ରାଜ୍ୟ

ଗୁଣ୍ଡିଚା ମନ୍ଦିରକୁ ବାଇକ୍‌ରେ ପଶିଲେ ଜେଟିପି

ପୁରୀ ଅଫିସ,୩୦।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ଭିତରକୁ ଗୁରୁବାର ରାତିରେ ଜଣେ ଖାକି ପୋଷାକଧାରୀ ବ୍ୟକ୍ତି ବାଇକ୍‌ ଚଳାଇ ପ୍ରବେଶ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଳରେ ଏହି ଘଟଣା ସାମ୍ନାକୁ ଆସିଛି। ଏନେଇ ସାଧାରଣରେ ତୀବ୍ର...

ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ,୩୦।୧୦: କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାଦାରାଓ ଧାନ୍‌ଭେ ଶୁକ୍ରବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଦ୍ୱୟ ଏକ ହେଲିକପ୍ଟରରେ...

ରମା ରମଣ ମହାନ୍ତି ନୂଆ ଡିଏମ୍‌ଇଟି

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂ(ଡିଏମ୍‌ଇଟି) ଭାବେ ଡା. ରମାରମଣ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି। ଆସନ୍ତା ୩୧ ତାରିଖରେ ଡିଏମ୍‌ଇଟି ଡା. ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାପରେ ନୂଆ ଡିଏମ୍‌ଇଟି ଦାୟିତ୍ୱ ନେବେ। ଡା....

ଓଡ଼ିଶା, ଝାଡ଼ଖଣ୍ଡରେ ହେବ ୪୧ ମେଗାୱାଟ୍‌ ସୋଲାର୍‌ ପ୍ରକଳ୍ପ

ଯାଜପୁର ଅଫିସ,୩୦।୧୦: ଓଡ଼ିଶା ଓ ଝାଡ଼ଖଣ୍ଡରେ ଗ୍ରୀଡ୍‌ ସଂଯୋଗ ଭିିତ୍ତିକ ୪୧ ମେଗାୱାଟ କ୍ଷମତା ବିଶିଷ୍ଟ ସୋଲାର୍‌ ପ୍ରକଳ୍ପ ସ୍ଥାପନ କରିବାକୁ ଟାଟା ଷ୍ଟିଲ୍‌ ଓ ଟାଟା ପାୱାର ମଧ୍ୟରେ ଏକ ୨୫ ବର୍ଷିଆ ଶକ୍ତି କିଣା ବୁଝାମଣା (ପିପିଏ)ରେ...

ସାମୁଦ୍ରିକ ନିଷିଦ୍ଧାଞ୍ଚଳ ନେଇ ସତର୍କ କରିବ ସ୍ବତନ୍ତ୍ର ଆପ୍‌

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ନିଷିଦ୍ଧାଞ୍ଚଳ ସମ୍ପର୍କରେ ସୂଚନା ଦେବା ସହ ସତର୍କ କରାଇବ ‘ଫିଶର ଫ୍ରେଣ୍ଡ୍‌ ମୋବାଇଲ୍‌ ଆପ୍ଲିକେଶନ’। ଏମ୍‌ଏସ୍‌ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେଶନ ସହଯୋଗରେ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ଆପ୍‌କୁ...

କ୍ଲିନ୍‌ ଏନର୍ଜି ସେସ୍‌ ୬୦% ଦିଅ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ...

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର...

ଦାବି ପୂରଣ ନ ହେଲେ ଷ୍ଟିୟରିଂ ଛାଡ଼ିବାକୁ ଚେତାବନୀ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ସରକାର ଏହାକୁ କର୍ଣ୍ଣପାତ କରୁନାହାନ୍ତି। କରୋନା ମହାମାରୀ କାଳରେ ନିଜ ଜୀବନକୁ ବାଜି ଲଗାଇ ଡ୍ରାଇଭରମାନେ ଗୋଟିଏ ଜାଗାରୁ ଅନ୍ୟତ୍ର ଯାଉଥିବା...

ଆଜି ଭଦ୍ରକ, ବାଲେଶ୍ୱର ୬ ଘଣ୍ଟିଆ ବନ୍ଦ

ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ଶନିବାର ଭଦ୍ରକ ଓ ବାଲେଶ୍ୱର ଜିଲା ୬ ଘଣ୍ଟିଆ ବନ୍ଦ ପାଇଁ ଭାଜପା ପକ୍ଷରୁ...

କେନ୍ଦୁଝରରେ ‘ମାଣ୍ଡିଆ ଶକ୍ତି କାଫେ’

କେନ୍ଦୁଝର, ୩୦।୧୦ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ମାଣ୍ଡିଆ ଶକ୍ତି କାଫେ ଭର୍ଚୁଆଲ ମୋଡ୍‌ରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ମିଶନ...

‘ଲଙ୍ଗ୍‌-ରେଞ୍ଜ ବମ୍‌’ର ଉଡ଼ାଣ ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ,୩୦।୧୦: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ପରିସରରୁ ଶୁକ୍ରବାର ଲଙ୍ଗ-ରେଞ୍ଜ ବମ୍‌ (ଏଲ୍‌ଆର୍‌ବି)ର ଉଡାଣ ପରୀକ୍ଷଣ ସଫଳ ହୋଇଛି। ଡିଆର୍‌ଡିଓ ଏବଂ ଭାରତୀୟ ବାୟୁସେନା (ଆଇଏଏଫ୍‌) ମିଳିତ ଉଦ୍ୟମରେ ଏହି ପରୀକ୍ଷଣ ହୋଇଥିଲା। ତେବେ...

ଓଇଆର୍‌ସି ଯୋଗୁ ବୁଡ଼ିବ ୪୨୩୪ କୋଟି

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତ ମାନର ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଘରୋଇକରଣ କରିଛନ୍ତି। ବିଂଶ ଶତାବ୍ଦୀର ୮୦ ଦଶକରୁ ଆରମ୍ଭ ହୋଇଥିବା ଏହି ପ୍ରୟାସ ବାରମ୍ବାର ଗୋଟିଏ ପ୍ରକାର ଫଳ ଦର୍ଶାଉଛି। କରଦାତାଙ୍କ ଅର୍ଥରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri