ରାଜ୍ୟ

ପଦ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ ସାମନ୍ତରାୟ, ବିଜେଡିରେ ହଇଚଇ

ଭୁବନେଶ୍ୱର,୨୫।୧୧: ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ…

ଶେଷରେ ସାମ୍ନାକୁ ଆସିଲା ଅର୍ପିତାଙ୍କ ସାଂଘାତିକ କଥା! ହ୍ୟୁମାନଙ୍କ ମୃତ୍ୟୁକୁ ନେଇ କହିଲେ…

ଭୁବନେଶ୍ୱର,୨୫।୧୧: ଓଡ଼ିଶାର ଘରେ ଘରେ ପରିଚିତ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସାରା ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। AIIMS ଭୁବନେଶ୍ୱରରେ ୭୨ ଘଣ୍ଟା ଧରି ଜୀବନ ସହ ସଂଗ୍ରାମ କରିବା ପରେ ସେ ଶେଷ…

ଆଉ ଏକ ଲଘୁଚାପ ସୃଷ୍ଟି: ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ…

ଭୁବନେଶ୍ୱର,୨୫।୧୧:ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି। ସକାଳ ୫ଟା ୩୦ରେ ବଙ୍ଗୋପସାଗର ତତ୍ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ସକ୍ରିୟ…

ବିଜେଡିରେ ହଲଚଲ: ପଦ ଛାଡିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୫।୧୧: ବିଜେଡିକୁ ବଡ଼ ଝଟକା ଲାଗିଛି। ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି।…

ମାଡିଆସୁଛି ବଡ଼ ବାତ୍ୟା! ଆଗାମୀ ୪୮ ଘଣ୍ଟା ମଧ୍ୟରେ…ଜାଣନ୍ତୁ ଅପଡେଟ୍‌

ଭୁବନେଶ୍ୱର,୨୫।୧୧: ସାରା ଦେଶରେ ପାଗ ପରିବର୍ତ୍ତନ ହେଉଛି। ନଭେମ୍ବର ମାସ ବଢ଼ିବା ସହିତ ଥଣ୍ଡା ବୃଦ୍ଧି ପାଉଛି। ଦିନର ପାଗ ସ୍ପଷ୍ଟ ଏବଂ ଶୁଷ୍କ ରହୁଥିବା ବେଳେ, ସନ୍ଧ୍ୟା ହେବା ସହିତ ତାପମାତ୍ରା ମଧ୍ୟ ହ୍ରାସ ପାଉଛି। ଏହି ସମୟରେ, ପାଣିପାଗ…

ସକାଳୁ ସକାଳୁ ବଡ଼ ଦୁର୍ଘଟଣା: ଯାଉଥିଲେ ୪୦ ଯାତ୍ରୀ, ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌

ସୋନପୁର, ୨୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବିନିକା ଥାନା ସିଂଘିଯୁବା ନିକଟରେ ଜୟଭୋଲେ ନାମକ ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡ଼ିଛି । ଘନ କୁହୁଡ଼ି ଯୋଗୁ ବାଙ୍କ ରାସ୍ତାରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ…

୧୦ହଜାର କୋଟିରୁ ଊର୍ଦ୍ଧ୍ୱ ଅତିରିକ୍ତ ବଜେଟକୁ ମୋହର

ଭୁବନେଶ୍ୱର,୨୫।୧୧(ରବିନାରାୟଣ ଜେନା): ବିଧାନସଭାରେ ନଭେମ୍ବର ୨୭ରୁ ଆରମ୍ଭ ହେବାକୁ ଥିବା ଅତିରିକ୍ତ ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବାଭବନର ତୃତୀୟ ମହଲାରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ…

ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ହେବେ ୨୨ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୨୫।୧୧(ତ୍ରିନାଥ ମହାନ୍ତି): ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି ତ୍ରୁଟି ନ ରହେ, ସେଥିଲାଗି ପୋଲିସ ବିଭିନ୍ନ ବିଭାଗ ସହ ଆଲୋଚନା କରିଛି।…

