ରାଜ୍ୟ

ଭାଜପା ନେତ୍ରୀଙ୍କ କାର୍‌ ଉପରକୁ ବୋମାମାଡ଼

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଜଣେ ଭାଜପା ନେତ୍ରୀଙ୍କ କାର୍‌କୁ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଜିଲା ଭାଜପା କୋଷାଧ୍ୟକ୍ଷ ମିନତୀ ବାରିକଙ୍କ ଗାଡ଼ି ଉପରେ ପେଟ୍ରୋଲ ବୋମା ପକାଇ ଦୁର୍ବୃତ୍ତ ଜାଳି ଦେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ନୟାପଲ୍ଲୀ ବ୍ରିଟ୍‌...

୨୧ରୁ ଭୋଟର ତାଲିକା ସଂଶୋଧନ ନେଇ ସ୍ବତନ୍ତ୍ର ଡ୍ରାଇଭ୍‌

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି। ଆସନ୍ତା ୨୧ ତାରିଖରୁ ଏ ନେଇ ସ୍ବତନ୍ତ୍ର ଡ୍ରାଇଭ ମଧ୍ୟ ଆରମ୍ଭ ହେବ। ଏହି ସମୟରେ ସମସ୍ତେ ନିଜ ନିଜର ଭୋଟ୍‌ ପରିଚୟ ପତ୍ର ସଂଶୋଧନ ଆଦି...

‘ସମ୍ବିଧାନ ସୁରକ୍ଷାରେ ବାଚସ୍ପତିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ହିମାଚଳ ପ୍ରଦେଶର ସିମ୍‌ଲାଠାରେ ଅନୁଷ୍ଠିତ ହୋଇଥିବା ଦୁଇଦିନିଆ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀରେ ଓଡ଼ିଶା ବିଧାନସଭା ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ର ଯୋଗ ଦେଇଛନ୍ତି। ୧୯୨୧ ମସିହାରେ ପ୍ରଥମଥର ପାଇଁ ସିମ୍‌ଲାଠାରେ ସର୍ବ ଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।...

ଆସନ୍ତା ୨୦ରେ ଅନୁଗୋଳ-ଢେଙ୍କାନାଳ ଜିଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୋଳ ଏବଂ ଢେଙ୍କାନାଳ ଜିଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାଯର୍ର୍‌ୟାଳୟ ସୂତ୍ରରୁ ସୂଚନା ମିଳିଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବା...

ବେଆଇନ ପାହାଡ଼ ବ୍ଲାଷ୍ଟିଂକୁ ଲଗାମ ନାହିଁ

ନୟାଗଡ଼ ଅଫିସ,୧୭।୧୧: ନୟାଗଡ଼ ଜିଲାରେ ୧୫ଟି କଳାମୁଗୁନି ପଥର ଖଣି ଲିଜ୍‌ ଦିଆଯାଇଛି। ହେଲେ ଲିଜ୍‌ ଖଣିରେ ବେଆଇନ ଖନନ ଓ ବିସ୍ଫୋରଣରେ ଲଗାମ ନ ଥିବାରୁ ସରକାର କ୍ଷତି ସହୁଛନ୍ତି। ୩ ମାସରେ ଥରେ ମାପଚୁପ କରି ଅପଡେଟ୍‌...

ପୂର୍ବତନ ବିଧାୟକ ଉମେଶ ସ୍ବାଇଁଙ୍କ ପରଲୋକ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଜଗତସିଂହପୁର ଜିଲା ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ବାଇଁଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ବୁଧବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ତାଙ୍କ ଦେହାନ୍ତ ଖବର...

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୮୩କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ କଟକରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ...

ଆଜି ବଡ଼ଓଷା: ବିନା ଭକ୍ତରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ୱର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଆଜି ହେଉଛି ବଡ଼ଓଷା। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ବାବା ଧବଳେଶ୍ୱର। ଭୋରରୁ ସମସ୍ତ ନୀତିକାନ୍ତି ସହ ୧୦୮ ଗରା ଜଳରେ ସ୍ନାନ କରାଯାଇଥିଲା। ମଙ୍ଗଳ ଆଳତି ପରେ ପହଡ ଖୋଲାଯାଇଥିଲା। ପ୍ରଶାସନ ପକ୍ଷରୁ କୋଭିଡ କଟକଣା...

