ପ୍ରଦୀପ ମୁନି ବିଜେଡିରୁ ନିଲମ୍ବିତ
ଫୁଲବାଣୀ ଅଫିସ, ୯ା୪: ଫୁଲବାଣୀ ପୌର ପରିଷଦ ନିର୍ବାଚନରେ ଦଳ ବିରୋଧରେ କାମ କରିବା ଅଭିଯୋଗରେ କନ୍ଧମାଳ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଦୀପ ମୁନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ଏକ…
ସବୁ ହିତାଧିକାରୀଙ୍କୁ କେବେ ମିଳିବ ପକ୍କାଘର: ଭାଜପା
ଭୁବନେଶ୍ୱର,୯।୪(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ସମସ୍ତଙ୍କୁ ପକ୍କାଘର’ ଯୋଗାଇବା ଲାଗି ଦେଖିଥିବା ସ୍ବପ୍ନକୁ ଧୂଳିସାତ୍ କରିବା ପାଇଁ ରାଜ୍ୟ ସରକାର ବିଧିବଦ୍ଧ ଷଡ଼ଯନ୍ତ୍ର ଚଳାଇଛନ୍ତି। କେବେ ସୁଦ୍ଧା ପୂର୍ଣ୍ଣାଙ୍ଗ, ପ୍ରକୃତ ଓ ନିରପେକ୍ଷ ହିତାଧିକାରୀ ତାଲିକା ପ୍ରସ୍ତୁତ ହୋଇପାରିବ ତଥା ଗରିବ…
ନୀଳଗିରି ଆଇଆଇସି, ଆଇଓଙ୍କ ବଦଳି
ସଜନାଗଡ଼,୯।୪(ଡି.ଏନ.ଏ.): ସାମାନ୍ୟ ଘଟଣାକୁ କେନ୍ଦ୍ର କରି ନୀଳଗିରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ଜଣେ ଖବରଦାତାଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ ଭଳି ବେଡ଼ି ପକାଇବା ଘଟଣାରେ ଲୋକଦେଖାଣିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଥିବା କନଷ୍ଟେବଳଙ୍କୁ ନିଲମ୍ବନ କରାଯିବା ସହ…
‘ଏସ୍ଏଫ୍ଡିଆର୍’ ବୁଷ୍ଟର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୯।୪: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ(ଡିଆରଡିଓ) ପକ୍ଷରୁ ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡ୍ରୁ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ସଲିଡ୍ ଫୁଏଲ ଡକ୍ଟେଡ୍ ରାମଜେଟ୍ (ଏସ୍ଏଫ୍ଡ଼ିଆର୍) ବୁଷ୍ଟର କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଥିଲା। ପରୀକ୍ଷଣ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ଏ ଯାଏ ମୋଟ ୧୨ ଲକ୍ଷ…
ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି
ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି। ତଦନ୍ତ ସରିବା ପର୍ଯ୍ୟନ୍ତ…
କରୋନାରେ ମୃତ୍ୟୁ ଲାଗି ମିଳିବ କ୍ଷତିପୂରଣ: ଆବେଦନ ତାରିଖ ବଢ଼ାଇଲେ ରାଜ୍ୟ ସରକାର
ଭୁବନେଶ୍ୱର,୮।୪(ବ୍ୟୁରୋ): ସରକାର କୋଭିଡ୍ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୫୦ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେବେ। ନଭେମ୍ବର ୩ ତାରିଖରୁ ରାଜ୍ୟରେ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଏହି କ୍ଷତିପୂରଣ ପାଇବା ନିମନ୍ତେ…
ଶୋଇଥିବା ବେଳେ ସାଙ୍ଗଙ୍କୁ ଟାଙ୍ଗିଆରେ ହାଣିଦେଲେ
ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ରାମପୁର ବିନାସୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସା ହୋଇ ମାରପିଟ ହୋଇଥିଲା। ପରେ ଜଣେ ସାଙ୍ଗ ପ୍ରତିଶୋଧ ପରାୟଣ ହୋଇ ସାଙ୍ଗଙ୍କୁ ଟାଙ୍ଗିଆରେ ହାଣି ହତ୍ୟା…
ସିଆର୍ପି ଓଭରବ୍ରିଜରେ ଦୁର୍ଘଟଣା, ଟ୍ରକ୍କୁ ପିଟିଲା ଟ୍ରକ୍
ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜଧାନୀ ସିଆର୍ପି ଛକ ଓଭରବ୍ରିଜ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ମାଛ ଟ୍ରକ୍କୁ ରିଲାଏନ୍ସ କମ୍ପାନୀର ଏକ ଟ୍ରକ୍ ପଛପଟୁ ପିଟି ଦେଇଛି। ଫଳରେ ରିଲାଏନ୍ସ ଟ୍ରକର ଡ୍ରାଇଭର ଓ ଅନ୍ୟ ଜଣେ କମ୍ପାନୀର କର୍ମଚାରୀ ଗୁରୁତର ହୋଇଛନ୍ତି।…
ଏମ୍କେସିଜିରେ ତେଜୁଛି ଅସନ୍ତୋଷ: କନିଷ୍ଠ ଡାକ୍ତର ସଂଘର ଧାରଣା
ବ୍ରହ୍ମପୁର ଅଫିସ,୮ା୪: ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରୁ ୮ ବରିଷ୍ଠ ଡାକ୍ତରଙ୍କ ବଦଳିକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏପରି କି ସ୍ବାସ୍ଥ୍ୟ ବିଭାଗର ଏଭଳି ନିଷ୍ପତ୍ତିକୁ ଏମ୍କେସିଜିର କନିଷ୍ଠ ଡାକ୍ତର ସଂଘ ପକ୍ଷରୁ ବିରୋଧ କରାଯାଇଛି।…
ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡି ପକାଇବା ଘଟଣା: ନିଜ ଆଡୁ ରିପୋର୍ଟ କଲେ ଓଏଚ୍ଆରସି
ଭୁବନେଶ୍ୱର,୮।୪(ବ୍ୟୁରୋ): ବାଲେଶ୍ୱର ଜିଲା ନୀଳଗିରିରେ ଜଣେ ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡ଼ି ପକାଇବା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ଭିତରେ ରିପୋର୍ଟ ଦେବା ଲାଗି ପୂର୍ବାଞ୍ଚଳ ଆଇଜିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାକୁ…
ବିବେକ୍ ହେଲେ ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର
ବ୍ରହ୍ମପୁର ଅଫିସ,୮।୪: ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି ଇ ବିବେକ୍ ରେଡ୍ଡି। ସେ ୩୪ଟି ଭୋଟ ପାଇ ଶୁକ୍ରବାର ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି । ଅନ୍ୟପକ୍ଷରେ ଡେପୁଟି ମେୟର ପାଇଁ ଭାଜପାରୁ ପ୍ରାର୍ଥୀ…
Archives


