ଗାଙ୍ଗପୁର ଥାନାକୁ ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଆୱାର୍ଡ
ଭଞ୍ଜନଗର/ଛତ୍ରପୁର,୧୯।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅଧୀନ ଗାଙ୍ଗପୁର ଥାନା ଦେଶର ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି। ଭାରତ ସରକାରଙ୍କ ଗୃହ ବ୍ୟାପାର ମନ୍ତ୍ରାଣାଳୟ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ଅନୁଷ୍ଠିତ ସର୍ବ ଭାରତୀୟସ୍ତରୀୟ ଡିଜିପି...
ପ୍ରେମିକଙ୍କ ପାଇଁ ବିଷ ପିଇଲେ ଯୁବତୀ
ଗୋପାଳପୁର,୧୯ା୧୧(ଡି.ଏନ୍.ଏ.): ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ଭଲ ପାଉଥିବା ଜାଣି ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳରେ। ସୂଚନା ଅନୁଯାୟୀ ଗୋଳନ୍ଥରା ଥାନା ଅଞ୍ଚଳର ଜୈନିକ ଯୁବତୀ ଅଞ୍ଚଳର...
ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍ଥ କାର୍ଡ
ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ଯୋଗ ଦେଇ ସ୍ମାର୍ଟ ହେଲ୍ଥ କାର୍ଡ...
କୃଷି ଆଇନ ପ୍ରତ୍ୟାହାର ସ୍ବାଗତଯୋଗ୍ୟ ପଦକ୍ଷେପ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ୩ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି । ସେ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ଅତ୍ୟନ୍ତ ସ୍ବାଗତ୍ୟନ୍ଯୋଗ୍ୟ । ବିଜେଡି ସର୍ବଦା କୃଷକଙ୍କ ହିତରେ ରହିଛି ଓ ରହିଥିବ। ପୂର୍ବରୁ ବିଜେଡି ସରକାର...
ଝାରସୁଗୁଡ଼ା ପୌରାଞ୍ଚଳରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ଼ ବଣ୍ଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୧୯।୧୧: ପୌରାଞ୍ଚଳ ସରବାହାଲଠାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ଼ ବଣ୍ଟନ କରିଛନ୍ତି। ପୌରାଞ୍ଚଳର କେହି ଜଣେ ମଧ୍ୟ ବିଜୁ ସ୍ବାସ୍ଥ୍ୟ ଯୋଜନାରୁ ବଞ୍ଚିତ ରହିବେ ନାହିଁ ଏବଂ ସମସ୍ତଙ୍କୁ ଏହି ଯୋଜନାରେ ସାମିଲ...
ଭାଜପାରେ ଯୋଗଦେଲେ ସଞ୍ଜୀବ ସାହୁ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପରସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି...
ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା ବେଳେ...
ବନ୍ଧାହେଲେ କୋଟିପତି ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କୋଟିପତି ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ଋଷିନାଥଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଋଷିନାଥଙ୍କ ଘର...
ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆଜି ଯୁକ୍ତ ଦୁଇ ଅଫ୍ଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ । ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚ୍ଏସ୍ଇର ଅନୁସାରେ, www.orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ...
ସୋମବାର ଖୋଲିବ ବାବା ଆଖଣ୍ଡଳମଣି ମନ୍ଦିର
ଆରଡ଼ି,୧୯ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ (ସୋମବାର) ଖୋଲିବାକୁ ଯାଉଛି । ଏ ସଂକ୍ରାନ୍ତରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ନିଷ୍ପତ୍ତି ଅନୁସାରେ...
ପାଇପ ଜଳ ଯୋଗାଣ ପ୍ରକଳ୍ପ: ଖର୍ଚ୍ଚ ଅଧିକ, କାମ କମ୍
ଯାଜପୁର ଅଫିସ,୧୯ା୧୧: ଯାଜପୁର ଜିଲାରେ ଗ୍ରାମାଞ୍ଚଳକୁ ପାଇପ୍ ଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନାରେ ଗତ ୨ ଆର୍ଥିକ ବର୍ଷର ଅକ୍ଟୋବର ସୁଦ୍ଧା ୬୪୪.୧୩ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ସେଥିମଧ୍ୟରୁ ଓଏମ୍ବିଏଡିସି (ଓଡିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ...
ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି
ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ ବିନାଶକୁ ବରଣ କରିଛି। ସାମ୍ପ୍ରତିକ ସମାଜର ବହୁବିଧ ସମସ୍ୟାରୁ ମୁକ୍ତି ନିମନ୍ତେ ଅରଣ୍ୟ...
Archives


