ଯବାନଙ୍କ କ୍ୟାମ୍ପ୍ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ
ମାଲକାନଗିରି,୧୮ା୪(ଡି.ଏନ୍.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ସହ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ…
ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍: ୩ ମୃତ, ଜଣେ ଗୁରୁତର
ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋରୁ ନେଇ ଯାଉଥିବା ବେପାରୀଙ୍କ ଉପରେ ଟ୍ରକ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ…
୧ କୋଟି ଟଙ୍କାରେ ହନୁମାନ ପଇସା ଡିଲ୍
ଦେବଗଡ଼,୧୮ା୪(ଡି.ଏନ.ଏ.): ଦେବଗଡ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ୍କୁ ପୁଣି ମିଳିଛି ସଫଳତା। ରବିବାର ବେଆଇନ ହନୁମାନ ପଇସା କାରବାରରେ ଲିପ୍ତ ୨ ଅଭିଯୁକ୍ତଙ୍କୁ ଗ୍ରାହକ ବେଶରେ କାବୁ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ଥାନା…
ଆଜି ରାଜ୍ୟରୁ ୧୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସୋମବାର ରାଜ୍ୟରୁ ୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୩୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮ ଜଣ ଚିହ୍ନଟ ହୋଇଥିବା…
ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଜଣେ ଗୀତିକାର ସଂଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ…
‘ଡଙ୍ଗାରେ ବିଜୁବାବୁଙ୍କ ସହ ବିତିଥିବା ମୁହୂର୍ତ୍ତ ଅଭୁଲା’
ମହାକାଳପଡ଼ା,୧୮ା୪(ଡି.ଏନ୍.ଏ.): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ରବିବାର ପାଳିତ ହୋଇଯାଇଛି। ହେଲେ ବିଜୁବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବି ଅନେକ ଲୋକ ତାଙ୍କୁ ଝୁରୁଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳର ନାଉରିଆ ବିଧାନ ଅଧିକାରୀ ଅନ୍ୟତମ।…
ପାନୀୟ ଜଳ ପ୍ରକଳ୍ପ ପାଇଁ ବଳିପଡ଼ିବ ଗଛ
କେନ୍ଦ୍ରାପଡ଼ା ଅଫିସ, ୧୮ା୪: କେନ୍ଦ୍ରାପଡ଼ା ଜିଲାରେ ବିକାଶ ନାମରେ ବିନାଶ ଚାଲିଛି। ପ୍ରାକୃତିକ ପରିବେଶଘେରା ଗ୍ରାମ୍ୟ ଜଙ୍ଗଲରୁ ଗଛ ବଳି ପକାଇ ପ୍ରକଳ୍ପ କରାଯିବାକୁ ମସୁଧା ଚାଲିଛି। ହେଲେ ଏହି ପ୍ରକଳ୍ପ କେତେ ଲୋକଙ୍କ କାମରେ ଲାଗିବ ଓ କେତେ ପରିମାଣର…
ଜାଗା ମିଶନ ବଢ଼ାଉଛି ଜବରଦଖଲ
ନୟାଗଡ଼ ଅଫିସ,୧୮।୪: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରୁଛି। ଏହି ଯୋଜନାରେ ୮୦୨ରୁ ୪୯୬ ହିତାଧିକାରୀଙ୍କୁ ଭୂମି ଯୋଗ୍ୟତା ପ୍ରମାଣପତ୍ର (ପଟ୍ଟା) ମିଳିବା ପରେ ନୟାଗଡ଼ ସଦର ମହକୁମାରେ ଜବରଦଖଲକାରୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଜାଗା ମିଶନର ସରକାରୀ ସୁବିଧା…
ଶାଳୀଘରୁ ଚୋରି ସୁନା ବନ୍ଧା ପକାଇ ଆଇପିଏଲ୍ ବେଟିଂରେ ଲଗାଇଥିଲେ ଟଙ୍କା: ଭିଣୋଇ ଗିରଫ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଶାଳୀଘରକୁ ଯାଇ ସୁନା ଗହଣା ଚୋରି କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱରର ଅଭିଶେଖ ମହାପାତ୍ର (୩୨)। ତାଙ୍କଠାରୁ ଗୋଟେ ସୁନା ହାର, ଗୋଟେ…
ପଞ୍ଜିକାକୁ ନେଇ ବିବାଦ
ପୁରୀ ଅଫିସ, ୧୮ା୪: ଚଳିତ ବର୍ଷ ପୁଣିଥରେ ପଞ୍ଜିକାକୁ ନେଇ ବିବାଦ ଦେଖିବାକୁ ମିଳିଛି। ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ୱାରା ସ୍ବୀକୃତ ପଞ୍ଜିକା ବିଶ୍ୱସନୀୟ ନୁହେଁ ବୋଲି କେତେଜଣ ପଞ୍ଜିକା ସମୀକ୍ଷକ ରବିବାର ସ୍ଥାନୀୟ ଚନ୍ଦ୍ରଶେଖର ପାଠାଗାରରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
ତଦନ୍ତ ଶିଥିଳ, ଜମାକାରୀ ଚିନ୍ତାରେ
ଖୋର୍ଦ୍ଧା ଅଫିସ,୧୮ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ବିରୋଧରେ ଅର୍ଥ ଆତ୍ମସାତ୍ ସମେତ ଦୁଇଟି ସାଂଘାତିକ ଅଭିଯୋଗ ସତ୍ତ୍ୱେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ତଦନ୍ତରେ ଶିଥିଳତା ଯୋଗୁ ପ୍ରଶାସନର କାର୍ଯ୍ୟଦକ୍ଷତା ଓ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ…
Archives


