ବିଏମ୍ସି ମେୟର ଭାବେ ଶପଥ ନେଲେ ସୁଲୋଚନା
ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ମେୟର ଭାବେ ଶନିବାର ଶପଥ ନେଲେ ସୁଲୋଚନା ଦାସ । ବିଏମ୍ସି କନ୍ଫରେନ୍ସ ହଲ୍ରେ ଏହି ଶପଥ ଗ୍ରହଣର କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ତାଙ୍କ ସହ ନବନିର୍ବାଚିତ ୬୭ କର୍ପୋରେଟର ମଧ୍ୟ ଶପଥ ନେଇଛନ୍ତି…
ଛଉନୃତ୍ୟ ପରିଚାଳନା ପାଇଁ ସ୍ବତନ୍ତ୍ର କମିଟି
ବାରିପଦା ଅଫିସ,୯।୪ ବିଶ୍ୱ ପ୍ରସିଦ୍ଧ ମୟୂରଭଞ୍ଜ ଜିଲାର ଛଉ ନୃତ୍ୟ ଆସନ୍ତା ୧୧ରୁ ଅନୁଷ୍ଠିତ ହେବ। ୩ ଦିନିଆ ଏହି ଚୈତ୍ରପର୍ବ-୨୨ର ସିଧା ପ୍ରସାରଣ କରାଯିବା ନେଇ ଶୁକ୍ରବାର ଜିଲାପାଳ ବିନୀତ ଭରଦ୍ୱାଜ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ‘ମୟୂରଭଞ୍ଜ…
ଧାରଣାରେ କ୍ଷତିଗ୍ରସ୍ତ ଚାଷୀ
ଆନନ୍ଦପୁର, ୯।୪(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ବ୍ୟାରେଜ ପ୍ରୋଜେକ୍ଟ ବାମପାର୍ଶ୍ୱ କେନାଲ ଦ୍ୱାରା କ୍ଷତିଗ୍ରସ୍ତ ପଦ୍ମପୁର ଗ୍ରାମର ଚାଷୀମାନେ ଶୁକ୍ରବାର କେନାଲ ନିର୍ମାଣ ସ୍ଥାନରେ ଧାରଣାରେ ବସିଛନ୍ତି। ସେମାନେ ବିଭିନ୍ନ ସମୟରେ ସରକାରଙ୍କ ନିକଟରେ ଉପଯୁକ୍ତ କ୍ଷତିପୂରଣ ଦାବି କରିଆସିଛନ୍ତି।…
ଅଖଣ୍ଡ ଶିକାର ରୋକିବାକୁ ପ୍ରଶାସନ ତତ୍ପର
ବାରିପଦା ଅଫିସ,୯।୪ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ଅଧିକ ଶକ୍ତିଶାଳୀ କରିବା ସହିତ ଅଖଣ୍ଡ ଶିକାର ରୋକିବା ଉଦ୍ଦେଶ୍ୟରେ ଜିଲା ସଦର ମହକୁମା ବାରିପଦାଠାରେ ଏକ ଜିଲାସ୍ତରୀୟ ମିଳିତ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ବିନୀତ ଭରଦ୍ୱାଜ ଅଧ୍ୟକ୍ଷତା କରିଥିଲେ।…
ନିଯୁକ୍ତିର ୩ ଦିନ ପରେ ଶିକ୍ଷକ ବଦଳି
ଖଇରା, ୯।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ବାଉଁଶଗଡିଆ ପଞ୍ଚାୟତ ଅଧୀନ କଳମଚୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ମିଳିବାର ୩ଦିନ ଭିତରେ ପୁଣି ତାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ସକାଳେ ଛାତ୍ରୀଛାତ୍ର, ଅଭିଭାବକମାନେ…
ମାଛଘାଟ ସାହିରେ ପହଞ୍ଚିିଲେ ଅଧିକାରୀ, ନେତା
ଚମ୍ପୁଆ,୯।୪(ଡି.ଏନ.ଏ) କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅଧୀନ ଗୋଧୂଳି ଗ୍ରାମ ମାଛଘାଟ ସାହି ବାସିନ୍ଦା ନାଳରେ ଚୁଆ ଖୋଳି ଜଳ କଷ୍ଟ ମେଣ୍ଟାଉଥିବା ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନର ଚେତା ପଶିଛି। ନବ ନିର୍ବାଚିତ ଏନ୍ଏସି ଅଧ୍ୟକ୍ଷ ଗିରିଜା…
ଶ୍ରୀରାମ ଧ୍ୱନିରେ କମ୍ପୁଛି ସହର
ଭଦ୍ରକ ଅଫିସ,୯।୪ କୋଭିଡ୍ କଟକଣା ହଟିବା ପରେ ଭଦ୍ରକ ସହରରେ ଗଣପର୍ବ ଭାବେ ପରିଚିତ ଶ୍ରୀରାମ ନବମୀ ମହୋତ୍ସବ ଏଥର ଧୁମ୍ଧାମ୍ରେ ଅନୁଷ୍ଠିତ ହେବ। ଏଥିପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇଉଠିଛି। ଜୟ ଶ୍ରୀରାମ ଧ୍ୱନିରେ କମ୍ପୁଛି ସାରା ସହର। ଆସନ୍ତା…
ଷ୍ଟେବିନ ବେନ୍ଙ୍କ ସଙ୍ଗୀତରେ ଝୁମିଲେ ୧୦ ହଜାର ଦର୍ଶକ
ଅନୁଗୋଳ ଅଫିସ,୯।୪ ଅନୁଗୋଳ ଜିଲା ମହୋତ୍ସବରେ ବାଧକ ସାଜିପାରିଲାନି ବର୍ଷା। କରୋନା କଟକଣା ହଟାଯିବା ପରେ ପ୍ରଥମ କରି ଜିଲାରେ ହେଉଥିବା ଏହି ବିରାଟ ଆୟୋଜନର ପ୍ରଥମ ସନ୍ଧ୍ୟାକୁ ମନଭରି ଉପଭୋଗ କରିଛନ୍ତି ଦର୍ଶକ। ବିଶେଷକରି ମହୋତ୍ସବର ମୁଖ୍ୟ ଆକର୍ଷଣ ବଲିଉଡ୍…
ଟାଟାଷ୍ଟିଲ୍ ପକ୍ଷରୁ ଓ୍ବାକାଥନ୍
ଢେଙ୍କାନାଳ ଅଫିସ, ୯।୪ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍ ପକ୍ଷରୁ ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଉପଲକ୍ଷେ ଓ୍ବାକାଥନ୍ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ଆମ ପୃଥିବୀ ଆମ ସ୍ବାସ୍ଥ୍ୟ’ ଶୀର୍ଷକ ବିଷୟକୁ ନେଇ ଏହାର…
୧.୩୦ଲକ୍ଷ ଟଙ୍କାରେ ପ୍ରଥମ ମରୀଚି କୁଣ୍ଡ ପାଣି ନିଲାମ
ଭୁବନେଶ୍ୱର,୯।୪(ବ୍ୟୁରୋ) : ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ବଡୁ ନିଯୋଗ ପକ୍ଷରୁ କରାଯାଇଥିବା ଏହି ନିଲାମର ପ୍ରଥମ ଗରା ପାଣିକୁ…
କମୁଛି ସଂକ୍ରମଣ, ୧୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ୍ ରହିଛି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ…
ପୁଣି ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ୧.୪୧ କୋଟି
ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ଚଢାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ହେବାରେ ଲାଗିଛି। ଶନିବାର ସାଲିଆସାହି ସ୍ଥିତ ଘରୁ ନଗଦ ୧…
Archives


