ନିର୍ମାଣ ଶ୍ରମିକଙ୍କ ଆନ୍ଦୋଳନ
ରସୁଲପୁର, ୧୮।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମହିଳା ହାଟଠାରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ଆନ୍ଦୋଳନ କରିଛନ୍ତି। କରୋନାର ସ୍ବତନ୍ତ୍ର ଆର୍ଥତ୍କ ସହାୟତାର ଦ୍ୱିତୀୟ ଦଫାରୁ ବଞ୍ଚତ୍ତ ଶ୍ରମିକ ଏହି...
ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ
ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି।...
ନିର୍ବାହୀ ଅଧିକାରୀଙ୍କୁ ତାଲା
ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ କରାଯିବା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବ୍ଲକର କର୍ମଚାରୀମାନେ ପଞ୍ଚାୟତସ୍ତରରେ ଉପସ୍ଥିତ...
ଜଙ୍ଗଲ ଜମିରୁ ଗଛ କାଟିବା ମହଙ୍ଗା ପଡ଼ିଲା
କେନ୍ଦ୍ରାପଡ଼ା ଅଫିସ, ୧୮।୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପରେ ଏକ ବଡଧରଣର ପରିବର୍ତ୍ତନ ହେବାକୁ ଯାଉଛି। ପ୍ରକଳ୍ପ ସ୍ଥାନ ଜଙ୍ଗଲ କିସମ ଦର୍ଶାଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍ଜିଟି)ରେ ହୋଇଥିବା ମାମଲା ପରେ...
ବନ୍ଦ ରହିବ ଆଖଣ୍ଡଳମଣି ମନ୍ଦିର
ଆରଡ଼ି, ୧୮।୧୧ (ଡି.ଏନ.ଏ.): ପ୍ରସିଦ୍ଧ ଶୈବପୀଠ ଭଦ୍ରକ ଜିଲାର ଆରଡ଼ିରେ କୋଭିଡ୍ କଟକଣା ଯୋଗୁ ଆସନ୍ତା ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଆଖଣ୍ଡଳମଣି ମନ୍ଦିର ବନ୍ଦ ରହିବ। ଶ୍ରଦ୍ଧାଳୁମାନେ ଦିଅଁ ଦର୍ଶନ କରିପାରିବେ ନାହିଁ। ଏଥିସହ ପବିତ୍ର ଶିବଗଙ୍ଗା ପୁଷ୍କରିଣୀରେ ଭକ୍ତମାନଙ୍କ...
ସଫେଇ କର୍ମୀଙ୍କୁ ପକ୍କାଘର ଦେବ ବିଏମ୍ସି
ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ସଫେଇକର୍ମୀଙ୍କୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ପକ୍କାଘର ମିଳିବ। ସେମାନେ ରହୁଥିବା ସ୍ଥାନକୁ ୨ ମାସ ଭିତରେ ରାସ୍ତା ଓ ଡ୍ରେନ୍ ନିର୍ମାଣ ହେବ। ସଫେଇ କର୍ମୀଙ୍କ ପିଲାଙ୍କୁ ଉନ୍ନତ ଶିକ୍ଷା ଯୋଗାଇବା ଲକ୍ଷ୍ୟରେ ନୂତନ ଅଙ୍ଗନଓ୍ବାଡ଼ି...
୧୮ରୁ ଆବେଦନ, ୨୪ରେ ମେରିଟ୍ ଲିଷ୍ଟ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଖାଲି ପଡ଼ିଥିବା ସିଟ୍ରେ ଏହି ନାମଲେଖା ହେବ। ଏଥିପାଇଁ...
ନନ୍ଦନକାନନରେ ଶିଶୁ ରେଳଗାଡ଼ି ପୁଣି ଅଚଳ
ବାରଙ୍ଗ,୧୮।୧୧(ଡି.ଏନ୍.ଏ.): ନନ୍ଦନକାନନରେ ଥିବା ପ୍ରତୀକ୍ଷିତ ଶିଶୁ ରେଳଗାଡ଼ି(ଟୟ ଟ୍ରେନ୍)ର ବିବାଦ ଥମିବାର ନଁା ଧରୁନାହିଁ। ଶିଶୁ ରେଳଗାଡ଼ି ଚାଲିବାର ଦିନକ ପରେ ପୁଣି ଅଚଳ ହୋଇପଡ଼ିଛିି। ବୁଧବାର ଶିଶୁ ରେଳଗାଡ଼ିରେ ପର୍ଯ୍ୟଟକଙ୍କୁ ନେଇ ଫେରୁଥିବାବେଳେ ଚେନରେ ତ୍ରୁଟି ଦେଖାଯାଇଥିଲା। ଫଳରେ...
ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପାଇବେ ହଜାରେ ଛାତ୍ରୀଛାତ୍ର
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଜିଲା ଶିକ୍ଷା ଅଧିକାରୀଙ୍କ ସମୀକ୍ଷା ବୈଠକ ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧ ହଜାର ମେଧାବୀ ଛାତ୍ରୀଛାତ୍ରଙ୍କୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ...
ସଂସ୍କୃତି ସଚିବ ଦାୟିତ୍ୱ ନେଲେ ରଞ୍ଜନ ଦାସ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଭାବେ ବୁଧବାର ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ନିକଟରେ ସଂସ୍କୃତି ସଚିବ ଥିବା ଡ....
ନିଜ ସୁରକ୍ଷା କରିବେ ଗାଁ ଲୋକେ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟକୁ ଅଧିକାଂଶ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ଭୟ ଲାଗି ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପତ୍ତି ରାଜ୍ୟକୁ ଛାରଖାର କରିଦେଉଛି। ଲୋକମାନଙ୍କୁ ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ...
‘ଆଶୀର୍ବାଦ’ ଯୋଜନା ପୋର୍ଟାଲ ଲୋକାର୍ପିତ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବୁଧବାର ‘ଆଶୀର୍ବାଦ’ ଯୋଜନାର ସଫଳ ଅନ୍ଲାଇନ୍ ପରିଚାଳନା ଏବଂ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ ନିମନ୍ତେ ସ୍ବତନ୍ତ୍ର ପୋର୍ଟାଲ ‘ashirbad.odisha.gov.in’ ଲୋକାର୍ପିତ...
Archives