କାଶ, ନିଃଶ୍ୱାସଜନିତ ସମସ୍ୟାକୁ ଅଣଦେଖା ଅନୁଚିତ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କାଶ ଓ କଫ ଦୀର୍ଘଦିନ ଧରି ଲାଗି ରହିଲେ କିମ୍ବା ନିଃଶ୍ୱାସପ୍ରଶ୍ୱାସ ନେବାରେ ସାମାନ୍ୟ କଷ୍ଟ ଅନୁଭବ କଲେ, ତାହାକୁ ଅଣଦେଖା କରିବା ଉଚିତ ନୁହେଁ। ପରବର୍ତ୍ତୀ ସମୟରେ ଏହା ଦୀର୍ଘକାଳୀନ ଶ୍ୱାସ ଅବରୋଧକାରୀ ରୋଗରେ ପରିଣତ ହୋଇ...

ଉଗାଣ୍ଡାରେ ସିରିଜ ବୋମା ବିସ୍ଫୋରଣ: ୩ ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ସୁରକ୍ଷିତ

ଭୁବନେଶ୍ୱର, ୧୭ା୧୧(କ୍ରୀଡ଼ା ପ୍ରତିନିଧି):ଉଗାଣ୍ଡାର କାମ୍ପାଲା ସହରରେ ମଙ୍ଗଳବାର ସିରିଜ ବୋମା ବିସ୍ଫୋରଣ ହୋଇଛି। ତେବେ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳିବା ପାଇଁ ସେଠାରେ ଥିବା ଭାରତୀୟ ଦଳର ସଦସ୍ୟମାନେ ସୁରକ୍ଷିତ ଅଛନ୍ତି। ଭାରତୀୟ ପାରା ବ୍ୟାଡ୍‌ମିଣ୍ଟନ ଦଳ କାମ୍ପାଲାର ହଲିଡେ...

ଚାଇଲ୍ଡ ପର୍ନ: ଓଡ଼ିଶାରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର (ବ୍ୟୁରୋ)/ଯାଜପୁର ଅଫିସ/ବନ୍ତ(ଡି.ଏନ୍‌.ଏ.), ୧୭।୧୧:ବିପୁଳ ବୈଦେଶିକ ଟଙ୍କା ଆୟର ମାଧ୍ୟମ ପାଲଟିଛି ଚାଇଲ୍ଡ ଏବଂ ଆଡଲ୍ଟ ପର୍ନ ଭିଡିଓ। ଓ୍ବେବ୍‌ସାଇଟରେ ଶିଶୁମାନଙ୍କ ଅଶ୍ଳୀଳ ଭିଡିଓ ଅପ୍‌ଲୋଡ କରାଯାଉଛି। ଟେଲିଗ୍ରାମ୍‌ ଓ ହ୍ବାଟ୍‌ସଆପ୍‌ରେ ଏହାକୁ ପ୍ରସାରଣ କରାଯାଉଥିବା ନେଇ ଦେଶର ବିଭିନ୍ନ...

ଟିକାକରଣରେ ଜାତୀୟ ହାରଠୁ ଓଡ଼ିଶା ଆଗରେ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କୋଭିଡ୍‌ ପରିଚାଳନା କ୍ଷେତ୍ରରେ ବିଶ୍ୱ ସ୍ତରରେ ପ୍ରଶଂସା ପାଇଥିବା ଓଡ଼ିଶା ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। କୋଭିଡ୍‌ ଟିକାକରଣରେ ଜାତୀୟ ହାରଠାରୁ ରାଜ୍ୟ ହାର ଅଧିକ ରହିଛି। ଜାତୀୟ ହାର ୭୯.୮ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୮୨.୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri