ରାଜ୍ୟ

୨ ଦିନ ପରେ ନେଇଥାନ୍ତେ ଅବସର, ହେଲେ…

ଗୁଣପୁର,୨୯ା୧୦(ଡି.ଏନ୍‌.ଏ.): ଅବସର ଗ୍ରହଣ କରିବାର ମାତ୍ର ୨ ଦିନ ପୂର୍ବରୁ ଜଣେ ଶିକ୍ଷକଙ୍କ ନାମରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ଆସିଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ କାଡାସି କ୍ଲଷ୍ଟର ଅଧୀନ ଡେଙ୍ଗିଣି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ...

ଯୁବକଙ୍କୁ ବୋମା ମାଡ଼, କାରଣ ଖୋଜୁଛି ପୋଲିସ

ଆସିକା,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅଧୀନ ପଣିବନ୍ଧ ଗ୍ରାମରେ ଶୁକ୍ରବାର ବୋମାମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଟୁକୁନା ସ୍ବାଇଁ । ତାଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ ଆଘାତ...

ବାଣ ଫୁଟିଲେ ବଢିପାରେ କରୋନା: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍‌କୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ବଢେଇବା ଭଳି ସୂଚନା ଦେଇଛି। ବାଣ ଫୁଟିଲେ ବଢିପାରେ କରୋନା ଏ ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତି କହିଛନ୍ତି। ବର୍ତ୍ତମାନ କରୋନା ରହିବା ଓ ବଢ଼ିବା ଚିନ୍ତାଜନକ...

ସବୁଜ ବାଣ ଉପରେ ନିଷ୍ପତ୍ତି ନେବେ ଏସ୍‌ଆର୍‌ସି: ହାଇକୋର୍ଟ

କଟକ ପ୍ରଦୂଷଣ,୨୯ା୧୦: ଦୀପାବଳିରେ ବାଣ ଫୁଟାଇବାକୁ ନେଇ ହାଇକୋର୍ଟରେ ସବୁଜ ବାଣକୁ ଅନୁମତି ସମ୍ପର୍କିତ ମାମଲା ପ୍ରସଙ୍ଗରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟ ଓ ଏନଜିଟିଙ୍କ ନିର୍ଦ୍ଦେଶାବଳୀ ଆଧାରରେ ଏସ୍‌ଆର୍‌ସି ନିଷ୍ପତ୍ତି ନେବେ।...

ଶଙ୍ଖ ଧରିଲେ ବିଶ୍ୱରଞ୍ଜନ : ୨୦୧୯ ନିର୍ବାଚନରେ ବରୀରୁ ହୋଇଥିଲେ ଭାଜପା ବିଧାୟକ ପ୍ରାର୍ଥୀ

ବରୀ,୨୯।୧୦(ଡି.ଏନ୍‌.ଏ.): ଦୀର୍ଘ ଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଶେଷରେ ଅନ୍ତ ଘଟିଛି। ୨୦୧୯ ନିର୍ବାଚନରେ ବରୀ ଭାଜପାରୁ ପ୍ରାର୍ଥୀ ହୋଇଥିବା ବିଶ୍ୱ ରଞ୍ଜନ ମଲ୍ଲିକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ଆନୁଷ୍ଠାନିକ ଭାବେ ରାଜ୍ୟ ବିଜେଡି କାର୍ଯ୍ୟାଳୟ ପରିସରରେ...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦାରିଙ୍ଗବାଡ଼ି ଗସ୍ତକୁ ବିରୋଧ ଭୟ, କଂଗ୍ରେସ-ଭାଜପା କର୍ମୀଙ୍କୁ ନଜରବନ୍ଦୀ ରଖିଛି ପୋଲିସ

ଦାରିଙ୍ଗବାଡ଼ି,୨୯ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଦୁଇଦିନିଆ ଗସ୍ତରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ଆସିଛନ୍ତି ା ମନ୍ତ୍ରୀ ଜେନା ଶୁକ୍ରବାର ପୂର୍ବାହ୍ନରେ ଉକ୍ତ ବ୍ଲକ ବ୍ରାହ୍ମଣୀଗାଁରେ କାର୍ଯ୍ୟକ୍ରମ ଚାଲିଥିବାବେଳେ ମଧ୍ୟାହ୍ନ...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୨୫କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି...

ବଦଳିବ ପାଗ

ଭୁବନେଶ୍ବର,୨୯।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲାରେ ସ୍ବଳ୍ପ ଧରଣର ବର୍ଷା ହେବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ପ୍ରଭାବରେ...

ରାଜ୍ୟରେ ୩୬୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଆରମ୍ଭ ହେଲା ‘ସର୍‌ଗି ଫୁଲ’

ଭୁବନେଶ୍ୱର,୨୯।୧୦ (ବ୍ୟୁରୋ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗୁରୁବାର ‘ସର୍‌ଗି ଫୁଲ’ ଉଦ୍‌ଘାଟିତ ହୋଇଯାଇଛି। ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଉଦ୍‌ଘାଟନ କରି ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗୀତା...

୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର ବିଭୀଷିକାପୂର୍ଣ୍ଣ କଥା ମନେପଡିଲେ ଛାତି ଥରିଉଠେ ବୋଲି ଜଗତ୍‌ସିଂହପୁର ଜିଲା ଏରସମା...

ଯାଜପୁର ସହରକୁ ବିପର୍ଯ୍ୟସ୍ତ ରାସ୍ତା

ଯାଜପୁର ଅଫିସ,୨୯।୧୦:ଯେଉଁ ଅଞ୍ଚଳର ଗମନାଗମନ ଯେତେ ସୁରକ୍ଷିତ ଓ ସୁଦୃଢ ସେହି ଅଞ୍ଚଳ ସେତେ ଉନ୍ନତ ବୋଲି ବିଶ୍ୱାସ କରାଯାଏ । କିନ୍ତୁ ଦୁର୍ବଳ ନେତୃତ୍ୱ ତଥା ଠିକାଦାରୀ ରାଜନୀତି ଯାଜପୁର ଜିଲାର ବିକାଶ ଧାରାକୁ ପଛକୁ ଠେଲି ଦେଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri