୧୦ରୁ ଭୁବନେଶ୍ୱର ନୂଆ ଷ୍ଟେଶନରେ ରହିବ ୪ ଯୋଡ଼ା ଟ୍ରେନ
ଭୁବନେଶ୍ୱର, ୯ା୪(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ପକ୍ଷରୁ ଆସନ୍ତା ୧୦ ତାରିଖରୁ ଭୁବନେଶ୍ୱର ନୂତନ ଷ୍ଟେଶନରେ ପର୍ଯ୍ୟାୟକ୍ରମେ ୪ ଯୋଡ଼ା ଟ୍ରେନର ରହଣି କରିବ। ବିଶେଷ ଟ୍ରେନ ଭାବେ ଚଳାଚଳ କରୁଥିବା ପୁରୀ-କଟକ-ପୁରୀ ପାସେଞ୍ଜର ଏବଂ ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ପାସେଞ୍ଜର (ବର୍ତ୍ତମାନ…
ମାର୍ଚ୍ଚ ୩୧ ସୁଦ୍ଧା ୫୭,୨୨,୩୦୪ ଏମ୍ଟି ଖରିଫ ଧାନ ସଂଗ୍ରହ
ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଶେଷ ହୋଇଛି। ଏହି ସମୟରେ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ୍ ଟନ(ଏମ୍ଟି) ଧାନ ସଂଗ୍ରହ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ…
ଗୋଚର ଜମିରେ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ
ରଗଡି,୯ା୪(ଡି.ଏନ.ଏ.): କଟକ ବନଖଣ୍ଡ ଯାଜପୁର ରୋଡ୍ ରେଞ୍ଜ ପଛିକୋଟ ଡିପିଏଫ ଅଧୀନ ରଗଡ଼ି ବିଟ୍ ନିକଟରେ ସଂରକ୍ଷିତ ଗୋଚର ଜମି(ଖାତା ନଂ. ୩୯୩ ପ୍ଲଟ ସଂଖ୍ୟା ୧୭୬୬)ରେ ଏକ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ କରାଯାଉଛି। ଏହି ବେଆଇନ କାର୍ଯ୍ୟକୁ ନେଇ ସ୍ଥାନୀୟ…
ଶୁଖୁଆପଡ଼ା ବଦଳରେ କେଶରାଇପୁର
ଚଣ୍ଡିଖୋଲ, ୯ା୪(ଡି.ଏନ୍.ଏ): ରାଜ୍ୟ ସରକାର ଅବଢ଼ା ଯୋଜନାରେ ପୁରୀ ଶ୍ରୀମନ୍ଦିରର ଚତୁଃପାର୍ଶ୍ୱ ଉନ୍ନତୀକରଣ ନିମନ୍ତେ ଖଣ୍ଡୋଲାଇଟ୍ ପଥର ଆବଶ୍ୟକ କରୁଥିବାରୁ ଏଥିପାଇଁ ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ପାରାଭାଡ଼ି ବୌଦ୍ଧସ୍ତୂପ ପାହାଡ଼ରୁ ଖନନ ପାଇଁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ଶୁଖୁଆପଡ଼ାରୁ…
୫ ବର୍ଷରେ ଶତାଧିକ ଦୁର୍ଘଟଣା: ୬୦ ମୃତ
ପାରାଦୀପ,୯ା୪(ସ୍ବ.ପ୍ର.): ପାରାଦୀପର ସବୁଠାରୁ ଚଳଚଞ୍ଚଳ ସ୍ଥାନ ହେଲା ଅଠରବାଙ୍କିଠାରୁ ଦୋଛକି ପର୍ଯ୍ୟନ୍ତ ୪.୫ କିମି ରାସ୍ତା। ଏହି ରାସ୍ତା ୫୩ ନଂ. ଜାତୀୟ ରାଜପଥ ଓ ୧୨ ନଂ. ରାଜ୍ୟ ରାଜପଥର ସମିଶ୍ରଣ ଅଞ୍ଚଳ। ଏତିକି ରାସ୍ତା ସହ ସଂଯୋଗ ରହିଛି…
‘ହିତାଧିକାରୀଙ୍କୁ ବ୍ୟାଙ୍କ ତୁରନ୍ତ ଋଣ ଦେଉ’
ଜଗତ୍ସିଂହପୁର ଅଫିସ,୯ା୪: ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ହିତାଧିକାରୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ବ୍ୟାଙ୍କଗୁଡିକ ସକାରାତ୍ମକ ପଦକ୍ଷେପ ଗ୍ରହଣ କରନ୍ତୁ। ନୂଆ ଆର୍ଥିକ ବର୍ଷ ଆରମ୍ଭ ହୋଇଯାଇଥିବାରୁ ଗତ ବର୍ଷର ସମସ୍ୟାଗୁଡିକୁ ଦୃଷ୍ଟିରେ ରଖି ବ୍ୟାଙ୍କରମାନେ ଆଗୁଆ ପଦକ୍ଷେପ ଗ୍ରହଣ…
