ରାଜ୍ୟ

ପୌର ନିର୍ବାଚନ ପାଇଁ ୨ ରଙ୍ଗର ବାଲଟ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନରେ ପ୍ରଥମ ଥର ଲାଗି ଭୋଟରମାନେ ପ୍ରତ୍ୟକ୍ଷ ମତଦାନରେ ସିଧାସଳଖ ମେୟର ଓ ପୌରାଧ୍ୟକ୍ଷ ବାଛିବେ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ମତଗ୍ରହଣ ହେବ। ଗୋଟିଏ ବୁଥ୍‌ରେ ୨ଟି ଇଭିଏମ୍‌ ରହିବ। ଗୋଟିଏ ଇଭିଏମ୍‌ କାଉନସିଲର/କର୍ପୋରେଟରଙ୍କ…

ମହାନଦୀ ବାର୍ଫି ପ୍ରକଳ୍ପରେ ଏନ୍‌ଜିଟି ରୋକ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମହାନଦୀ ବେଳାଭୂମିରେ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ବାଲିଯାତ୍ରା ନଦୀ ସମ୍ମୁଖ ବିକାଶ(ବାର୍ଫି) ପ୍ରକଳ୍ପକୁ ଲାଗିଛି ବଡ଼ ଝଟ୍‌କା। ମହାନଦୀ କୂଳରେ କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଶନିବାର ରୋକ ଲଗାଇଛନ୍ତି। ମହାନଦୀ କୂଳର କୌଣସି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୮୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨,୦୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୫୫,୯୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନରଙ୍କ ପରଲୋକ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ତଥା ଅବସରପ୍ରାପ୍ତ ଆଇଏଏସ୍‌ ଦେବେନ୍ଦ୍ର କୁମାର ମିଶ୍ରଙ୍କର ଶନିବାର ମଧ୍ୟାହ୍ନରେ ପରଲୋକ ହୋଇଛି। କରୋନାରୁ ସୁସ୍ଥ ହେବା ପରେ ତାଙ୍କର ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇଥିଲା। ତେଣୁ ତାଙ୍କୁ ରାଜଧାନୀର ଏକ ହସ୍ପିଟାଲରେ ଭର୍ତ୍ତି…

ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌: ୧୪ ସୁଦ୍ଧା ଅଞ୍ଚଳ ଛାଡ଼ିବେ ନେତା-କର୍ମୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହିଦିନ ୨୦୨ ଜିଲା ପରିଷଦ ଜୋନର ୧୬୬୯ ପଞ୍ଚାୟତରେ ନିର୍ବାଚନ ହେବ । ଏଥିଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ଅଞ୍ଚଳଗୁଡ଼ିକରେ ପ୍ରଚାର କରୁଥିବା ବାହାରର ନେତା ଏବଂ କର୍ମୀଙ୍କୁ…

କେନ୍ଦ୍ରକୁ ଚିଠି ଲେଖିବେ ବାଚସ୍ପତି

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କେନ୍ଦ୍ରକୁ ୨ଟି ଚିଠି ଲେଖିବେ । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ। କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି ଭୁଲ…

ପୁଣି ପୋଷ୍ଟର ଜାରି କଲେ ମାଓବାଦୀ, ଭୋଟ ବର୍ଜନ ପାଇଁ ଆହ୍ବାନ

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓବାଦୀ ସଙ୍ଗଠନ କନ୍ଧମାଳ ଜିଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି। ଶନିବାର ପୁଣି କନ୍ଧମାଳ ଜିଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ ଡିଭିଜନରେ…

ଏଡିଏମ୍‌ ବିଶ୍ୱଜିତ୍‌ଙ୍କ କୁବେର ସମ୍ପତ୍ତି : ସରକାରୀ ବାସଭବନରେ ଚଢ଼ାଉ

ସୁନ୍ଦରଗଡ଼,୧୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ର ଶୁକ୍ରବାରଠାରୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। ଶନିବାର ତାଙ୍କୁ ସୁନ୍ଦରଗଡ଼ଠାରେ ଜେରା କରାଯିବ। ବର୍ତ୍ତମାନ ତାଙ୍କ ସୁନ୍ଦରଗଡ଼ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ ଚାଲିଥିବା ବେଳେ ନଗଦ…

ମନୀଷ୍‌ ଦାସ ହତ୍ୟାକାଣ୍ଡ ମାମଲା: ୩୦୦ରୁ ଊର୍ଦ୍ଧ୍ୱ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ବହୁଚର୍ଚ୍ଚିତ ମନୀଷ୍‌ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜଶିଟ୍‌ ଦାଖଲ ହୋଇଛି। ଇନ୍‌ଫୋସିଟି ଥାନା ପୋଲିସ ପକ୍ଷରୁ ୩୦୦ରୁ ଅଧିକ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ମାମଲାରେ ୩ ଜଣଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ପୋଲିସ ଦର୍ଶାଇଛି। ମନୀଷ୍‌ଙ୍କ ୩ ବନ୍ଧୁ…

ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର, ପ୍ରସ୍ତୁତି ନେଇ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖଇ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଏବେ ଅଙ୍ଗନବା କେନ୍ଦ୍ର ଗୁଡ଼ିକ ଖୋଲିବ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ…

ଭକ୍ତଙ୍କ ପାଇଁ ଖୋଲିଲା ଭୁବନେଶ୍ୱରର ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଆଜିଠାରୁ ଭୁବନେଶ୍ୱରରେ ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲାଯାଇଛି । କୋଭିଡ କଟକଣା ପାଳନ ସହ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି। ଧାର୍ମିକ ଅନୁଷ୍ଠାନ ମଧ୍ୟରେ ସାମାଜିକ ଦୂରତା ସହ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଲିଙ୍ଗରାଜ ମନ୍ଦିରରେ ପ୍ରତିଥରରେ…

ଆସିଲେନି, ହିସାବ ଦେଲେନି

ଢେଙ୍କାନାଳ ଅଫିସ, ୧୨।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଠିକ୍‌ ଭାବେ ଖର୍ଚ୍ଚ ବିବରଣୀ ରଖୁନାହାନ୍ତି। ସମୀକ୍ଷା ବୈଠକରେ ମଧ୍ୟ ଉପସ୍ଥିତ ରହୁନାହାନ୍ତି, ଯାହାକୁ ନେଇ କ୍ଷୋଭବ୍ୟକ୍ତ କରିଛନ୍ତି ଜିଲା ପାଇଁ ନିୟୋଜିତ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଦୟାନିଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri