ରାଜ୍ୟ

ମହାଧିବେଶନ ସଫଳ ସମ୍ପର୍କରେ ଆଲୋଚନା

ବଇଣ୍ଡା,୧୨।୩(ଡି.ଏନ.ଏ.) ଅଖିଳ ଭାରତୀୟ ଗୋଣ୍ଡୱାନାର ଅନ୍ତଃରାଷ୍ଟ୍ରୀୟ ମହାଧିବେଶନ ଡିସେମ୍ବର ମାସରେ ଅନୁଷ୍ଠିତ ହେବ। ଏ ନେଇ ରବିବାର କିଶୋରନଗର ବ୍ଲକ ନାକିଚି ଡାକ ବଙ୍ଗଳା ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ ଜିଲା ସଭାପତି ସଦାଶିବ ନାୟକଙ୍କ ସଭାପତିତ୍ୱରେ…

ଅଚଳ ନଳକୂପ ମରାମତି କର

ବଇଣ୍ଡା,୧୨।୩(ଡି.ଏନ.ଏ.) ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାରେ କିପରି ସୁଧାର ଅଣାଯିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ଏହି ଯୋଜନାକୁ କିଭଳି ସମସ୍ତ ପରିବାର ନିକଟରେ ପହଞ୍ଚାଯାଇ ପାରିବ ସେଥିପ୍ରତି ପଞ୍ଚାୟତ ପ୍ରତିନିଧିମାନେ…

‘ସମସ୍ତଙ୍କ ସହଯୋଗରେ ବିକାଶ ସମ୍ଭବ’

ଢେଙ୍କାନାଳ ଅଫିସ,୧୨।୩ ଢେଙ୍କାନାଳ ଜିଲାରେ ଉନ୍ନୟନମୂଳକ ଯୋଜନାର ସଫଳ ରୂପାୟନ ନିମନ୍ତେ ସୋମବାର ଜିଲା କାର୍ଯ୍ୟାଳୟ ଓସ୍‌ୱାନ୍‌ ଭିଡିଓ କନଫରେନ୍ସିଂ ହଲ୍‌ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଯୋଗଦେଇ ସମସ୍ତଙ୍କ ସହଯୋଗରେ ଜିଲାର…

ସୁଧୁରୁନି ହଳଦୀପଦା ଷ୍ଟେଶନ ସମସ୍ୟା

ରୂପସା, ୧୨।୩(ଡି.ଏନ.ଏ.) ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟା ସମାଧାନ ହେଉନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ପ୍ରତିବାଦରେ ଆସନ୍ତା ୧୮ତାରିଖରେ ହଳଦୀପଦା…

ମିଳିଲା ୩ ସାଙ୍ଗଙ୍କ ମୃତଦେହ

କଟକ ଅଫିସ,୧୨।୪: କଟକ ଯୋବ୍ରା ଆନିକଟରେ ୩ ଯୁବକ ଭାସିଯିବା ଘଟଣାରେ ମଙ୍ଗଳବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ଚାଲିଥିବା ସର୍ଚ୍ଚ ଅପରେସନ ବେଳେ ସିଦ୍ଧିକ ଖାନଙ୍କ ମୃତଦେହ ମିଳିଛି । ସୋମବାର ଆୟୁର ଖାନଙ୍କ…

‘ମୟୂରଭଞ୍ଜକୁ ପରିଚୟ ଦେଇଛନ୍ତି ଛଉ କଳାକାର’

ବାରିପଦା ଅଫିସ,୧୨ା୪ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ସୋମବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ପ୍ରସିଦ୍ଧ ଛଉ ନୃତ୍ୟର ପ୍ରଚାର ପ୍ରସାର ଦିଗରେ ପ୍ରଶାସନ ପକ୍ଷରୁ ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ…

ସୂର୍ଯ୍ୟମୁଖୀ ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୧୨ା୪ ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ନିମନ୍ତେ ଯୋଜନା ପରେ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କାର ଅର୍ଥ ଖର୍ଚ୍ଚ କରିବାରେ ଲାଗିଛନ୍ତି। ହେଲେ ସଂପୃକ୍ତ ସରକାରୀ କଳର ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାରେ କୃଷି…

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ହେଁ ଅଦ୍ୟାବଧି ସୂଚନାଫଳକ ଲଗାଯାଇ ନ ଥିବାରୁ ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା…

ଶିମିଳିପାଳରେ ଫ୍ଲାଗ୍‌ମାର୍ଚ୍ଚ

ବାରିପଦା ଅଫିସ,୧୨।୩ ଶିମିଳିପାଳ ଅଭୟାରଣ୍ୟରେ ଶିକାର ରୋକିବା ଓ ବନାଗ୍ନିରୁ ସୁରକ୍ଷା ଯୋଗାଇବା ପାଇଁ ବନ ବିଭାଗ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ ଏବଂ କମ୍ବିଂ ଅପରେଶନ ଆରମ୍ଭ ହୋଇଛି। ଶିକାର ଉଦ୍ଦେଶ୍ୟରେ ଶିକାରୀମାନେ ଅଭୟାରଣ୍ୟରେ ନିଅଁା ଲଗାଉଥିବା ବେଳେ ବନ୍ୟଜନ୍ତୁ ବିପଥଗାମୀ ହୋଇ…

ରାତି ଦିନ ଚାଲିଛି ମାଟି ବୁହା

ରୂପସା, ୧୨ା୪ (ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଗଡ଼ପଦା ପଞ୍ଚାୟତରେ ଗୋଚର ଜମିରୁ ବେଆଇନ ମାଟିଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ରବିବାର ଗଣମାଧ୍ୟମ ପ୍ରତିନିଧିଙ୍କ…

କରୋନାରେ ଜଣଙ୍କ ଜୀବନ ଗଲା

ଭୁବନେଶ୍ବର,୧୨।୩:ରାଜ୍ୟରେ ମଙ୍ଗଳବାର କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Details of cases confirmed as death due to Covid-19, after due completion of death…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୯ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri