ଜାତୀୟ ସ୍ତରରେ ଚମକିଲେ କୁନି ପ୍ରତିଭା ଏଫ୍ରାତା, ଶହଶହ ପ୍ରତିଯୋଗୀଙ୍କୁ ପଛରେ ପକାଇ…
ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ପୁଣିଥରେ ଜାତୀୟ ମଞ୍ଚରେ ଗୌରବ ଆଣିଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାର କୁନି ମଡେଲ ଏଫ୍ରାତା ଜୋଏଲ। ଦେଶର ପ୍ରତିଷ୍ଠିତ ରିଆଲିଟି ଶୋ ’ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ୍’ର ସୁପର ମଡେଲ କ୍ୟାଟେଗୋରୀରେ ସେ ନିଜର ସ୍ଥାନ ପକ୍କା କରିଛନ୍ତି।…
ରାସ୍ତାରେ ଆସୁଆସୁ ହଠାତ୍ ଓଲଟି ପଡ଼ିଲା ମେଲୋଡ଼ି ଗାଡ଼ି, ଭିତରେ ଥିଲେ ୩୦ କଳାକାର
ବଲାଙ୍ଗୀର/ସଇଁତଳା,୨୬ା୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ରବିବାର ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୬ କନ୍ଧକେଲ ଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ମେଲୋଡ଼ି ଗାଡ଼ି ରାସ୍ତାରେ ଆସୁଥିବା ବେଳେ କୌଣସି କାରଣରୁ ହଠାତ୍ ରାସ୍ତା ଉପରେ…
ଯାତ୍ରୀ ପ୍ରତୀକ୍ଷାଳୟରେ ପାନୀୟଜଳ ପ୍ରକଳ୍ପ ଅଚଳ, ଛାତରେ ଝୁଲୁଛି ଅକାମୀ ପଙ୍ଖା, ଆଶ୍ରୟ ନେବା ପାଇଁ…
ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ତାତି ବଢ଼ୁଛି। ଗ୍ରୀଷ୍ମ ପ୍ରବାହ ସହିତ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ସ୍ଥିତିରେ ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ସରକାରୀ ବସଷ୍ଟାଣ୍ଡରେ ସର୍ବନିମ୍ନ ମୌଳିକ ସେବା ଅପହଞ୍ଚ ହୋଇପଡ଼ିଛି। ଏଠାରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ନିତିଦିନିଆ ଘଟଣା ହୋଇପଡ଼ିଛି।…
ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା, ଭୁଲ ଇଞ୍ଜେକ୍ସନ ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ, ରାସ୍ତାରୋକୋ…
ବାସୁଦେବପୁର,୨୬।୪(କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାରେ ଅବହେଳା ଯୋଗୁ ଜଣେ ୧୪ ବର୍ଷର ନାବାଳକର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ନାବାଳକ ଜଣକ ହେଲେ ପଦ୍ମପୁର ପଞ୍ଚାୟତ…
ଶ୍ବଶୁର-ଜ୍ୱାଇଁ ମୃତ୍ୟୁକୁ ନେଇ ବଢ଼ୁଛି ସନ୍ଦେହ: ଜମି ବିବାଦ ଚର୍ଚ୍ଚା, ଘଟଣାକୁ ହାଲୁକା ନ ନେଇ ତଦନ୍ତ ଦାବି
କେସିଙ୍ଗା,୨୬।୪ (ତୁମେଶ୍ୱର ସାହୁ): ଜ୍ୱାଇଁ ଓ ଶ୍ବଶୁରର ମୃତ୍ୟୁକୁ ନେଇ ପରିବାର ଲୋକେ ଜିଆରପିଙ୍କୁ ତଦନ୍ତ ପାଇଁ ଦୃଢ଼ ଦାବି କରିଛନ୍ତି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କିକିଆ ଗ୍ରାମର ସୁଦାମ ନାଏକ(୬୫) ଓ ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅଧୀନ…
କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ
ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଘର ନିକଟ…
ଫେଡ଼ାଣ ଭୁଲ କରିଦେଲେ ହାଟଡିହୀ ବିଡିଓ
