ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୋଳ ଓ ପୁରୀରୁ ଜଣେ ଲେଖାଏ...
ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୧ କରୋନା ପଜିଟିଭ୍
ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ଏନ୍ଏଚ୍ କର୍ତ୍ତୃପକ୍ଷଙ୍କୁ ଘେରିଲେ ଲୋକେ
ପାଣିକୋଇଲି,୪।୧୧(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥ (ଏନ୍ଏଚ୍)ର ସମ୍ପ୍ରସାରଣରେ ବିଭାଗୀୟ ତ୍ରୁଟିପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ସ୍ଥାନୀୟ ଲୋକଙ୍କ ପାଇଁ କାଳ ହୋଇଛି। ଏହିକ୍ରମରେ ବୁଧବାର ଏନ୍ଏଚ୍ର ଶର୍ମା ପେଟ୍ରୋଲ ପମ୍ପ ନିକଟରେ ଥିବା ଡାଇଭର୍ସନକୁ କମ୍ପାନୀ ପକ୍ଷରୁ କଂକ୍ରିଟ ୱାଲ ଦେଇ...
୧୧,୫୨୬ ହିତାଧିକାରୀଙ୍କୁ ୧୧୧ କୋଟି ଋଣ
ଜଗତ୍ସିଂହପୁର ଅଫିସ, ୪।୧୧: ୧୧,୫୨୬ ହିତାଧିକାରୀଙ୍କୁ ୧୧୧.୬୪ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି । ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି), ବ୍ୟକ୍ତିଗତ, କଞ୍ଜୁମର ଡୁରେବ୍ଲ, ଗାଡି, ଘର, କୃଷି, ପ୍ରାଣୀ, ପିଏମ୍ଇଜିପି, କେସିସି ସମେତ ମୁଦ୍ରା ଋଣ ଆକାରରେ...
ଢିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବିଫଳ
କୁଜଙ୍ଗ,୪।୧୧(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ଏରସମା ତହସିଲ ଢ଼ିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବୁଧବାର ଦ୍ୱିତୀୟ ଦିନରେ ବିଫଳ ହୋଇଛି। ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ୍ ଘଟଣାସ୍ଥଳରେ ମୁତୟନ ରହିଛନ୍ତି। ସୂଚନାଯୋଗ୍ୟ ଏରସମା ତହସିଲ ଅନ୍ତର୍ଗତ...
ଶ୍ରୀମନ୍ଦିର ଚାରିପାଖେ ୧୪୪ ଧାରା
ପୁରୀ ଅଫିସ,୪।୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଗୁରୁବାର ଦୀପାବଳିରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି ହୋଇଛି। ସେହିପରି ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱରେ ଜନସମାଗମ ନ ହେବା ପାଇଁ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ଭୋର ୪ଟାରୁ...
ଜିଲାପାଳଙ୍କ ଅଫିସ୍ ଲିଫ୍ଟରେ ଫସିଲେ ୮ ଆଇନଜୀବୀ
ପୁରୀ ଅଫିସ,୪।୧୧: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ଲିଫ୍ଟରେ ବୁଧବାର ୮ଜଣ ଆଇନଜୀବୀ ପ୍ରାୟ ୨୦ ମିନିଟ ଫସିରହିଥିଲେ। ଏହି ସମୟରେ ସେମାନେ ଅଣନିଃଶ୍ୱାସୀ ଅନୁଭବ କରିଥିଲେ। ଏ ନେଇ ଜଣାପଡ଼ିବା ପରେ ଲିଫ୍ଟ ଚାବି ଖୋଲାଯାଇ ସେମାନଙ୍କୁ ଉଦ୍ଧାର...
କୁଚିଣ୍ଡାରେ କଂଗ୍ରେସ, ଭାଜପାର ୧୨ଘଣ୍ଟିଆ ବନ୍ଦ
କୁଚିଣ୍ଡା,୪।୧୧(ଡି.ଏନ.ଏ.): ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କୁଚିଣ୍ଡା ଗସ୍ତ ବେଳେ କଂଗ୍ରେସ ନେତାଙ୍କୁ ଆକ୍ରମଣ ପ୍ରତିବାଦରେ ବୁଧବାର ଭାଜପା ଓ କଂଗ୍ରେସ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ନେତା ଓ କର୍ମୀମାନେ ପିକେଟିଂ କରି ଦୋକାନ ବଜାର, ଯାନବାହନ...
ବିଜେଡି ଛାଡ଼ିଲେ ସଞ୍ଜୀବ
ଅନୁଗୋଳ ଅଫିସ,୪।୧୧: ଓଡ଼ିଶା ବିଧାନସଭାକୁ ୪ ଥର ନିର୍ବାଚିତ ହୋଇଥିବା ଓ ଏକାଧିକଥର ମନ୍ତ୍ରୀ ପଦ ପାଇଥିବା ବିଜୁ ଜନତା ଦଳର ବରିଷ୍ଠ ନେତା ସଞ୍ଜୀବ କୁମାର ସାହୁ ବୁଧବାର ବିଜେଡି ସହ ସମ୍ପର୍କ ଛିନ୍ନ କରିଛନ୍ତି। ଅନୁଗୋଳଠାରେ ଆୟୋଜିତ...
‘ବିଜେଡି, ଭାଜପା ସହ ଯିଏ ସମ୍ପର୍କରେ ଅଛ ସଜାଗ ରୁହ’
ଭୁବନେଶ୍ୱର,୪।୧୧(ବ୍ୟୁରୋ): ଯିଏ କଂଗ୍ରେସରେ ରହି ବିଜେଡି ଏବଂ ଭାଜପା ସହ ସମ୍ପର୍କରେ ଅଛ ସେମାନେ ଆଉ ଏ ଦଳରେ ରୁହନାହିଁ। ସେମାନଙ୍କ ବିଷୟରେ ମୋ ପାଖରେ ତଥ୍ୟ ଅଛି। ଯଦି ନିଜର ଏଭଳି କାର୍ଯ୍ୟରୁ ବିରତ ନ ରୁହ ଆଉ...
ନୂଆବର୍ଷ ସୁଦ୍ଧା ସବୁ ସ୍କୁଲ ଖୋଲିଯିବ
ଭୁବନେଶ୍ୱର/ସମ୍ବଲପୁର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ଚିନ୍ତା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ...
ମାର୍କଫେଡ୍ ଦ୍ୱାରା ଚାଷୀଙ୍କୁ ସାର ଯୋଗାହେବ
ଭୁବନେଶ୍ୱର,୪।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଅନ୍ତର୍ଗତ କାର୍ଯ୍ୟକ୍ରମରେ ମାର୍କଫେଡ୍ର ସାର ଯୋଗାଣ ଓ ଆର୍ଥିକ ବ୍ୟବସ୍ଥାର କମ୍ପ୍ୟୁଟରୀକରଣ କରାଯାଇଛି। ମାର୍କଫେଡ୍ ଦ୍ୱାରା ରାଜ୍ୟର ଚାଷୀଙ୍କୁ ସାର ଯୋଗାଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛ ଓ ପାରଦର୍ଶୀ କରାଯିବା ସହିତ...
Archives


