ରାଜ୍ୟ

ହିଙ୍ଗୁଳାକ୍ଷେତ୍ର ଶ୍ରଦ୍ଧାଳୁମୟ

ତାଳଚେର,୧୬।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନବଦିନାତ୍ମକ ଯାତ୍ରା ଓ ୧୮ ତମ ଲୋକ ମହୋତ୍ସବ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠ ପରିସର ଶ୍ରଦ୍ଧାଳୁମୟ ହୋଇଉଠିଛି। ପ୍ରଥମ ଦିନରେ ୨…

ଝାଞ୍ଜିରୁ ମିଳୁନି ନିସ୍ତାର

ଢେଙ୍କାନାଳ ଅଫିସ, ୧୬।୪ ରାଜ୍ୟରେ ଗ୍ରୀଷ୍ମପ୍ରବାହ ରେକର୍ଡ ଭାଙ୍ଗୁଛି। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଥିବାବେଳେ ଏଥିରୁ ବାଦ୍‌ ପଡ଼ିନି ଶିଳ୍ପ ଜିଲା ଢେଙ୍କାନାଳ। ଶୁକ୍ରବାର ଜିଲାର ପାରଦ ୪୧ ଡିଗ୍ରୀ ଟପିଥିବାବେଳେ ସକାଳୁ ଅପରାହ୍ନ ଯାଏ ପ୍ରବାହିତ ଝାଞ୍ଜିରେ…

ଅସହ୍ୟ ତାତିରେ କଲବଲ ଅହିରାଜ

ଢେଙ୍କାନାଳ ଅଫିସ, ୧୬।୪ ରାଜ୍ୟରେ ଆରମ୍ଭ ହୋଇଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ଏହାର ପ୍ରଭାବ ପଡ଼ିଲାଣି ସଂରକ୍ଷିତ ଜଙ୍ଗଲର ଜୈବ ବିବିଧତା ଏବଂ ବନ୍ୟଜୀବନ ଉପରେ। ତାତି ସହି ନ ପାରି ଅହିରାଜ ଭଳି ବିଶାଳକାୟ ସରୀସୃପ ଜାତୀୟ ପ୍ରାଣୀ କଲବଲ ହେଉଛନ୍ତି।…

ସ୍ବର୍ଣ୍ଣଚୂଡ ଜଙ୍ଗଲରେ ନିଆଁ

ସଜନାଗଡ଼, ୧୬।୪(ଡି.ଏନ.ଏ.) ହୁତୁ ହୁତୁ ହୋଇ ଜଳୁଥିଲା ନୀଳଗିରି ସଂରକ୍ଷିତ ସ୍ବର୍ଣ୍ଣଚୂଡ଼ ଜଙ୍ଗଲ। ବହୁ ମୂଲ୍ୟବାନ ଗଛ ଜଳିପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମାତ୍ର ପହଞ୍ଚତ୍ ପାରୁନି ବନବିଭାଗ। ଫଳରେ ଗ୍ରାମବାସୀ ଗରା ଓ ବାଲ୍‌ତି ଧରି ନିଆଁ ଲିଭାଇବାକୁ ପ୍ରୟାସ…

ସ୍ବାଭାବିକ ହେଉଛି ଯୋଡ଼ା ସହର

ଯୋଡ଼ା,୧୬।୪(ଡି.ଏନ.ଏ.) ରାମଝଣ୍ଡା ସ୍ଥାପନକୁ ନେଇ ଅଶାନ୍ତ ହୋଇ ପଡ଼ିଥିବା କେନ୍ଦୁଝର ଜିଲା ଯୋଡ଼ା ସହର ଧିରେ ଧିରେ ସ୍ବାଭାବିକ ପରିସ୍ଥିତିକୁ ଫେରୁଛି। ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିତ୍ବା ୧୪୪ ସାମୟିକ କୋହଳ କରାଯାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଜିନିଷପତ୍ର କିଣାବିକା ପାଇଁ…

