ରାଜ୍ୟ

ଅଧାରେ ଅଟକିଛି ୩୯୯ ପ୍ରକଳ୍ପ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୩ ।୧୧: ଓଡ଼ିଶାର ୧୩ଟି ଗ୍ରାମ୍ୟ ନିର୍ମାଣ ସର୍କଲ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ୩୯୯ଟି ରାସ୍ତା ନିର୍ମାଣ ସରୁନାହିଁ। ଏଥିରେ ପ୍ରଥମ ପର୍ଯ୍ୟାୟରେ ୩୦୮ ଓ ଦ୍ୱିତୀୟ ପର୍ଯ୍ୟାୟରେ ୯୧ଟି ପ୍ରକଳ୍ପ...

୪ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ) କୋଭିଡ୍‌ ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ରାଜ୍ୟରେ କରୋନା ଟିକାକରଣ ୪ କୋଟି ଟପିଛି। ଏନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି। ଏହି...

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ବରଗଡ଼ ଅଫିସ୍‌,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ଼ ଜିଲା ଗସ୍ତରେ ଆସୁଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ଟା ୧୫ ମିନିଟରେ ନବୀନ ନିବାସ ଛାଡ଼ି ୧୦ଟା ୨୦ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ଯିବେ।...

‘ଓଡ଼ିଶାରେ ସାମୁଦ୍ରିକ ବାୟୋ ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର ହେଉ’

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ରାଜ୍ୟରେ ସାମୁଦ୍ରିକ ବାୟୋ ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବା ନିମନ୍ତେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀଠାରେ ବିଜ୍ଞାନ ତଥା କାରିଗରି ମନ୍ତ୍ରଣାଳୟ ଆନୁକୂଲ୍ୟରେ...

ପୋଲିସ ଚାକିରି ନାଁରେ ୧.୪୭ କୋଟି ଠକେଇ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପୋଲିସ ଚାକିରି କରାଇଦେବାକୁ କହି ବଡ ଧରଣର ଠକେଇ ହୋଇଛି। ଏଭଳି ୩୮ଜଣ ଆଶାୟୀଙ୍କଠାରୁ ମୋଟ ୧କୋଟି ୪୭ ଲକ୍ଷ ଠକିଥିବା ଅଭିଯୋଗରେ ୨ଜଣଙ୍କୁ ଶୁକ୍ରବାର କ୍ରାଇମବ୍ରାଞ୍ଚର ଅଥର୍ର୍ନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ...

ତଦନ୍ତ ପାଇଁ ବାଙ୍ଗାଲୋର ଯିବ କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରାଯିବା ଏବଂ ତାଙ୍କର ୫ଜଣ ସମ୍ପର୍କୀୟଙ୍କୁ ମେସେଜ୍‌ କରି ୭ ଲକ୍ଷ...

ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା...

ଆପରାଧିକ ମାମଲା ରୁଜୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବିଜୁ ସେତୁ ଯୋଜନାରେ ବଲାଙ୍ଗୀର ଜିଲା ସୁକତେଲ ନଦୀ ଉପରେ ନିର୍ମାଣାଧୀନ ପୋଲର ୪ ନମ୍ବର ସ୍ପାନ ଭୁଶୁଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ। ଏହି ମାମଲାର ଶୁଣାଣି କରି ଲୋକାୟୁକ୍ତ ପୋଲ...

ଭାଇ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବାରିପଦା ଅଫିସ,୧୩।୧୧: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଦୌରା ଜଜ୍‌(୧)କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଚୌଧୁରୀ ପ୍ରବୀର କୁମାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି ।...

ବାପାଙ୍କୁ ହତ୍ୟା କରି ଲୁଚିଥିଲେ ଜଙ୍ଗଲରେ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମିରିଗିଖୋଜି ଗ୍ରାମରେ ବାପାଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗରେ ପୋଲିସ ହତ୍ୟାକାରୀ ପୁଅଙ୍କୁ ଗିରଫ କରିଛି। ବୈତରଣୀ ନଦୀ କୂଳରେ ଥିବା ଜଙ୍ଗଲରେ ଲୁଚିଥିବା ବେଳେ ଶୁକ୍ରବାର ପୋଲିସ...

ଛାତ୍ରବାସରେ ୨ଛାତ୍ର କରୋନା ପଜିଟିଭ୍‌

ଖୁଣ୍ଟା,୧୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଅଞ୍ଚଳର ଏକ ହାଇସ୍କୁଲରେ ଅଧ୍ୟୟନରତ ୨ଛାତ୍ର କୋରନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉକ୍ତ ହାଇସ୍କୁଲ ପରିସର ଛାତ୍ରାବାସରେ ରହି ୮ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ର ଦ୍ୱୟଙ୍କ ଦେହ ଅସୁସ୍ଥ ହେବାରୁ ସେମାନଙ୍କୁ ବିଦ୍ୟାଳୟ...

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri