ଶପଥ କରାଇ ଭୋଟ ମାଗିଲେ ବିଧାୟକଙ୍କ ପୁଅ
ମାଲକାନଗିରି,୧୮ା୨(ଡି.ଏନ୍.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ବଶବର୍ତ୍ତୀ ନ ହୋଇ ନିଜ ଇଚ୍ଛାରେ ମନପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି…
ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ
ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ ସଂଘଠିତ ନିର୍ବାଚନୀ ହିଂସା ଏହାର କାରଣ ବୋଲି ସବୁଠି ଚର୍ଚ୍ଚାର ବିଷୟ ହୋଇଛି। ବର୍ତ୍ତମାନର…
ବ୍ରାହ୍ମଣୀ ନଦୀକୂଳରେ ପଡ଼ିଛି ଯୁବତୀଙ୍କ ନଗ୍ନ ମୃତଦେହ
ଯାଜପୁର ଅଫିସ/ବରୀ,୧୮ା୨(ଡି.ଏନ୍.ଏ.): ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱ ଅନ୍ୟାସୀପୁର ଠାରେ ଶୁକ୍ରବାର ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ବୟସ ୨୦/୨୧ ହେବ ବୋଲି ଅନୁମାନ କରାଯାଉଛି। ପାରିପାର୍ଶ୍ୱିକ ଅବସ୍ଥା ଓ ମୃତ ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନରେ…
ଆଜି ରାଜ୍ୟରୁ ୬୭୧ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୯୩ ଜଣ ଚିହ୍ନଟ ହୋଇଥିବା…
ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଫୁଲବାଣୀ ଅଫିସ,୧୮ା୨: କନ୍ଧମାଳ ଜିଲାରେ ଆଜି ତ୍ରିସ୍ତରୀୟ ପଞ୍ଚାୟତ ନର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଚାଲିଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ ତୁମୁଡ଼ିବନ୍ଧ ଏବଂ କୋଟଗଡ଼ ବ୍ଲକରେ ଭୋଟ୍ ହେଉଥିବାରୁ ପୋଲସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ…
ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର
ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ ଦେଖାଇ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଉଦ୍ଧାର ବ୍ୟକ୍ତି ଜଣଙ୍କ ହେଲେ ସାଙ୍କୁଲେଇ କୁମାରଦେଇପୁରର…
ଭୋଟ ଲାଗି ନକଲି ଭତ୍ତା ବହି ବଣ୍ଟନ
ଦଶରଥପୁର,୧୮ା୨ (ଡି.ଏନ୍.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍ରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହି ପରିପ୍ରେକ୍ଷୀରେ ବ୍ଲକର ଥାଲକୁଡି ପଞ୍ଚାୟତରେ କେତେଜଣ ପ୍ରାର୍ଥୀ ଭୋଟ ହାତେଇବାକୁ ନକଲି ଭତ୍ତା ବହି ସହ ଟଙ୍କା ବାଣ୍ଟିଥିବା ଅଭିଯୋଗ…
ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର
ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା ପରିଷଦ ଜୋନ୍ ଅନ୍ତର୍ଗତ ୭୮ ପଞ୍ଚାୟତରେ ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଭୋଟ…
୧୦୯୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି
ଜଗତ୍ସିଂହପୁର ଅଫିସ,୧୮ା୨: ଜଗତ୍ସିଂହପୁର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶୁକ୍ରବାର ହେବ। ଏଥିରେ ଜଗତ୍ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ଅନ୍ତର୍ଗତ ୩୦ଟି ପଞ୍ଚାୟତରେ ୧୦୯୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେମାନଙ୍କ ମଧ୍ୟରୁ ୧୬ଜଣ ଜିଲା…
ଅସନ୍ତୁଷ୍ଟଙ୍କୁ ନୁହେଁ, ପ୍ରାର୍ଥିତ୍ୱକୁ ଭରସା
ଜଗତ୍ସିଂହପୁର ଅଫିସ,୧୮ା୨: ଜଗତ୍ସିଂହପୁର ଜିଲାର ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ତିର୍ତ୍ତୋଲ ଜିଲା ପରିଷଦର ୪ନଂ. ଜୋନ୍ ବିଜେଡି ସଭ୍ୟା ପ୍ରିୟଦର୍ଶିନୀ ବିଶ୍ୱାଳ ବିଜୟୀ ହୋଇ ଅଧ୍ୟକ୍ଷ ପଦ ଅଳଙ୍କୃତ କରିଥିଲେ। ଏଥର ତାଙ୍କ ସ୍ବାମୀ ଏହି ଜୋନ୍ ଲାଗି ବିଜେଡି…
ଗଡ଼ ରକ୍ଷା ପାଇଁ ବିଜେଡି, ଭାଜପା ତତ୍ପର
କେନ୍ଦ୍ରାପଡ଼ା ଅଫିସ,୧୮ା୨: କେନ୍ଦ୍ରାପଡ଼ା ଜିଲାର ରାଜକନିକା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶୁକ୍ରବାର ଅନୁଷ୍ଠିତ ହେବ। ୨୦୧୭ ନିର୍ବାଚନରେ ରାଜକନିକା ବ୍ଲକର ୩ ଜୋନ୍ ଓ ମାର୍ଶାଘାଇର ଗୋଟିଏ ଜୋନ୍ରେ ବିଜେଡି…
ସାତକୋଶିଆରେ ଛଡ଼ାଗଲା ୨ ଘଡ଼ିଆଳ କୁମ୍ଭୀର
ବାରଙ୍ଗ,୧୮।୨(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଗୁରୁବାର ୨ ମାଈ ଘଡିଆଳ କୁମ୍ଭୀରକୁ ସାତକୋଶିଆରେ ଛଡ଼ାଯାଇଛି। ମଙ୍ଗଳବାର ବିରୁପାରୁ ଏକ କୁମ୍ଭୀର ଧରା ହୋଇ ନନ୍ଦନକାନନକୁ ଆସିଥିଲା। ଉକ୍ତ କୁମ୍ଭୀର ସହ ନନ୍ଦନକାନନରେ ଥିବା ଏକ ମାଈ ଘଡିଆଳ କୁମ୍ଭୀରକୁ ପ୍ରାଣୀଉଦ୍ୟାନର ବିଶେଷଜ୍ଞ…
Archives