ଚିତ୍ରକଳା ପ୍ରତିଯୋଗିତାରେ ବାରିପଦାର ମାନସ ଶ୍ରେଷ୍ଠ

ବାରିପଦା ଅଫିସ,୧୬।୪ ବିଶ୍ୱ କଳା ଦିବସ ଅବସରରେ ଅନ୍‌ଲାଇନ ଆର୍ଟ ସୋ ଉତ୍ସବର ୫ମ ଅନ୍ତର୍ଜାତୀୟ ‘ଧଉଳୀ ଅନ୍‌ଲାଇନ ଆର୍ଟ ଫେଷ୍ଟ-୨୦୨୨’ ପ୍ରଦର୍ଶନୀରେ ମୟୂରଭଞ୍ଜ ଜିଲାକୁ ସଫଳତା ମିଳିଛି। କୃତୀତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରୁ ବାରିପଦାର ମାନସ ରଞ୍ଜନ…

୭ଦିନ ଭିତରେ ଟଙ୍କା ନ ମିଳିଲେ ଧାରଣା

ବାହାନଗା, ୧୬।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତିରେ ଦୀର୍ଘ ୩ ବର୍ଷ ତଳେ ଚାଷୀମାନେ ମିଲ୍‌ରେ ଧାନ ବିକ୍ରି କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଟଙ୍କା ପାଇପାରି ନାହାନ୍ତି ା ଆଗାମୀ ୭ଦିନ ମଧ୍ୟରେ ଚାଷୀ…

ରଥ ପାଇଁ କାଠ ନାହିଁ

ବାରିପଦା ଅଫିସ,୧୬।୪ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ମିଳୁନି। ଏନେଇ ରଥ ମହାପାତ୍ରଙ୍କ ସମେତ ନିୟୋଜିତ ଥିବା କାରିଗରମାନେ ଜିଲାପାଳଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଚଳିତ ବର୍ଷ…

ଆଜି ଶର୍ମିଷ୍ଠାଙ୍କ ୨ ସହଯୋଗୀଙ୍କୁ ଜେରା

ଭୁବନେଶ୍ୱର,୧୬।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଶନିବାର କ୍ରାଇମବ୍ରାଞ୍ଚ ଟିମ୍‌ ଶର୍ମିଷ୍ଠାଙ୍କ ୨ ସହଯୋଗୀ ଭାଗ୍ୟଧର ଓ ବିବେକକୁ ପଚରାଉଚରା କରିବ। ଏଥିପାଇଁ ଚାନ୍ଦବାଲି କୋର୍ଟ ଅନୁମତି ଦେଇଛନ୍ତି। ଗତ ମାସ ୧୨ରେ ଉଭୟଙ୍କୁ ଗିରଫ କରିଥିଲା ଚାନ୍ଦବାଲି ପୋଲିସ।…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮…

ମିଳିଲା ଅନୁମତି, ପରୀକ୍ଷା ପରିଚାଳନା କରିବ ଭିମ୍‌ସାର

ସମ୍ବଲପୁର,୧୬ା୪(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ଭିମ୍‌ସାର) ଚଳିତ ଶିକ୍ଷାବର୍ଷରୁ ନିଜେ ପରୀକ୍ଷା ପରିଚାଳନା କରିବ। ଏ ନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ୨୦୧୪ରୁ ଏହା ସ୍ବୟଂଶାସିତ ଘୋଷଣା…

ମାହାଙ୍ଗା ଗଣହତ୍ୟା ମାମଲା: ଆଜି ସରିବ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି

ମାହାଙ୍ଗା,୧୬।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କ ଶନିବାର ରିମାଣ୍ଡ ଅବଧି ସରୁଛି। ହତ୍ୟାକାଣ୍ଡ ଉପରେ ପଚରାଉଚରା ଜାରି ରଖିଛି ପୋଲିସ। ଶୁକ୍ରବାର କ୍ରାଇମସ୍ପଟକୁ ଯାଇ ମର୍ଡରର ଡେମୋ ଦେଖାଇଥିଲେ ଶିବପ୍ରସାଦ ।ତେବେ ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri