ଓପିଏଚ୍ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର ନିଲମ୍ବିତ
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲ୍ଫେୟାର କର୍ପୋରେଶନ(ଓପିଏଚ୍ଡବ୍ଲ୍ୟୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରାଯାଇଛି। ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କ...
ଝଡ଼ବାତ୍ୟା ଆଶଙ୍କା
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଆଣ୍ଡାମାନ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ...
ବିଶ୍ୱଜିତ ପୂର୍ବତଟ ରେଳପଥର ନୂତନ ସିପିଆର୍ଓ
ଭୁବନେଶ୍ୱର,୧୨।୧୧: ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍ (ଆଇଆର୍ଏସ୍ଏସ୍)ର ୨୦୧୩ ବ୍ୟାଚ୍ର ଅଧିକାରୀ ବିଶ୍ୱଜିତ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆର୍ଓ) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମରିସସ୍ ରେଳପଥକୁ ଡେପୁଟେଶନରେ ବିଦେଶ ଯାଉଥିବା ବିଦାୟୀ ମୁଖ୍ୟ...
ଆଜିଠୁ ଧବଳେଶ୍ୱର ପୀଠରେ ୧୪୪ ଧାରା
ଖୁଣ୍ଟୁଣୀ,୧୨ା୧୧ (ଡି.ଏନ.ଏ.): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପ୍ରତିବର୍ଷ ପଞ୍ଚକ ଓ ବଡ଼ଓଷାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତଙ୍କ ସମାଗମ ହୋଇଥାଏ। ହେଲେ ଚଳିତବର୍ଷ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପୀଠରେ ୧୪୪ ଧାରା ଜାରି କରାଯାଇଛି।...
ଡିସେମ୍ବର ୧ରୁ ବାଲୁକା କଳା, କୋଣାର୍କ ଉତ୍ସବ
କୋଣାର୍କ, ୧୨ା୧୧(ଡି.ଏନ୍.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ଅନୁପମ ସମାରୋହ କୋଣାର୍କ ଉତ୍ସବ-୨୦୨୧ ଆସନ୍ତା ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଆୟୋଜନ ହେବ। ଏଥିସହ ଚନ୍ଦ୍ରଭାଗାର ସ୍ବର୍ଣ୍ଣିମ ବେଳାଭୂମିରେ ୫ଦିନ...
ରାସ୍ତା ଭାଙ୍ଗି ଅଡ଼ୁଆରେ ଆର୍ଡବ୍ଲ୍ୟୁଏସ୍ଏସ୍
ଯାଜପୁର ଅଫିସ,୧୨ା୧୧: ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍ଏମ୍ଏସ୍ୱାଇ) କ୍ଷେତ୍ରରେ ଯାଜପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ପଞ୍ଚାୟତିରାଜ ବିଭାଗର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍ଡବ୍ଲ୍ୟୁଏସ୍ଏସ୍) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଜଳଯୋଗାଣ ପ୍ରକଳ୍ପର ପାଇପ୍ବିଛା...
ଆଜି ରାଜ୍ୟରୁ ୨୬୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜରୁ...
ବନ୍ଦ ହେବ ଆତ୍ମା
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ):ଦୀର୍ଘ ବର୍ଷ ଧରି ଚାଲି ଆସୁଥିବା ଜିଲା ଗ୍ରାମ୍ୟ ଉନ୍ନୟନ ଏଜେନ୍ସି (ଡିଆରଡିଏ)କୁ ବନ୍ଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇସାରିଛି। ଏବେ କୃଷି ବିଭାଗ ଅଧୀନରେ ସମସ୍ତ ଜିଲାରେ କାର୍ଯ୍ୟକାରୀ ହେଉଥିବା କୃଷି ବୈଷୟିକ ପରିଚାଳନା ଏଜେନ୍ସି(ଆତ୍ମା)କୁ ଅନୁଦାନ...
ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ
କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ ଭାବେ ପକାଯାଉଥିବା ସହରର ବର୍ଜ୍ୟବସ୍ତୁରେ ନିଆଁ ବ୍ୟାପିଥିବା କୁହାଯାଉଛି। ନିଆଁକୁ ତୁରନ୍ତ ଆୟତ୍ତ...
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡ
ଜୟପୁର,୧୧ା୧୧(ନି.ପ୍ର.): ନାବାଳିକା ବଳାତ୍କାର ମାମଲାର ବିଚାର କରି ବିଚାରପତି ପ୍ରଦୀପ କୁମାର ସାସମଲ ଗୁରୁବାର ଅଭିଯୁକ୍ତ ବଦଳିଗୁଡ଼ାର ବିପିନ ସୁନା(୨୩)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା...
ଆମ୍ବୁଲାନ୍ସରେ ଚାଲାଣ କରୁଥିଲେ ଗଞ୍ଜେଇ
ଭଦ୍ରକ ଅଫିସ,୧୧।୧୧: ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ। ଗୁରୁବାର ଯାଞ୍ଚ ବେଳେ ଭଦ୍ରକ ଟାଉନ ଥାନା ପୋଲିସ ଆମ୍ବୁଲାନ୍ସ ସହ ୫୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ସୂଚନା ଅନୁଯାୟୀ, ଆମ୍ବୁଲାନ୍ସଟି ଗଞ୍ଜେଇ ନେଇ କଟକରୁ ଭଦ୍ରକ ଅଭିମୁଖେ...
Archives


