିଥିବା ପଦବୀ, ପ୍ରଶାସନିକ ଆବଶ୍ୟକତା ଓ…
‘ଅଦ୍ୱିକା ଆପ୍’ ମାଧ୍ୟମରେ ଜୀବନକୌଶଳ ଶିକ୍ଷା
ଭୁବନେଶ୍ୱର, ୨୧।୪(ବ୍ୟୁରୋ):ବାଲ୍ୟ ବିବାହ ରୋକିବା ପାଇଁ ରାଜ୍ୟ ସରକାରଙ୍କ ‘ଅଦ୍ୱିକା’ କାର୍ଯ୍ୟକ୍ରମକୁ ଅଧିକ ସୁଗମ ଓ ସାର୍ବଜନୀନ କରିବା ଲାଗି ପ୍ରସ୍ତୁତ ହୋଇଛି ‘ଅଦ୍ୱିକା ଆପ୍’। ବୁଧବାର ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ…
ସ୍କୁଲ ପିଲାଙ୍କୁ ନେଉଛି ଅନ୍ଫିଟ୍ ଯାନ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଯାନଗୁଡିକୁ ଯାଞ୍ଚ କରାଯାଉଛି। ଏ ନେଇ ବିଭାଗ ପକ୍ଷରୁ ସପ୍ତାହେ ବ୍ୟାପୀ ସ୍ବତନ୍ତ୍ର ଡ୍ରାଇଭ୍ ଆରମ୍ଭ କରାଯାଇଛି। ତେବେ ପିଲାମାନଙ୍କୁ ନେଉଥିବା ଯାନଗୁଡିକ ମଧ୍ୟରୁ ଅଧିକାଂଶ ଅନ୍ଫିଟ୍…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର
ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍ ସିନିୟର ଡିଭିଜନ୍ଙ୍କ କୋର୍ଟରେ ମକଦ୍ଦମା ଦାଏର ହୋଇଛି। ଆମ୍ସାର୍ ଆକ୍ଟ-୧୯୫୮ର ଉଲ୍ଲଂଘନ କରି ରାଜ୍ୟ ସରକାର,…
ପୁଣି ଘାରିଲା କରୋନା ଭୟ: କୋଭିଡ୍ ନିୟମ ପାଳିବାକୁ ଜିଲାପାଳଙ୍କୁ ଚିଠି
ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ ପୁଣି କରୋନା ବ୍ୟାପିବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ ପରି ଅନେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଓଡ଼ିଶାରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟରେ ସର୍ଭେଲାନ୍ସ ଜାରି ରଖିବା ସହ ସତର୍କ…
ଲାଞ୍ଚ ନେବା ଘଟଣା: କୋର୍ଟ ଚାଲାଣବେଳେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଜନସ୍ବାସ୍ଥ୍ୟ ଅଧିକାରୀ
ବରଗଡ଼ ଅଫିସ,୨୦ା୪: ଲାଞ୍ଚ ନେବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ବୁଧବାର ପୂର୍ବାହ୍ନରେ ସମ୍ବଲପୁର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଚ୍ଚ ରକ୍ତଚାପ ଯୋଗୁ ଡା.…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୬୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଜେଲ ପାଇଖାନା ସୁବ୍ୟସ୍ଥିତ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୨୦।୪: ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ଜେଲରେ ଥିବା ପାଇଖାନାଗୁଡିକ ସୁବ୍ୟବସ୍ଥିତ କରିବାକୁ ଓଡିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶର ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆସନ୍ତା ୩୦ ତାରିଖରେ ଜିଲା ଆଇନସେବା ଅଧିକାରୀ…
Archives


