ରାଜ୍ୟ

ଆଗାମୀ ୫ ଦିନ ଯାଏ ପାଗ ଶୁଖିଲା, ବଢ଼ିବ ଥଣ୍ଡା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ କମିଛି । ଏବେ ସ୍ବାଭାବିକ ହେବ ରାତ୍ରି ତାପମାତ୍ରା । ତେବେ ରାଜ୍ୟରେ ସାମାନ୍ୟ ବଢ଼ିବ ଥଣ୍ଡା। ଆଗାମୀ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ଧୀରେ ଧୀରେ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ…

ଆଜି ରାଜ୍ୟରୁ ୧୫୭୨ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧୮ ଜଣ ଚିହ୍ନଟ ହୋଇଥିବା…

ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର ରେଢ଼ୁଆ,…

କେନ୍ଦ୍ରରେ ପହଞ୍ଚିନି ବିଧାନ ପରିଷଦ ସଂକଳ୍ପ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶାରେ ବିଧାନ ପରିଷଦ ଗଠନ ସମ୍ପର୍କିତ କୌଣସି ସଂକଳ୍ପ କେନ୍ଦ୍ର ସରକାରଙ୍କ ହସ୍ତଗତ ହୋଇନାହିଁ। ଏଭଳି କିଛି ସଂକଳ୍ପ କେନ୍ଦ୍ର ପାଖରେ ପହଞ୍ଚି ନାହିଁ ବୋଲି କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ୍‌ ରିଜିଜୁ ଗୁରୁବାର ବିଜେଡି ରାଜ୍ୟ…

୬ ବର୍ଷ ହେଲା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା

ଯାଜପୁର ଅଫିସ,୧୧ା୨: ଯାଜପୁର ଜିଲା ବଡ଼ଚଣା ବ୍ଲକ ଓଲରାସ୍ଥିତ ସାବିତ୍ରୀ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଓ ମୟୂରଭଞ୍ଜ ଜିଲା କରଞ୍ଜିଆସ୍ଥିତ ସାବିତ୍ରୀ ରାଇସ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଉପରେ ହୋଇଥିବା ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟ ପ୍ରକାଶ ପାଇଛି। ଯାଜପୁର ଜିଲା ଯୋଗାଣ…

ସରପଞ୍ଚ ପ୍ରାର୍ଥୀଙ୍କ ଭାଇବୋହୂଙ୍କୁ ଆକ୍ରମଣ

ଆଳି,୧୧ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନିଆଳ ପଞ୍ଚାୟତରେ ଚଳିତ ନିର୍ବାଚନରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ସରପଞ୍ଚ ପ୍ରାର୍ଥୀ ହୋଇଥିବା ଶାଳିଅଞ୍ଚ ଗଁାର ଅଶୋକ ମଲିକଙ୍କ ସାନଭାଇଙ୍କ ସ୍ତ୍ରୀ ସୋନାଲିଙ୍କୁ କେହି ଦୁର୍ବୃତ୍ତ ଗୁରୁବାର ରାତିରେ ଆକ୍ରମଣ କରିଥିବା…

ବ୍ୟକ୍ତିତ୍ୱ, ଦଳ, ଅସନ୍ତୁଷ୍ଟକୁ ନେଇ ଅଙ୍କକଷା

ଜଗତ୍‌ସିଂହପୁର ଅଫିସ,୧୧ା୨: ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ୪ନଂ. ଜିଲା ପରିଷଦ ଜୋନର ଗୁରୁତ୍ୱ ରହିଛି। କାରଣ ଏହି ଜୋନର ଜିଲା ପରିଷଦ ସଭ୍ୟା ବବିତା ସ୍ବାଇଁ ବାଲିକୁଦା ବ୍ଲକ ଉପାଧ୍ୟକ୍ଷ ଓ ପରେ ଅଧ୍ୟକ୍ଷ ହୋଇଥିଲେ। ଏଥିସହ ରାଜ୍ୟ…

କୁନି ଝିଅଙ୍କ ବାଉଁଶରାଣୀ ପ୍ରଦର୍ଶନ

ମହାକାଳପଡ଼ା,୧୧ା୨(ଡି.ଏନ.ଏ.): ପରିବାର ପ୍ରତିପୋଷଣ ପାଇଁ କୁନି ଝିଅଟିଏ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କୁ ବିଭିନ୍ନ କ୍ରୀଡ଼ା କୌଶଳ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ। ସୁଦୂର ଛତିଶଗଡ଼ ଅଞ୍ଚଳରୁ ଏକ ଯାଦବ ସମ୍ପ୍ରଦାୟର ପରିବାର…

୨୮ନଂ. ଜୋନ୍‌ରେ ଜୋରଦାର ଲଢ଼େଇ

ବିଞ୍ଝାରପୁର,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ଅଧୀନ ବିଞ୍ଝାରପୁର ବ୍ଲକର ୨୮ ନଂ. ଜୋନରେ ବିଜେଡି, ଭାଜପା ଓ କଂଗ୍ରେସ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ବ୍ଲକର ବାଙ୍ଗରା, ଜରି, ସିଂହପୁର, ହଳଦୀଡ଼ିହ, ଆଉଁରୀ, ଓଳେଇଚନ୍ଦନପୁର, ବାଚ୍ଛୋଳ…

ଓୟୁଏଟି କ୍ୟାମ୍ପସରେ ମହିଳା ପ୍ରଫେସରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଭୁବନେଶ୍ବର ଓୟୁଏଟି କ୍ୟାମ୍ପସରେ ଗୁରୁବାର ରାତିରେ ମହିଳା ପ୍ରଫେସର ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଗୁରୁବାର ସକାଳୁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଓୟୁଏଟି କ୍ୟାମ୍ପସ ପରିସରରୁ…

ଭୋଟ ବ୍ୟବଧାନ ବଜାୟ ରଖିବା ଲାଗି କସରତ

ଚଣ୍ଡିଖୋଲ,୧୧ା୨(ଡି.ଏନ.ଏ.): ବଡ଼ଚଣା ନିର୍ବାଚନମଣ୍ଡଳୀର ୧୮ ନଂ. ଜୋନ ଜିଲା ପରିଷଦ ଆସନ ଚଳିତ ଥର ମହିଳାଙ୍କ ନିମନ୍ତେ ସଂରକ୍ଷିତ ରଖାଯାଇଛି। ଚଳିତ ନିର୍ବାଚନରେ ଏଠାରେ ତ୍ରିମୁଖୀ ଲଢ଼େଇ ହେଉଛି। ଏହି ଜୋନ ପାଇଁ ବିଜେଡିରୁ ସସ୍ମିତା ମହାନ୍ତି, କଂଗ୍ରେସରୁ ପୂର୍ବତନ ସରପଞ୍ଚ…

ଅର୍ଥ ଖର୍ଚ୍ଚ କରିପାରୁ ନାହାନ୍ତି ବିଭାଗ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅର୍ଥ ବିଭାଗ ପକ୍ଷରୁ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହା ପୂର୍ବରୁ ସମସ୍ତ ବିଭାଗ ଚଳିତ ଆର୍ଥିକ ବର୍ଷର ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ନିଜର ବଜେଟ ଅର୍ଥ ଖର୍ଚ୍ଚ କରିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri