ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ଦିନ ହେବ ଜନତା କର୍ଫ୍ୟୁ

ଭବାନୀପାଟଣା,୫।୧୧(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣା ରାଜ୍ୟରେ ଏବେ ହଇଚୟ ସୃଷ୍ଟି କରିଛି। ମମିତାଙ୍କୁ ନ୍ୟାୟ ଦେବା ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ ଲଢେଇକୁ ଜୋରଦାର କରିଛନ୍ତି। ଆସନ୍ତା ୮ ତାରିଖରେ...

ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ଯୋଗ ଦେବେ। ନବରଙ୍ଗପୁରରେ ଆସନ୍ତାକାଲି ପ୍ରଦୀପ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ...

ମମିତା ହତ୍ୟା ମାମଲା: ପୋଲିସ ହାତରେ ଲାଗିଲା ଆଉ କିଛି ନୂଆ ତଥ୍ୟ

ଭବାନିପାଟଣା,୫।୧୧(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ପୋଲିସକୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। । ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା କରିବା...

ଟିକାକରଣକୁ ଅଧିକ ତ୍ୱରାନିତ କରିବାକୁ ପରାମର୍ଶ

ଭୁବନେଶ୍ବର,୫।୧୧(ବ୍ୟୁରୋ): ଅନ୍ୟ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟରେ ଟୀକାକରଣକୁ ଅଧିକ ତ୍ୱରାନିତ କରାଯାଉଛି । ୨ ଡୋଜ ଟିକା ନେଲା ପରେ ବି କୋଭିଡ ନିୟମ ମାନିବା ସହ ଗହଳି ଜାଗାରୁ ଦୁରେଇ ରହିବାକୁ ହେବ ବୋଲି ପରିବାର...

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ...

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୯୪୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ...

ଶିକ୍ଷକ ଚୟନ ପରୀକ୍ଷାର ପ୍ରଶ୍ନପତ୍ର ଭାଇରାଲ: ୭ଦିନ ପରେ ଥାନାରେ ଏତଲା

ଅମରପାଲି,୪।୧୧(ଡି.ଏନ.ଏ): ଶିକ୍ଷକ ଚୟନ ପାଇଁ ଗତ ଅକ୍ଟୋବର ୨୫ରୁ ୨୮ ତାରିଖ ମଧ୍ୟରେ ଟିଜିଟି ବିଜ୍ଞାନ ଓ କଳା କମ୍ପ୍ୟୁଟର ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷାର ଦ୍ୱିତୀୟ ଦିନ ତଥା ୨୬ ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା। ୭ ଦିନ...

ଦୀପାବଳିରେ ଯାଇଥିଲେ ବଡବଡୁଆ ଡାକିବାକୁ ଦଳିଦେଲା ହାତୀ

ନିରାକାରପୁର,୪।୧୧(ଡି.ଏନ୍‌.ଏ ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଛଣଗିରି ପଞ୍ଚାୟତ ଅଞ୍ଚଳରେ ଗୁରୁବାର ରାତିରେ ଏକ ହନ୍ତା ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଛଣଗିରି ପଞ୍ଚାୟତ ରମାବିଲି, ନରସିଂହ ପାଟଣା ଗ୍ରାମର ଶରତ...

ମହଙ୍ଗା ପଡ଼ିଲା ପୋଲିସ ଭ୍ୟାନରେ ଚୋରା କାଠ ଚାଲାଣ

ପାରଳାଖେମୁଣ୍ଡି,୪।୧୧: ଗଜପତି ଜିଲାରେ ପୋଲିସ ଭ୍ୟାନ୍‌ ଯୋଗେ କାଠ ଚୋରା ଚାଲାଣ ମାମଲାରେ ଅଟକ ଥିବା ୪ ପୋଲିସ କର୍ମଚାରୀଙ୍କୁ ବନ ବିଭାଗ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାରଳାଖେମୁଣ୍ଡି ରିଜର୍ଭ ପୋଲିସ...

ଟ୍ରକ୍‌ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଝାରସୁଗଡ଼ା ଅଫିସ,୪।୧୧: ଝାରସୁଗଡ଼ା ଜିଲା ରେଙ୍ଗାଲି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ କତରବଗା ନିକଟରେ ଗୁରୁବାର ଅପରାହ୍ନରେ ଏକ ୧୪ ଚକିଆ ମାଲ୍‌ ବୋଝେଇ ଟ୍ରକ୍‌ ଏକ ବାଇକ୍‌(ନଂ.ଓଆର୍‌ ୨୩ଏଲ୍‌-୪୭୨୩)କୁ ଧକ୍କା ଦେଇଛି। ଫଳରେ ବାଇକ୍‌ରେ ଥିବା...

ରାଜଧାନୀରୁ ୨୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ଛକ ନିକଟରୁ ୨୭୩ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ ମୋବାଇଲ ଓ ଏକ ବାଇକ୍‌ ମଧ୍ୟ ଜବତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri