ଧାନ କିଣିବାକୁ ଇଣ୍ଟରାକ୍ଟିଭ ଭଏସ୍ ରେସ୍ପନ୍ସ ସିଷ୍ଟମ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଆଧାରରେ ରାଜ୍ୟର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାକୁ ଅଧିକ ଲୋକାଭିମୁଖୀ ଓ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ଇଣ୍ଟରାକ୍ଟିଭ୍ ଭଏସ୍ ରେସ୍ପନ୍ସ ସିଷ୍ଟମ(ଆଇଭିଆର୍ଏସ୍)ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ଚାଷୀମାନେ ସେମାନଙ୍କ ପଞ୍ଜୀକୃତ ମୋବାଇଲ ନମ୍ବର...
କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ
ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା ସହିତ ଗ୍ରହଣ ଆରମ୍ଭ ହେବ। ପରେ ମଧ୍ୟାହ୍ନ ୧୨ଟା ୪୮ରେ ଚନ୍ଦ୍ର ଛାୟାରେ...
ଡିଲ୍ ବେଳେ ଧରାପଡ଼ିଲେ
ବାଲିଗୁଡା/ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ୧୧ କେଜି ଓଜନର ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଏସ୍ଟିଏଫ୍ ଘଟଣାରେ ସମ୍ପୃକ୍ତ ୨ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା...
ଯୌନ କେଳେଙ୍କାରୀଙ୍କୁ ଆଜୀବନ କାରାଦଣ୍ଡ
ଭଦ୍ରକ ଅଫିସ,୧୮।୧୧: ନାବାଳିକା ଯୌନ ନିର୍ଯାତନା ମାମଲାର ବିଚାର କରି ଗୁରୁବାର ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରାଜଜ୍ ପ୍ରଣତି ଶାହା ଖଇରା ଥାନା ଘୁଷୁରିଗଡିଆ ଗ୍ରାମର ମାନସ ଜେନା(୩୮)ଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏତଦ୍ବ୍ୟତୀତ ୨୦ ହଜାର ଟଙ୍କା...
କରୋନା ଆକ୍ରାନ୍ତ ହୋଇ ବାହାରେ ବୁଲୁଛନ୍ତି ବିଧାୟକ ସୁର ରାଉତରାୟ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ବି ବାହାରେ ବୁଲୁଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ବୁଧବାର ସେ କୋଭିଡ ପଜିଟିଭ୍ ଥିବା ଜଣାପଡ଼ିଥିଲା। ହେଲେ ଗୁରୁବାର ତାଙ୍କୁ ଜୟଦେବ ଭବନ ନିକଟ ଚା’ ଖଟିରେ ଦେଖିବାକୁ ମିଳିଛି। ନୀଳ...
ମମିତା ମୃତ୍ୟୁ ମାମଲା: ଷ୍ଟାଟସ୍ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ଅଫିସ,୧୮ା୧୧: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ତଦନ୍ତ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି ହାଇକୋର୍ଟ। ତଦନ୍ତ କେତେ ଦୂର ଆଗେଇଛି ସେନେଇ ଏହି ରିପୋର୍ଟ ମାଗିଛନ୍ତି କୋର୍ଟ। ଆସନ୍ତା ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି...
ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କୋଟପତି ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସ୍ପିଏଚ୍ ଆଣ୍ଡ ଡବ୍ଲ୍ୟୁସିର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବ୍ୟାପକ ଦୁର୍ନୀତି...
ଷ୍ଟେଟ୍ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ
ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍ ଲିକ୍ ହେବା ଯୋଗୁ ନିଆଁ ଲାଗିଯାଇଥିଲା। ପରେ ଏହି ନିଆଁ ବ୍ୟାଙ୍କର ସମସ୍ତ ରୁମ୍କୁ ବ୍ୟାପି ଯାଇଥିଲା। କର୍ମଚାରୀମାନେ...
ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...
ଅପହଞ୍ଚ ଗ୍ରାମରେ ପହଞ୍ଚିବ ୪-ଜି ସେବା
ନୂଆଦିଲ୍ଲୀ,୧୮।୧୧: ଦେଶ ମଧ୍ୟରେ ଟେଲିକମ୍ ସେବା ଦ୍ରୁତଗତିରେ ଅଗ୍ରଗତି କରୁଛି। ଏବେ ମଧ୍ୟ ଅନେକ ସ୍ଥାନ ରହିଛି ଯେଉଁଠାରେ ଏହି ସେବାଠାରୁ ଲୋକ ବହୁ ଦୂରରେ ରହିଛନ୍ତି। ଉକ୍ତ ସ୍ଥାନଗୁଡ଼ିକୁ ସେବା ଯୋଗାଣ ଲକ୍ଷ୍ୟରେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ...
ଆଜି କେନ୍ଦୁଝରରେ ବିଜୁ ସ୍ମାର୍ଟ ହେଲ୍ଥ କାର୍ଡର ଶୁଭାରମ୍ଭ
ଭୁବନେଶ୍ବର,୧୮।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୃଦୁଢ କରିବାକୁ ରାଜ୍ୟ ସରକାର ରାଜ୍ୟରେ ସ୍ମାର୍ଟ ହେଲ୍ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ଲୋକଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବିତରଣ ଜାରି ରହିଛି। ତେବେ ଗୁରୁବାର କେନ୍ଦୁଝରରେ ଭର୍ଚୁଆଲ ମାଧ୍ୟମରେ ବିଜୁ ସ୍ମାର୍ଟ...
ରାଜ୍ୟରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୨୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
Archives


