ବଦଳିଲେ ତଦନ୍ତକାରୀ ଅଧିକାରୀ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ହାଜତ ମୃତ୍ୟୁ ମାମଲାରେ ଏସ୍ଆଇ ଏସ. କେ. ବେହେରାଙ୍କର ବଦଳି ହୋଇଛି। ତାଙ୍କ ସ୍ଥାନରେ ଜଣେ ଇନ୍ସପେକ୍ଟର ର଼୍ୟାଙ୍କର ଅଧିକାରୀ ତଦନ୍ତ କରିବେ। ପୋଷ୍ଟମଟର୍ମ ରିପୋର୍ଟ ସହ କେଉଁ ପରିସ୍ଥିତିରେ ସେ ଆସିଲେ କେତେବେଳେ ଅସୁସ୍ଥ…
୨ କୋକେନ ମାଫିଆଙ୍କୁ ରିମାଣ୍ଡରେ ନେଲା ଏସଟିଏଫ୍
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜଧାନୀରୁ ଗିରଫ ୨ କୋକେନ ମାଫିଆଙ୍କୁ ମଙ୍ଗଳବାର ଏସଟିଏଫ୍ କ୍ରାଇମବ୍ରାଞ୍ଚ ଟିମ୍ ୪ ଦିନ ରିମାଣ୍ଡରେ ନେଇଛି। ୫ ଦିନ ରିମାଣ୍ଡ ପାଇଁ ଆବେଦନ ହୋଇଥିବା ବେଳେ ଜିଲା ସେସନ କୋର୍ଟ ୪ ଦିନ ପାଇଁ ଅନୁମତି ଦେଇଛନ୍ତି। ଅଭିଯୁକ୍ତ…
କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି, ଉପକୃତ ହେବେ ୮ ଲକ୍ଷ ତୋଳାଳି
ଭୁବନେଶ୍ୱର,୧୯।୪(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି କରିବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହୋଇପାରିବେ। ଏପରି କି ରାଜ୍ୟର କେନ୍ଦୁପତ୍ର ତୋଳାଳିଙ୍କ ୨୪୦ କୋଟି…
‘ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା’
ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ। ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଛି, ଭିଡ଼ ସ୍ଥାନକୁ ଗଲେ ମାସ୍କ ଜରୁରୀ ବୋଲି…
୩ କନଷ୍ଟେବଳ ନିଲମ୍ବିତ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଓଭର ବିଲିଂ ଅଭିଯୋଗରେ ୩ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ୩ କନଷ୍ଟେବଳ ହେଲେ ସୀମାଞ୍ଚଳ ସେଠୀ, ଅଜିତ ଧଳ ଓ ରଞ୍ଜିତ ସ୍ବାଇଁ । ପଞ୍ଚାୟତ ନିର୍ବାଚନ ସମୟରେ ଡିଜେଲ ଓଭର ବିଲିଂ ଅଭିଯୋଗରେ ସମ୍ବଲପୁର ଏସ୍ପି ଏଭଳି…
ବଢିବ ଓମ୍ଫେଡ ଦର
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଓମ୍ଫେଡ କ୍ଷୀର ଦର ବୃଦ୍ଧି ପାଇବ । ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ ଦାମ…
ମାହାଙ୍ଗା ଗଣହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ
ମାହାଙ୍ଗା,୧୯।୪(ସ୍ବ.ପ୍ର.): ମାହାଙ୍ଗା ଗଣହତ୍ୟା ମାମଲାରେ ମଙ୍ଗଳବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ରିପୋର୍ଟରେ ବିଷକ୍ରିୟା ନେଇ କୌଣସି ସୂଚନା ନାହିଁ। ଏ ନେଇ କଟକ ଗ୍ରାମାଞ୍ଚଳ ଥାନା ପୋଲିସ ସୂଚନା ଦେଇଛି।…
ମେ ୧୨ରେ ପରିବାର ଅଦାଲତରେ ହାଜର ହେବେ ସୁମିତ-ତପସ୍ବିନୀ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ବ୍ରହ୍ମାନଗର ତପସ୍ବିନୀ ଦାଶ ଓ ଡାକ୍ତର ସୁମିତ ସାହୁଙ୍କ ବିବାଦ ସମାଧାନ ହୋଇନାହିଁ । କୋର୍ଟ ନିର୍ଦ୍ଦେଶ ପ୍ରକାରେ ତପସ୍ବିନୀଙ୍କୁ ସୁମିତ ମାସିକ ୧୦ ହଜାର ଟଙ୍କା ଭରଣ ପୋଷଣ ଦେଉଛନ୍ତି । ଜିଲା କୋର୍ଟ ନିର୍ଦ୍ଦେଶ…
ବେଲାଦୁଲାରୁ ଦୂର ହେଉଛି ଅନ୍ଧବିଶ୍ୱାସ
ବଇଣ୍ଡା,୧୯।୪(ଡି.ଏନ.ଏ.) ଦୀର୍ଘବର୍ଷ ଧରି ଅନ୍ଧବିଶ୍ୱାସର ଶିକାର ହୋଇଥିବା ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ ବେଲାଦୁଲା ଗ୍ରାମରେ ଛାତଘର ନିର୍ମାଣ ହେଉ ନ ଥିଲା। ହେଲେ ଗତବର୍ଷ ପ୍ରଶାସନ ସହଯୋଗରେ ଗଁା ଲୋକଙ୍କ ମନରୁ ପୂର୍ବ ଅନ୍ଧବିଶ୍ୱାସ ଦୂର କରାଯାଇ ପ୍ରଥମ କରି…
ପାଇପ୍ ମରାମତି କଲା ପ୍ରଶାସନ
ମାଧପୁର,୧୯।୪(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳୀ ଗ୍ରାମକୁ ନିକଟସ୍ଥ କନ୍ଧପଡା ପାନୀୟ ଜଳ ପ୍ରକଳ୍ପରୁ ଯାଇଥିବା ପାଇପ୍ ଫାଟିଯିବା କାରଣରୁ ୨ ଦିନ ହେଲା ପିଇବା ପାଣି ବିଲରେ ମାଡ଼ୁଥିଲା। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।…
ଜରାଜୀର୍ଣ୍ଣ ଘରେ ଶିକ୍ଷାଦାନ
ପବିତ୍ରନଗର,୧୯।୪(ଡି.ଏନ.ଏ) ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ଗ୍ରାମର ସ୍କୁଲ ପ୍ରାଙ୍ଗଣରେ ଏକ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାୟ ୩ ବର୍ଷରୁ ଊଦ୍ଧର୍ବ ହେବ ନିର୍ମାଣ ସରିଛି। ଶିଶୁମାନଙ୍କ ନିମନ୍ତେ ସୁନ୍ଦର ଭାବେ ଚିତ୍ରଣ କରାଯିବା ସହିତ ପାଇଖାନା ଓ ପାଣି…
‘ଚାଷୀଙ୍କ ଆୟ ଦ୍ବିଗୁଣିତ କରିବ ଡ୍ରୋନ୍’
ଛେଣ୍ଡିପଦା,୧୯।୪(ସ୍ବ.ପ୍ର.) ଚାଷୀଙ୍କୁ ସହାୟକ ହେବ ଡ୍ରୋନ୍। ଡ୍ରୋନ୍ ସହାୟତାରେ ଚାଷୀ ଫସଲରେ କୀଟନାଶକ ସିଞ୍ଚନ କରି ନିଜର ସମୟ ବଞ୍ଚାଇବା ସହ ଆୟ ମଧ୍ୟ ବଢ଼ାଇପାରିବ। ଏହି ଉଦ୍ଦେଶ୍ୟ ନେଇ କେନ୍ଦ୍ର ସରକାର ୧୦୦ କିଷାନ୍ ଡ୍ରୋନ୍ର ଶୁଭାରମ୍ଭ କରିଛନ୍ତି। ଏହା…
Archives


