ଶୁକ୍ରବାର ୬ ଘଣ୍ଟିଆ ‘ଓଡ଼ିଶା ବନ୍ଦ’
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ସକାଳ ୬ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ଜରୁରୀକଳୀନ ଓ ମେଡିକାଲ...
କାଜୁ ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧାର
ନିରାକାରପୁର,୧୧।୧୧(ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡା ପଞ୍ଚାୟତ ମୋଟା କାଜୁ ଜଙ୍ଗଳରୁ ଟାଙ୍ଗୀ ବ୍ଲକ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୈଦ୍ୟନାଥ ସାହୁଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରାଯାଇଛି। ବୈଦନାଥ ବୁଧବାର ଅଫିସ କାର୍ଯ୍ୟ କରିବା...
ଇନ୍ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ
କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ ଗୁରୁବାର ...
ସାଇବର ଠକେଇ ଜାଲରେ ଓକାକ୍ର ମୁଖ୍ୟ
ଭୁବନେଶ୍ବର,୧୧।୧୧(ବ୍ୟୁରୋ): ସାଇବର ଠକେଇ ଜାଲରେ ଓକାକ୍ର ମୁଖ୍ୟ ମନୋଜ କୁମାର ପଟ୍ଟନାୟକ। ଓଡିଶା କମ୍ପୁଟର ଆପ୍ଲିକେଶନ ସେଣ୍ଟର (ଓକାକ) ମୁଖ୍ୟଙ୍କ ହ୍ବାଟ୍ସଆପ ନମ୍ବର ହ୍ୟାକ କରି ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ହ୍ବାଟ୍ସଆପ ହ୍ୟାକ କରିବା ପରେ...
ଲଘୁଚାପ ସକ୍ରିୟ, କିଛି ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା...
ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।...
ରାଜ୍ୟରେ ୨୭୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ୧୧୩...
ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ
ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ ନେତୃତ୍ୱ ପ୍ରତି ଆସ୍ଥାପ୍ରକଟ କରି ଅନ୍ୟ ଦଳରୁ ଶତାଧିକ କର୍ମୀ ଆସି ଭାଜପାରେ...
ଖୋଲା ବଜାରରୁ ବିହନ କିଣୁଛନ୍ତି ଚାଷୀ
ରସୁଲପୁର,୧୧।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଚିନାବାଦାମ ଚାଷ ଆରମ୍ଭ ହେଲାଣି। ତେବେ ସରକାରୀ ବିହନ ମିଳୁ ନ ଥିବାରୁ ଚାଷୀ ଖୋଲା ବଜାର ଉପରେ ନିର୍ଭର କରୁଛନ୍ତି। ଏଥିଲାଗି ଆର୍ଥିକ ବୋଝର ଶିକାର ହେଉଛନ୍ତି। ତେଣେ ରବି ଋତୁକୁ ନେଇ...
ସାର୍ଟିଫିକେଟ ଲାଗି ସ୍କୁଲରେ ତାଲା ପକାଇଲେ ଛାତ୍ରୀ
ବିଞ୍ଝାରପୁର,୧୧।୧୧(ଡି.ଏନ.ଏ.): ବିଦ୍ୟାଳୟରେ ସାର୍ଟିଫିକେଟ ପ୍ରଦାନ ପାଇଁ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ଆସିଛି। ତେବେ ଲାଞ୍ଚ ନେଇ ମଧ୍ୟ ସାର୍ଟିଫିକେଟ ନ ଦେବାରୁ ଛାତ୍ରୀ ବୁଧବାର ବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି। ଜିଲା ଶିକ୍ଷାଧିକାରୀ ରଞ୍ଜନ ଗିରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ...
କଳିଙ୍ଗନଗରରେ ବେଆଇନ ଚିପ୍ସ ୟାର୍ଡ
ଯାଜପୁର ଅଫିସ,୧୧।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟସ୍ଥ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ବେଆଇନ ଚିପ୍ସ ପାହାଡ଼ ଭଳି ଗଦା ହୋଇଛି। ଲୋକାୟୁକ୍ତରେ ମାମଲା ରୁଜୁ ହେବାପରେ ଗତ ଜୁଲାଇ ମାସରେ...
ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା
ବିରିଡ଼ି,୧୧।୧୧(ଡି.ଏନ୍.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ ଗୃହ ନିର୍ମାଣ ଆରମ୍ଭ କରିଛନ୍ତି। ହେଲେ ଯେଉଁ ସ୍ଥାନରେ ଗୃହ କରାଯାଉଛି,...
Archives


