ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଟେଲି ପୁରସ୍କାର ପାଇଁ ୨୦ ବିଭାଗରେ ମୋଟ ୩ଲକ୍ଷ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ଭାବେ ‘କାଳିଆ କରୁଛି ଲୀଳା’ ପୁରସ୍କାର ପାଇବାକୁ ଥିବାବେଳେ ଏହାର ପ୍ରଯୋଜକ ଭାବେ...
ଘନଶ୍ୟାମ ମହାପାତ୍ରଙ୍କୁ ‘ଶ୍ରୀ ଜୟଦେବ ସମ୍ମାନ’
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ପ୍ରଦାନ କରାଯିବ। ଏନେଇ ଶୁକ୍ରବାର ସଂସ୍କୃତି ଭବନ...
ବାଧୁଛି କିରୋସିନ ଦର
ଶୁଭାଶିଷ ପାଢ଼ୀ ସମ୍ବଲପୁର,୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାରଙ୍କୁ ଅଡୁଆରେ ପକାଇଛି। ବିଭିନ୍ନ ରାଜନୈତିକ ଦଳ ଏହା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ସାଧାରଣ ଖାଉଟିଙ୍କ ମଧ୍ୟରେ...
ଗିରଫ ହେଲେ ୮ ମାଓବାଦୀ
ମାଲକାନଗିରି,୬ା୧୧(ଡି.ଏନ.ଏ.): ଜଙ୍ଗଲରେ ସର୍ଚ୍ଚ ଅପରେଶନ ଚାଲିଥିବା ସମୟରେ ଶୁକ୍ରବାର ସୁକ୍ମା ପୋଲିସ ହାତରେ ୮ ମାଓବାଦୀ ଧରାପଡିଛନ୍ତି। ଜିଲାର ଚିନ୍ତଲନାର ଥାନା ଅନ୍ତର୍ଗତ ମୋରାପାଲ୍ଲି, ତିମ୍ମାପୁରମ ଓ ଜଜ୍ବାଗଟା ଜଙ୍ଗଲରେ ଡିଆରଜି ଓ ୨୦୧ କୋବ୍ରା ବାଟାଲିୟନ ଯବାନମାନେ ମିଳିତ...
୩ ଟଙ୍କା ଭାଟ୍ କମାଇଲେ ରାଜ୍ୟ ସରକାର
ଭୁବନେଶ୍ୱର, ୬।୧୧(ବ୍ୟୁରୋ): କେନ୍ଦ୍ର ସରକାର ବୁଧବାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଟିକସ ହ୍ରାସ କରିବା ପରେ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍) ହ୍ରାସ କରିଛନ୍ତି। ହୁ ହୁ ହୋଇ ବଢୁଥିବା ଇନ୍ଧନ ମୂଲ୍ୟରୁ...
ପୋଖରୀରେ ବୁଡ଼ିଗଲେ ୨ ଶିଶୁ
ବୈପାରିଗୁଡ଼ା,୫ା୧୧ (ଡି.ଏନ୍.ଏ.): କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ରାମଗିରି ଫାଣ୍ଡି ମାଠପଡା ପଞ୍ଚାୟତର ଗଇପଦର ଗ୍ରାମରେ ଶୁକ୍ରବାର ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଲକ୍ଷ୍ମଣ ଗୋଲରିଙ୍କ ଝିଅ ମଙ୍ଗଳଦେଈ ଗୋଲରି (୬) ଏବଂ କେଶବ...
୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍ଆଇ
ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଆନ୍ଦୋଳା ଅଞ୍ଚଳର ଏକ ନାବାଳିକା ଅପହରଣ ମାମଲାରେ...
ଜାଲ୍ ସାର୍ଟିଫିକେଟ୍ ପାଇଁ ବନ୍ଧା ହେଲେ ଶିକ୍ଷକ
ଆସିକା,୫ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଜାଲ୍ ସାର୍ଟିଫିକେଟ୍ ଦେଇ ଶିକ୍ଷକତା କରୁଥିବା ଜଣେ ଶିକ୍ଷକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଆସିକା ବ୍ଲକ ଅଧୀନ ପାଣ୍ଡିଆପଥର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବାୟାମନ...
କାନ୍ଥ ଭଙ୍ଗା ହେଉଥିବା ବେଳେ ଗଲା ଶିଶୁର ଜୀବନ
କେନ୍ଦୁଝର,୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ ଗୋଳାବନ୍ଧ ଗ୍ରାମରେ ଶୁକ୍ରବାର ମାଟି କାନ୍ଥ ପଡ଼ି ଜଣେ ୨ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ଘରର କାନ୍ଥ ଭଙ୍ଗା ଯାଉଥିବା ବେଳେ ଚାପି ହୋଇ ଶିଶୁର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...
ଜାମିନରେ ଆସିଥିବା ପୂର୍ବତନ ସରପଞ୍ଚଙ୍କୁ ହାଣି ଦେଲେ
ବ୍ରହ୍ମପୁର ଅଫିସ,୫।୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ଗ୍ରାମର ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ବିଷୋୟୀଙ୍କୁ ଶୁକ୍ରବାର କିଛି ଦୁର୍ବୃତ୍ତ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ସୁକୁଣ୍ଡା ରାସ୍ତାରେ ଦୁର୍ବୃତ୍ତମାନେ ଖଣ୍ଡା,...
ପୁଣି ଆସୁଛି ଏକ ଲଘୁଚାପ
ଭୁବନେଶ୍ୱର,୫।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଟୁଇଟ୍ କରି ଏହି ସୂଚନା ଦିଆଯାଇଛି । ଅନ୍ୟପକ୍ଷେ ଆଗାମୀ କିଛି...
ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର, ଶ୍ରେଷ୍ଠ ଅଭିନେତା ସରୋଜ
ଭୁବନେଶ୍ୱର, ୫।୧୧(ବ୍ୟୁରୋ): ୩୧ତମ ରାଜ୍ୟ ଚଳଚ୍ଚିତ୍ର ଓ ଅଷ୍ଟମ ଟେଲି ପୁରସ୍କାର ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଜଣାଶୁଣା ପ୍ରଯୋଜକ ତଥା ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ସମ୍ମାନଜନକ ଜୟଦେବ ପୁରସ୍କାର ପ୍ରଦାନ କରାଯିବ। ସେହିପରି ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା...
Archives