ହାଟଡିହୀ/ଛେନାପଦୀ,୨୫l୪(ଶୁଭକାନ୍ତ ନାୟକ/ନିରାକାର ପରିଡା): ଜଣେ ଓଏଏସ୍ ଅଧିକାରୀ ସରକାରୀ ଅନୁଦାନର ବିନିଯୋଗ ପ୍ରମାଣ ପତ୍ର (ୟୁସି/ୟୁଟିଲାଇଜେସନ ସାର୍ଟିଫିକେଟ) ଦେବା ବେଳେ ଫେଡ଼ାଣ ଭୁଲ କରିଦେଇଛନ୍ତି । ଯାହାକି ଏବେ ନଜରକୁ ଆସିଛି । କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଦସ୍ତଖତ…
ପାନୀୟ ଜଳ ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା
ପୁରୁଷୋତ୍ତମପୁର,୨୫ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ପାନୀୟ ଜଳ ଲାଗି ମହିଳାମାନେ ଶନିବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ପାଣି ଯୋଗାଇଦେବାକୁ ଦାବିକରି ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାକୁ ଦୁଇଘଣ୍ଟା ଧରି ଅବରୋଧ କରି ଧାରଣା ଦେଇଥଲେ। ଯାହା ଦ୍ବାରା ରାସ୍ତାରେ…
କଟକରେ ବାଇକ୍କୁ ଧକ୍କା ଦେଲା ଆମ ବସ୍, ୨ ଗୁରୁତର ଏସ୍ସିବି ମେଡିକାଲ୍ରେ ଭର୍ତ୍ତି
କଟକ,୨୫ା୪(ପ୍ରଭୁକଲ୍ୟାଣ ପାଲ୍): କଟକରେ ଆମ ବସ୍ ଦୁର୍ଘଟଣା । କ୍ୟାଣ୍ଟନମେଣ୍ଟ ରୋଡ୍ରେ ବାଇକ୍କୁ ଧକ୍କା ଦେଲା ଆମ ବସ୍ । ବସ୍ ଧକ୍କାରେ ସ୍ୱାମୀ ଓ ସ୍ତ୍ରୀ ଗୁରୁତର ହୋଇଥିବା ନେଇ ସୂଚନା ରହିଛି । ସୂଚନା ଅନୁସାରେ, କ୍ୟାଣ୍ଟନମେଣ୍ଟ ରୋଡରେ…
ତାମ୍ପରା ହ୍ରଦ ବୁଲି ଦେଖିଲେ ଉପମୁଖ୍ୟମନ୍ତ୍ରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ…
ଛତ୍ରପୁର,୨୫।୪(ଦିଲ୍ଲୀପ ସାମଲ): ଦୁଇ ଦିନିଆ ଗଞ୍ଜାମ ଜିଲା ଗ୍ରସ୍ତରେ ଆସିଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ଛତ୍ରପୁର ନିକଟ ତାମ୍ପରା ହ୍ରଦ ପରିଦର୍ଶନ କରିଥିଲେ । ତାମ୍ପରାର ପୁନଃରୁଦ୍ଧାର, ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ନିମନ୍ତେ ନୂତନ ପୁଞ୍ଜିନିବେଶକାରୀମାନଙ୍କୁ ନିମନ୍ତ୍ରଣ କରିବା,…
ମହିଳାଙ୍କ ଉପରେ ବୃଦ୍ଧି ପାଉଛି ଅତ୍ୟାଚାର, ସୁରକ୍ଷା ଦାବିରେ…
କୋରାପୁଟ,୨୫ା୪(ଅମିତାଭ ବେହେରା): ମହିଳାଙ୍କ ଉପରେ ବୃଦ୍ଧି ପାଉଥିବା ଅତ୍ୟାଚାର ଓ ଅସୁରକ୍ଷିତ ପ୍ରତିବାଦରେ କୋରାପୁଟ ସହରରେ ଏକ ବିଶାଳ ଜନ-ଆକ୍ରୋଶ ରାଲି ଆୟୋଜିତ ହୋଇଛି। କୋରାପୁଟସ୍ଥିତ ଟାଉନହଲଠାରୁ ବିଭିନ୍ନ ସଂଗଠନର ଶତାଧିକ ମହିଳା ଏଥିରେ ଯୋଗଦେଇ ହାତରେ ପ୍ଲାକାର୍ଡ ଧରି ନାରୀ…
ଦେବଗଡ଼ରେ ବିକାଶମୂଳକ ଭିତ୍ତିଭୂମି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଧର୍ମେନ୍ଦ୍ର
ଦେବଗଡ଼,୨୫ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଗସ୍ତରେ ଆସି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାରତ ସରକାର ତଥା ସମ୍ବଲପୁର ଲୋକ ସଭା ଏମ୍ପି ଧର୍ମେନ୍ଦ୍ର ପ୍ରଧାନ, ଗ୍ରାମ୍ୟଉନ୍ନୟନ, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ବିଧାୟକ ରୋମାଞ୍ଚ ରଞ୍ଜନ ବିଶାଳ ଶନିବାର ନୂତନ କେନ୍ଦ୍ରୀୟ ବିଦ୍ୟାଳୟ,…

