ତଥ୍ୟ ଦେବାକୁ ଡିଏଲ୍ଏସ୍ଏକୁ ନିର୍ଦ୍ଦେଶ
କଟକ ଅଫିସ,୧୮।୧୧: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ବୁଧବାର ଶୁଣାଣିକରି ହାଇକୋର୍ଟ ଜିଲାସ୍ତରରେ ୪ ଜଣିଆ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି କମିଟି ଜିଲାର ସମସ୍ତ ଡାକ୍ତରଖାନା ପରିଦର୍ଶନ କରିବ। ସେଠାକାର...
୨୦୨୨ରେ ସରକାରୀ କର୍ମଚାରୀଙ୍କୁ ମିଳିବ ୧୦୪ଦିନ ଛୁଟି
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ସାନ୍ତାଳୀ ଭାଷାର ପ୍ରଚାର ତଥା ଅଲିଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ଦିବସ ମେ ୧୬କୁ ସରକାରୀ ଛୁଟି ଘୋଷଣା କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି। ମୁର୍ମୁଙ୍କ ଜନ୍ମ...
ରିମାଣ୍ଡରେ ନିଲମ୍ବିତ ଓପିଏଚ୍ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍ ଓ୍ବେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଭିଜିଲାନ୍ସ ୨ ଦିନିଆ ରିମାଣ୍ଡରେ ଆଣିଛି।...
ବ୍ୟାଙ୍କ ପ୍ରତିନିଧି ସାଜିବେ ମିଶନ ଶକ୍ତି ସଦସ୍ୟ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମହିଳାଙ୍କ ଅର୍ଥନୈତିକ ସଶକ୍ତୀକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ଆବଶ୍ୟକସ୍ଥଳେ ମିଶନ ଶକ୍ତି ସଦସ୍ୟଙ୍କ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଅ। ଏହାକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ବିଭିନ୍ନ ବିଭାଗର ପଦସ୍ଥ...
ସ୍ବେଚ୍ଛାକୃତ ଟିକସ ପ୍ରଦାନ ପାଇଁ ଆହ୍ବାନ
ଭୁବନେଶ୍ୱର,୧୮।୧୧ : ଦେଶ ସ୍ବାଧୀନ ହେବାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କା ଅମୃତ ଉତ୍ସବ ଅନ୍ତର୍ଗତ ଆୟକର ବିଭାଗ ସ୍ଥାନୀୟ କାର୍ଯ୍ୟାଳୟ ପକ୍ଷରୁ ‘ଟାକ୍ସାଥନ’ ଶୀର୍ଷକ ଏକ ଓ୍ବାକାଥନ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କ୍ଷେତ୍ରର...
୩ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ସୁରେନ୍ଦ୍ର
ଭୁବନେଶ୍ୱର(ବ୍ୟୁରୋ)/ଢେଙ୍କାନାଳ ଅଫିସ୍, ୧୮।୧୧: ମୋବାଇଲରୁ ମୋବାଇଲ୍କୁ ଘୂରି ବୁଲୁଥିଲା କଅଁଳ ଶିଶୁଙ୍କ ନଗ୍ନ ଭିଡିଓ। ଏଭଳି ଅଶ୍ଳୀଳତାରେ ଭରା ଫଟୋ ଏବଂ ଭିଡିଓ ସାଜିଥିଲା ରୋଜଗାରର ମାଧ୍ୟମ। ଏହାକୁ ବିଭିନ୍ନ ସୋସିଆଲ୍ ମିଡିଆ ସାଇଟ୍ ସମେତ ହ୍ବାଟ୍ସଆପ୍ ଏବଂ ଟେଲିଗ୍ରାମ...
ଟଙ୍କା ୨ ଶହ ପାଇଁ ମାମୁଙ୍କ ମୃତ୍ୟୁର କାରଣ ସାଜିଲା ଭଣଜା
ଉମରକୋଟ, ୧୭।୧୧(ସ୍ବ.ପ୍ର.): ମାତ୍ର ୨ଶହ ଟଙ୍କା ପାଇଁ ମାମୁଙ୍କୁ ହତ୍ୟା କରିଛି ଭଣଜା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ପଞ୍ଚାୟତ ଧୁଙ୍ଗିଆପାଣି ଗ୍ରାମରେ। ମୃତକ ହେଲେ ଧୁଙ୍ଗିଆପାଣିର ରାଧବ ମାଝି। ପୋଲିସ...
ଅପହରଣର ୭ ଦିନ ପରେ ଫେରିଲେ ଜୁନିୟର ଇଞ୍ଜିନିୟର
ମାଲକାନଗିରି,୧୭ା୧୧(ଡି.ଏନ୍.ଏ.): ବୁଧବାର ମାଓବାଦୀମାନେ ଅପହରଣ କରି ନେଇଥିବା କନିଷ୍ଠଯନ୍ତ୍ରୀ ଅଜୟ ରୋଶନ ଲାକ୍ରାଙ୍କୁ ଛାଡି ଦେଇଛନ୍ତି। ସ୍ବାମୀଙ୍କ ଅପହରଣ ପରେ ତାଙ୍କ ମୁକ୍ତି ପାଇଁ ପ୍ରଶାସନ ଆଗେଇ ନ ଆସିବାରୁ ସ୍ତ୍ରୀ ଅର୍ପିତା ଏ ଦିଗରେ ଅଣ୍ଟା ଭିଡିଥିଲେ। ୩...
ହସ୍ପିଟାଲରେ ଭର୍ତ୍ତି ହେଲେ ବିଶ୍ୱଭୂଷଣ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦୁଇ ଦିନ ତଳେ ଦିଲ୍ଲୀରୁ ଫେରିଥିବା ବିଶ୍ୱଭୂଷଣ ଥଣ୍ଡା ଏବଂ କାଶରେ ପୀଡ଼ିତ ହୋଇ ଅସୁସ୍ଥ ଅନୁଭବ କରିଥିଲେ। ପରେ ତାଙ୍କୁ ବୁଧବାର ବିଜୟୱାଡ଼ାରୁ ଏକ ସ୍ବତନ୍ତ୍ର ବିମାନ...
ଠାକୁରାଣୀଙ୍କ ଯାତ୍ରା ବେଳେ ମୁହାଁମୁହିଁ ହେଲେ ୨ ଗୋଷ୍ଠୀ
ହିଞ୍ଜିଳିକାଟୁ,୧୭ା୧୧(ଡି.ଏନ୍.ଏ): ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ାଠାରେ ମା’ କାଳୁଆ ଯାତ୍ରା ଉଦ୍ଯାପନୀ ଦିବସରେ ବୁଧବାର ଠାକୁରାଣୀଙ୍କ ଘଟ ପରିକ୍ରମା ବେଳେ ୨ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଗୋଟିଏ ଗୋଷ୍ଠୀ ନିଜ ଅଞ୍ଚଳରେ ଠାକୁରାଣୀଙ୍କ ଘଟକୁ ଦୀର୍ଘ ସମୟ ଧରି ଅଟକ...
ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ
ପୁରୀ ଅଫିସ,୧୭।୧୧: ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏହି ବ୍ୟବସ୍ଥା ୨ ଦିନ ପାଇଁ କରାଯାଇଛି। ବୁଧବାର ଏବଂ ଗୁରୁବାର ଅର୍ଥାତ ୧୭...
ପୂର୍ବତନ ସରପଞ୍ଚଙ୍କ ହତ୍ୟା ପଛରେ ପ୍ରତିଶୋଧ
ବ୍ରହ୍ମପୁର ଅଫିସ,୧୭ା୧୧: କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ଗ୍ରାମର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଦୁଇ ଭାଇଙ୍କୁ ବଡବଜାର ପୋଲିସ ଗିରଫ କରିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଅଧୀନ ବନ୍ଥପଲ୍ଲୀ ଗ୍ରାମର ବଳି ଚରଣ...
Archives


