ସୁରେଶ ଦଳାଇ ହେଲେ ଉତ୍ତରାଞ୍ଚଳ ଆର୍ଡିସି
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ରାଜ୍ୟ ସରକାର ସମ୍ବଲପୁର ରାଜସ୍ବ ଡିଭିଜନ କମିଶନର(ଉତ୍ତରାଞ୍ଚଳ ଡିଭିଜନ) ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ...
ପୋଲିସ ଚାକିରି କରାଇ ଦେବାକୁ କହି ଠକିଥିଲେ ୩୮ ଜଣଙ୍କୁ
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ନିଜକୁ ଗୃହ ବିଭାଗର ଜଣେ ବଡ ଅଧିକାରୀ ବୋଲି ପରିଚୟ ଦେଇଥିଲେ। ନେତା, ମନ୍ତ୍ରୀଙ୍କ ସହ ସମ୍ପର୍କ ଅଛି। ଟଙ୍କା ଦେଲେ ପୋଲିସରେ ଚାକିରି କରାଇଦେବି। ଏଭଳି କହି ୩୮ଜଣ ଆଶାୟୀଙ୍କୁ ଠକିଥିଲେ ମୋଟ ୧କୋଟି ୪୭ ଲକ୍ଷ...
କାଠ ସଂଗ୍ରହ ବେଳେ ଜଙ୍ଗଲରେ ମହିଳାଙ୍କୁ ବଳାତ୍କାର
ଅମରପାଲି,୧୨ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ କୁମରକେଲି ଅଞ୍ଚଳର ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବିଚାର...
ଓଡ଼ିଶାରେ ୪ କୋଟି କୋଭିଡ୍ ଡୋଜ୍
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): କୋଭିଡ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଏଯାବତ ରାଜ୍ୟରେ ୪ କୋଟି କୋଭିଡ ଟିକା ଦିଆଯାଇଛି। ଏନେଇ ରାଜ୍ୟ ସୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।...
ମନ୍ଦିର ହୁଣ୍ଡିରୁ ନେଇଗଲେ ଲକ୍ଷାଧିକ ଟଙ୍କା
ଚିକିଟି,୧୨।୧୧(ଡି.ଏନ.ଏ.): କେ.ନୂଆଗାଁ ଥାନା ସୁନ୍ଦରଡ଼ା ଗ୍ରାମ ସ୍ଥିତ ସୁନ୍ଦେରଶ୍ୱର ମନ୍ଦିରରୁ ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଶୁକ୍ରବାର ସକାଳେ ମନ୍ଦିର ପୂଜାରୀ ପୂଜା କରିବାକୁ ଆସି ହୁଣ୍ଡି ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ। ପରେ...
ପୁଣି ଆଉ ଏକ ଲଘୁଚାପ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଶନିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏ ନେଇ ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ...
ବଡ଼ ପଦକ୍ଷେପ: ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ବିଶେଷକରି ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।...
୧୫ ରୁ ୧୬ ମଧ୍ୟରେ ନାମଲେଖା, ୧୭ରୁ ପାଠପଢା
ଭୁବନେଶ୍ବର,୧୨।୧୧(ବ୍ୟୁରୋ): ବିଏଡ ଓ ବିଏଚଇଡି ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ନାମଲେଖା ୧୫ ରୁ ୧୬ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ୧୭ରୁ ପାଠପଢା ଆରମ୍ଭ ହେବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି...
କାର୍ଯ୍ୟକ୍ଷମ ହେଉନି ଦୁଗ୍ଧ ଶୀତଳୀକରଣ କେନ୍ଦ୍ର
ଛେଣ୍ଡିପଦା,୧୨।୧୧(ସ୍ବ.ପ୍ର.) ଦୁଗ୍ଧ ଉତ୍ପାଦନ ବଢ଼ାଇବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗ୍ରାମାଞ୍ଚଳର ଦୁଗ୍ଧ ଚାଷୀମାନଙ୍କୁ ଅଧିକରୁ ଅଧିକ ଗୋପାଳନ ପାଇଁ ପ୍ରୋତ୍ସାହିତ କରୁଛନ୍ତି। ବ୍ୟାଙ୍କ ମାଧ୍ୟମରେ ଆବଶ୍ୟକ ଋଣ ଯୋଗାଇ ଦେଉଛନ୍ତି। ହେଲେ ଚାଷୀମାନେ କିପରି ସହଜରେ ଉତ୍ପାଦିତ...
ଭୁଲ୍ ରକ୍ତ ନେଲା ଜୀବନ, ଡାକ୍ତରଖାନା ପରିସରରେ ଉତ୍ତେଜନା
ରାଉରକେଲା,୧୨ା୧୧(ଡି.ଏନ୍.ଏ.): ରାଉରକେଲା ସରକାରୀ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୁଲ ରକ୍ତ ପ୍ରଦାନ ଯୋଗୁ ରାରକେଲା ସରକାରୀ ଡାକ୍ତରଖାନା ମହିଳା ମେଡିଶିନ୍ ଓ୍ବାର୍ଡରେ ବେଡ୍ ନମ୍ବର ୧୫୮ରେ ଚିକିତ୍ସିତ ସରୋଜିନୀ କାଖ୍(୨୫) ଚିକିତ୍ସିତ ହେଉଥିଲେ। ଗତ ୧୦ ତାରିଖରେ...
‘ଦୁଗ୍ଧ ଉତ୍ପାଦନରେ ଜଗତ୍ସିଂହପୁର ପ୍ରଥମ’
ଜଗତ୍ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ ବେଶ୍ ସହାୟକ। ଆଳିପିଙ୍ଗଳଠାରେ ୭୦ତମ ଜିଲାସ୍ତରୀୟ ଗୋ ସମ୍ବର୍ଦ୍ଧନା ଉତ୍ସବ ପାଳନ ଅବସରରେ...
ବାର୍ଡ ଫ୍ଲୁ ଆଶଙ୍କା: ଭିତରକନିକାରୁ ୧୮୦ ନମୁନା ସଂଗ୍ରହ
ରାଜନଗର,୧୨ା୧୧(ଡି.ଏନ୍.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ବିଦେଶାଗତ ପକ୍ଷୀଙ୍କ ଆସିବା ଆରମ୍ଭ ହୋଇଛି। ବିଦେଶାଗତ ପକ୍ଷୀ ଆସିବା ଆରମ୍ଭ କରିଥିବା ବେଳେ ବାର୍ଡ ଫ୍ଲୁ ନେଇ ପ୍ରଶାସନ ଆଶଙ୍କା ପ୍ରକାଶ କରି ସତର୍କ ଦୃଷ୍ଟି...
Archives


