ରାଜ୍ୟରୁ ସୁସ୍ଥ ହେଲେ ୧୦୯୫ କରୋନା ଆକ୍ରାନ୍ତ
ଭୁବନେଶ୍ବର,୨୧।୨(ବ୍ୟୁରୋ) : ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ହାର ଧିରେଧିରେ କମୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏଯାବତ୍ ମୋଟ୍ ୧୨ ଲକ୍ଷ ୬୯…
ନବୀନଙ୍କ ନୂଆ ଲୁକ୍: ଟ୍ରାକ୍ଶୁଟ୍ ପିନ୍ଧି ଷ୍ଟାଡିୟମରେ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କଳିଙ୍ଗ ଷ୍ଟାଡିୟମରେ ନୂଆ ଲୁକ୍ରେ ଦେଖିବାକୁ ମିଳିଛି। କଳା -ଧଳା ଟ୍ରାକ ପ୍ୟାଣ୍ଟ ଏବଂ ଟି-ଶର୍ଟ ଫିନ୍ଧି ମୁଖ୍ୟମନ୍ତ୍ରୀ ଷ୍ଟାଡିୟମକୁ ପ୍ରବେଶ କରିଥିଲେ। ସେଠାରେ ସେ ଚାଲିଥିବା ଓଡ଼ିଶା ଓମେନ୍ ଫୁଟବଲ ଲିଗ୍ ମଧ୍ୟ…
ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ ଏଏସ୍ଆଇ ଡିଜି
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଏଏସ୍ଆଇ ଡିଜି ଭି.ବିଦ୍ୟାବତୀ ଆଜି ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି । ଲିଙ୍ଗରାଜ ମନ୍ଦିର ସହିତ ଶ୍ରୀମନ୍ଦିରରେ ଜାରି ରହିଥିବା କାର୍ଯ୍ୟର ତଦାରଖ ମଧ୍ୟ କରିଛନ୍ତି । ଓଡ଼ିଶାରେ ଏଏସ୍ଆଇ ଦ୍ୱାରା ବିଭିନ୍ନ କାର୍ଯ୍ୟ ଜାରି ରହିଥିବାବେଳେ ଏହାର ତଦାରଖ…
‘ସୋନାଲୀଙ୍କୁ ଗିରଫ କଲେ ଆନ୍ଦୋଳନରୁ ହଟିବୁ’
ଭୁବନେଶ୍ୱର,୨୧।୨(ବ୍ୟୁରୋ): ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁକୁ ୨୨ ଦିନ ବିତିଲାଣି। ହେଲେ ଏବେ ବି ପୋଲିସ କୌଣସି ପଦକ୍ଷେପ ନେଇ ନ ଥିବା ସୋମ୍ୟଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ସୌମ୍ୟଙ୍କ ମୃତ୍ୟୁ ପାଇଁ ପ୍ରେମିକା ସୋନାଲି ନନ୍ଦଙ୍କୁ ଦାୟୀ କରିଥିବା…
ଜବତ ହେଲା୧ କେଜି ୨୨୭ ଗ୍ରାମ ବ୍ରାଉନ୍ ସୁଗାର, ମାଷ୍ଟ ୱାଣ୍ଟେଡ ଶିବୁ ଗିରଫ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ ମୋଷ୍ଟ ୱାଣ୍ଟେଡ ଅପରାଧୀ ଶିବୁ ଓରଫ ଶିବ ପ୍ରସାଦ ଦାସ। ୧୬ ନଂ. ଜାତୀୟ ରାଜପଥ ପାହଳ…
ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍ରେ ହେବ ମତଦାନ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ୨୨ ତାରିଖରେ ଚତୁର୍ଥ ପର୍ଯ୍ୟାୟ ପାଇଁ ହେବ ମତଦାନ । ୨୭ଟି ଜିଲାରେ ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍ରେ ଲୋକେ ମତସାବ୍ୟସ୍ତ କରିବେ । ୧୬୩ଟି ଜିଲା ପରିଷଦ ଜୋନ୍ ପାଇଁ ମତଦାନ…
ଏସ୍ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। କଟକ ତୁଳସୀପୁର ସ୍ଥିତ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନିକଟରେ ଏସ୍ପି ତ୍ରିନାଥ…
ଆଜିଠୁ ବଦଳିବ ପାଗ, ୨୪ରେ ପୁଣି ବର୍ଷା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ପ୍ରବଳ ବର୍ଷା ପରେ ଆଜିଠୁ ବଦଳିବ ପାଗ । ରାତ୍ରି ତାପମାତ୍ରା ଆଗାମୀ ୨ ରୁ ୩ ଦିନ ମଧ୍ୟରେ ୨ ରୁ ୩ ଡ଼ିଗ୍ରୀ ଯାଏ ତଳକୁ ଖସିବ । ୩ ଦିନ ପରେ…
ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯,୦୨୬କୁ ବୃଦ୍ଧି
ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି ମୃତ୍ୟୁସଂଖ୍ୟା କିନ୍ତୁ କମିବାର ନାଁ ନେଉନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ବୁଥ୍ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର
ଟିକିରି,୨୧।୨(ଡି.ଏନ୍.ଏ.)- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ରବିବାର ଭୋଟ ଗ୍ରହଣ ହୋଇଥିଲା। ଏଥିରେ ଡଙ୍ଗାସିଲ ପଞ୍ଚାୟତର ବେଲଗଛ ତୁଣ୍ଡା ପୋଲିଂ ବୁ୍ଥ୍ ପରିବର୍ତ୍ତନ ନେଇ ଦୁଇ ଗ୍ରାମର ୨ ଶହରୁ ଊର୍ଦ୍ଧ୍ୱ ଭୋଟର ଭୋଟ ବର୍ଜନ କରିଛନ୍ତି। ବଲଗଛତୁଣ୍ଡା ଏବଂ ପଣ୍ଡକାମାରି ଗ୍ରାମବାସୀ…
ଛୁରି, ଟାଙ୍ଗିଆରେ ଆକ୍ରମଣ: ଜଣେ ମୃତ, ୩ ଅଟକ
ବଡ଼ବିଲ,୨୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀସ୍ଥିତ ସିରାଜୁଦ୍ଦିନ ହଟିଂରେ ରବିବାର ରାତିରେ କୌଣସି କାରଣରୁ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ନାରଣ…
ବିଏମ୍ସି ରାସ୍ତା ନିର୍ମାଣ ବେଳେ ଅଲୋଡ଼ା ହେଲା ଚିଠି ବାକ୍ସ
ବ୍ରହ୍ମପୁର ଅଫିସ,୨୧।୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବର୍ତ୍ତମାନ ସ୍ମାର୍ଟ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଏହି ସ୍ମାର୍ଟ ରାସ୍ତା ନିର୍ମାଣ ସମୟରେ କେତେବେଳେ ଟ୍ରାଫିକ ସମସ୍ୟା ଉପୁଜୁଛି ତ ଆଉ କେତେବେଳେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଏଭଳି ଭାବେ…
Archives