ଡ୍ରାଫ୍ଟଚାର୍ଜରେ ସୀମିତ କାର୍ଯ୍ୟାନୁଷ୍ଠାନ
ଯାଜପୁର ଅଫିସ,୯ା୪: କୃଷି ବିଭାଗର ଅତିରିକ୍ତ ସଚିବଙ୍କୁ ଗତ ୨୯ ତାରିଖରେ ଉଦ୍ୟାନ ବିଭାଗ ନିର୍ଦ୍ଦେଶାଳୟର ପ୍ରଶାସନିକ ଅଧିକାରୀ ଦେଇଥିବା ତଥ୍ୟରେ ୨୦୧୪ରୁ ଏଯାଏ ୩୨ ଜଣ ବିଭାଗୀୟ ଦୁର୍ନୀତିଖୋର ଅଧିକାରୀଙ୍କ ନାମରେ ଡ୍ରାଫ୍ଟଚାର୍ଜ ହୋଇଛି। ହେଲେ ସେଥିରୁ ୧୭ ଜଣ…
୧୦ ଦିନରେ ଦୁର୍ବଳ ନଦୀବନ୍ଧ ଚିହ୍ନଟ ନିର୍ଦ୍ଦେଶ
ଭୁବନେଶ୍ୱର, ୯ା୪(ବ୍ୟୁରୋ): ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ ଜଳସମ୍ପଦ ବିଭାଗ। ୧୦ ଦିନ (ଏପ୍ରିଲ୍ ୧୬ରୁ ୨୬) ମଧ୍ୟରେ ଦୁର୍ବଳ ନଦୀବନ୍ଧଗୁଡ଼ିକୁ ଚିହ୍ନଟ କରିବାକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ…
କୋଭିଡ୍ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ସମୟ ବଢ଼ିଲା
ଭୁବନେଶ୍ୱର,୯।୪(ବ୍ୟୁରୋ): କୋଭିଡ୍-୧୯ରେ ମୃତ୍ୟୁ ପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଉଛି। ଏହା ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ଯୋଗାଇ ଦିଆଯାଉଛି। ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ କିମ୍ବା ଏହା ପୂର୍ବରୁ କୋଭିଡ୍ରେ…
ନୂଆପଡ଼ାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ
ନୂଆପଡ଼ା ଅଫିସ,୯।୪: କଳାହାଣ୍ଡି ପରେ ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ସେବା ପାଇଁ କଟକ ବଡମେଡିକାଲ ଏବଂ ବୀର ସୁରେନ୍ଦ୍ର ସାଏ ମେଡିକାଲରୁ ୭ଜଣ ବିଶେଷଜ୍ଞ ଡାକ୍ତରୀ ଟିମ୍ ଶୁକ୍ରବାର ସ୍ବତନ୍ତ୍ର…
ମହୁ ପାଇଁ ଜଙ୍ଗଲ ଜଳୁଛି
କେନ୍ଦ୍ରାପଡ଼ା ଅଫିସ, ୯ା୪: ଜାତୀୟ ଉଦ୍ୟାନ ଭିତରକନିକାରେ ଗତ ୪ ବର୍ଷ ମଧ୍ୟରେ ୧୧ ସ୍ଥାନରେ ନିଆଁ ଲାଗିଛି। ନିଆଁ ଲିଭିବା ପୂର୍ବରୁ ଏକର ଏକର କାଜୁ, ହେନ୍ତାଳ ଜଙ୍ଗଲ ଜଳିଯାଉଛି। ନିଆଁ ଲାଗିବାର କାରଣ ସମ୍ପର୍କରେ ଅନୁସନ୍ଧାନ ବେଳେ ମହୁ…
ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ପୁରୁଣା ଭୁବନେଶ୍ୱର,୯ା୪(ଡି.ଏନ୍.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ଓ ପଥ ପ୍ରସ୍ତୁତ। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି ଶେଷ ହୋଇଛି। କରୋନା କଟକଣା ପାଇଁ ଗତ ଦୁଇ ବର୍ଷ ହେବ ଭକ୍ତ…
Archives


