ରାଜ୍ୟ

ସ୍ବାମୀଙ୍କ ମୃତ୍ୟୁକୁ ସହି ପାରିଲେନି, ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ପଡିଲେ ସ୍ତ୍ରୀ

ବଲାଙ୍ଗୀର ,୨୪।୪ (ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ଅଘଟଣ ଘଟଣା ଘଟିଯାଇଛି। ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ଜଣେ ମହିଳା ଜୀବନ ହାରିଛନ୍ତି। ମୃତ ମହିଳାଙ୍କ ନାଁ ପଦ୍ମିନୀ ବାଗ । ତାଙ୍କ…

ବାଇକ୍‌ଚାଳକଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲେ ହାଇଓ୍ବା ଚାଳକ, ପରେ ସାଧାରଣ ଦର୍ଶକ ଭାବେ ଆସି…

ବାରଙ୍ଗ,୨୪ା୪(ଲିଙ୍ଗରାଜ ରାଉତ): କଟକ ଜିଲା ଗୋଡ଼ିସାହି ଫାଣ୍ଡି ଅନ୍ତର୍ଗତ ରତାଗଡ଼ ରେଳ ପୋଲ ନିକଟରେ ବେଆଇନ ମୋରମ ବୋଝେଇ ହାଇଓ୍ବା ଧକ୍କାରେ ଜଣେ ବାଇକ୍‌ଚାଳକଙ୍କ ଜୀବନ ଯାଇଛି। ପୋଲିସ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦୁର୍ଘଟଣାଗ୍ରସ୍ତ ଗାଡ଼ି…

ରବିଧାନ ସଂଗ୍ରହ କମିଟି ବୈଠକ: ମେ’ ୧୧ରୁ ରବିଧାନ କିଣାବିକା

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ’ ୧୧ତାରିଖରୁ ଜିଲାରେ ରବିଧାନ କିଣାବିକା ଆରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ଜନପ୍ରତିନିଧି, ମିଲର୍ସ,…

ପିଚୁ ରାସ୍ତା ଖୋଳି ପାଇପ୍‌ ଲାଇନ ବିଛାଉଛି କମ୍ପାନୀ, ବିନା ଅନୁମତିରେ…

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମେଗା ପାନୀୟ ଜଳ ଯୋଗାଣ ପାଇଁ ପାଇପ ଲାଇନ୍‌ ବିଛାଇବା କାର୍ଯ୍ୟକୁ ଠିକାରେ ନେଇଥିବା କମ୍ପାନୀ ମନଇଚ୍ଛା ବିନା ଅନୁମତିରେ ପିଚୁ ଓ କଂକ୍ରିଟ ରାସ୍ତା ଖୋଳି ନଷ୍ଟ କରୁଥିବା ଦେଖିବାକୁ…

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଜୀବନ

ଗୁଣୁପୁର,୨୪ା୪(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣୁପୁର ଥାନା ଅନ୍ତର୍ଗତ ସିର୍ଜୁଳିଗଠଲପଦର ମୁଖ୍ୟ ରାସ୍ତାରେ ଗୋଟିଏ ଦିନରେ ପୃଥକ୍‌ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ହୋଇଥିବା ଖବର ମିଳିଛି। ପ୍ରଥମ ଦୁର୍ଘଟଣା ଜଗନ୍ନାଥପୁର ପଞ୍ଚାୟତର…

ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏହି ଦିନଠୁ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୪(ସୁନିତ ମିଶ୍ର): ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ…

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ବିଭିନ୍ନ ଥାନାରେ ନେତାଙ୍କୁ ଅଟକ ରଖିଲା ପୋଲିସ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ଆଜି ବଲାଙ୍ଗୀର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଗସ୍ତ ପୂର୍ବରୁ ଜିଲାର ବିଭିନ୍ନ ଥାନାରେ…

ଜଳସ୍ତର ନିମ୍ନଗାମୀ: ପାଣି ମୁନ୍ଦେ ପାଇଁ ଜନବସତିମୁହାଁ ହେଉଛନ୍ତି ପଶୁପକ୍ଷୀ, ଫାଇଦା ଉଠାଉଛନ୍ତି ଶିକାରୀ

ମହାକାଳପଡ଼ା, ୨୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପଶ୍ଚିମା ପବନ ବହିବା ଯୋଗୁ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ଜଳସ୍ତର ନିମ୍ନଗାମୀ ହେଲାଣି। ଫଳରେ ଜଙ୍ଗଲୀ ଜନ୍ତୁ ଓ ପଶୁପକ୍ଷୀଙ୍କ ପାଇଁ…

ହାତୀର ରାଗ ବନକର୍ମଚାରୀଙ୍କ ଉପରେ ଛାଡିଲେ ସ୍ଥାନୀୟ ଲୋକେ, ନିର୍ଘାତ ମାଡ଼ ମାରି…

ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଦନ୍ତାହାତୀ ଘର ଭାଙ୍ଗିବା ପରେ ସ୍ଥାନୀୟ ଲୋକେ ବନକର୍ମଚାରୀଙ୍କୁ ନିର୍ଘାତ ମାଡ଼ ମାରିଛନ୍ତି । ହାତୀକୁ ଟ୍ରାକ କରୁଥିବା ବନବିଭାଗ ଗାଡିକୁ ଭାଙ୍ଗିବା ସହ ବନ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ସୂଚନା ରହିଛି । ଡୁକୁରା ବନାଞ୍ଚଳ…

ଫେଲ୍ ମାରିଛି ବସୁଧା ଯୋଜନା, ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ

ଆର ଉଦୟଗିରି,୨୪।୪(ମନୋଜ କୁମାର ପାଢୀ): ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ରସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଆସୁଛନ୍ତି । ସେଥି ମଧ୍ୟରୁ ବସୁଧା ଯୋଜନା ଅନ୍ୟତମ ।…

ଘରେ କେହି ନଥିବା ସୁଯୋଗ ନେଇ ଲୁଟିନେଲେ ଦୁର୍ବୃତ୍ତ, ୩ ଲକ୍ଷ ସହ ସୁନା ଗହଣା…

କଲ୍ୟାଣସିଂହପୁର,୨୪।୪(ଦୀପକ କୁମାର ପରିଡା): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି ନଥିବା ସୁଯୋଗ ନେଇ ଦୁର୍ବୁତ୍ତମାନେ ଲୁଟ୍ କରିଥିବା ଘଟଣା ସମ୍ମୁଖକୁ ଆସିଛି ।…

ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ

ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୧୬୬/୨୬) ରୁଜୁକରି ଅଭିଯୁକ୍ତ ସ୍ବାମୀ ଜଗଦୀଶ ପାତ୍ରଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?