ସଙ୍ଗୀତରେ ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ରାହଗିର

ଭୁବନେଶ୍ୱର,୨୫। ୧୧(ସୁଚିସ୍ମିତା ସାହୁ): ଧରିତ୍ରୀ ‘ୟୁଥ୍‌ କନ୍‌କ୍ଲେଭ-୨୦୨୫’ର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ରାହଗିର ଭାବେ ପରିଚିତ ସୁନୀଲ କୁମାର ଗୁର୍ଜ୍ଜରୀ ସଙ୍ଗୀତ ପରିବେଷଣ କରିଥିଲେ। ସେ ସାଏରି ଓ ସଙ୍ଗୀତ ମାଧ୍ୟମରେ ପରିବେଶକୁ ସୁରକ୍ଷିତ ରଖିବା, ଗଛ ନ କାଟି ତା’ର ଯତ୍ନ…

ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ ବିଜେତାଙ୍କ ମୁହଁରୁ…

ଆଗାମୀ ପିଢ଼ିଙ୍କ ପାଇଁ ସମର୍ପିତ ହେବୁ ପ୍ରକୃତି ଚାହେଁ ପରିବର୍ତ୍ତନ ହେଉ, କିନ୍ତୁ ପ୍ରାକୃତିକ ଶୈଳୀରେ ନୁହେଁ, ବରଂ ମଣିଷ ଚାହୁଁଥିବା ଢାଞ୍ଚାରେ। ମଣିଷ ନିଜ ସୁବିଧା ପାଇଁ ପ୍ରକୃତିକୁ ନଷ୍ଟ କରୁଥିବାରୁ ବହୁ ସମସ୍ୟାର ସମ୍ମୁଖୀନ ହେଉଛି। ଖାଲି ମଣିଷ…

ଜାତୀୟ ହାରଠାରୁ ଓଡ଼ିଶାର ଅଭିବୃଦ୍ଧି ହାର ୨.୨୦% ଅଧିକ

ଭୁବନେଶ୍ୱର,୨୫।୧୧(ରବିନାରାୟଣ ଜେନା): ଓଡ଼ିଶାକୁ କିଭଳି ଦେଶର ସବୁଠାରୁ ଅଗ୍ରଣୀ ରାଜ୍ୟରେ ପରିଗଣିତ କରାଯାଇପାରିବ ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ୟମ ଚଳାଇଛନ୍ତି। ଏପରି କି ରବିବାର ମଧ୍ୟ ଲୋକସେବା ଭବନରେ ବସି ସରକାରୀ କାର୍ଯ୍ୟ କରୁଥିବା ପରିଲକ୍ଷିତ ହୋଇଛି।…

ମୃତ୍ୟୁ ଉପତ୍ୟକା ହାତୀ କରିଡର

ବାଲେଶ୍ୱର ଜିଲା ଦେଇ ଯାଇଛି ଶିମିଳିପାଳ-କୁଲଡ଼ିହା-ହଦଗଡ଼ ହାତୀ କରିଡର। ଝାଡ଼ଖଣ୍ଡ ଅଭୟାରଣ୍ୟରୁ ଭାୟା ତପୋବନ (ପଶ୍ଚିମବଙ୍ଗ) ଦେଇ ହାତୀପଲ କୁଲଡ଼ିହା ଅଭୟାରଣ୍ୟକୁ ଆସନ୍ତି। ସାଧାରଣତଃ ନଭେମ୍ବରରେ ଆସି ଡିସେମ୍ବରରେ ଫେରିଯାନ୍ତି। କିଛି ବର୍ଷ ହେଲା ଏହି ଅଭୟାରଣ୍ୟ ସେମାନଙ୍କ ପାଇଁ ପାଲଟିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri