ରାଜ୍ୟ

୩ ଦିନ ପରେ ପେଟରେ ପଡ଼ିଥିଲା ଦାନା

ମହାକାଳପଡ଼ା,୨୯।୧୦ (ଡି.ଏନ୍‌.ଏ.): ୧୯୯୯, ଅକ୍ଟୋବର ୨୯ ତାରିଖ ଶୁକ୍ରବାର ଥିଲା କାଳରାତ୍ରି। ଆଜି ସେହି ଶୁକ୍ରବାର ମହାବାତ୍ୟାକୁ ପୂରିଲା ୨୨ ବର୍ଷ। ସେହି କାଳରାତ୍ରିର ଦୁଃଖ ଦୁର୍ଦ୍ଦଶା ହୃଦୟରୁ ଏବେବି ଲିଭି ନାହିଁ। କଟକ ରେଡିଓ ସେଣ୍ଟରରୁ ମହାବାତ୍ୟା ସମ୍ପର୍କରେ...

ହେନ୍ତାଳବଣ ହିଁ ସାମୁଦ୍ରିକ ଝଡ଼ରୁ ସୁରକ୍ଷା ଦେବ

କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯, ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୨ ବର୍ଷ ବିତିଛି। ରାଜ୍ୟରେ ୧୦ ହଜାରରୁ ଅଧିକ ଓ କେନ୍ଦ୍ରାପଡ଼ା ଜିଲାରେ ୩୮୭ ଜଣଙ୍କର ଏହି ମହାବାତ୍ୟାରେ ଜୀବନ ଯିବା ପରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାର ନକ୍ସା...

୩ ଦିନ ଭୋଟ ଗଣନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ):୨୦୨୨ ଫେବୃୟାରୀରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟଗ୍ରହଣ ଇଭିଏମ୍‌ ବଦଳରେ ବାଲଟ ପେପରରେ ହେବ। ଏଥିସହିତ ଭୋଟଗଣତି କ୍ରମାଗତ ୩ ଦିନ ଧରି ଚାଲିବ। ପ୍ରଥମ ଥର ପାଇଁ ବ୍ଲକସ୍ତରରେ ଭୋଟଗଣତି ହେବାକୁ ଥିବାରୁ ନଭେମ୍ବର...

ନଭେମ୍ବର ୬ରେ ବିଜେଡିରେ ଯୋଗଦେବେ ପ୍ରଦୀପ ମାଝି

ଭୁବନେଶ୍ୱର (ବ୍ୟୁରୋ)/ ନବରଙ୍ଗପୁର(ବି.ପ୍ର.),୨୯।୧୦: ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଆସନ୍ତା ନଭେମ୍ବର ୬ ତାରିଖରେ ବିଜେଡିରେ ଆନୁଷ୍ଠାନିକଭାବେ ଯୋଗଦେବେ। ଏହି ମିଶ୍ରଣ ପର୍ବ ନିଜ ନିର୍ବାଚନ ମଣ୍ଡଳୀ ନବରଙ୍ଗପୁରରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ...

ରାଜଭବନରେ ଚାକିରି ପାଇଁ ଲାଞ୍ଚ

ପୁରୀ ଅଫିସ,୨୯।୧୦: ପୁରୀ ରାଜଭବନରେ ଚତୁର୍ଥଶ୍ରେଣୀ କର୍ମଚାରୀ ପଦବୀରେ ଚାକିରି କରାଇଦେବା ପାଇଁ ଦେଢ଼ ଲକ୍ଷ ଟଙ୍କା ଲାଞ୍ଚ ମଗାଯାଉଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଛି। ପୁରୀ ରାଜଭବନରେ କାର୍ଯ୍ୟରତ ଜଣେ କର୍ମଚାରୀ ଚାକିରି କରାଇଦେବା ଲାଗି...

ମହଙ୍ଗା ପଡ଼ିଲା ନକଲି ଶିକ୍ଷକଙ୍କୁ ସୁରକ୍ଷା

ଯାଜପୁର ଅଫିସ,୨୯।୧୦: ରାଜ୍ୟର ବିଭିନ୍ନ ଶିକ୍ଷା ଜିଲାରେ ଜାଲ୍‌ ପ୍ରମାଣପତ୍ର ମାଧ୍ୟମରେ ବହୁ ଲୋକ ଶିକ୍ଷକତା କରୁଛନ୍ତି। ତାଲିକାଭୁକ୍ତ ନକଲି ଶିକ୍ଷୟିତ୍ରୀଶିକ୍ଷକଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ପୂର୍ବରୁ ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀ ଓ ବିଇଓମାନଙ୍କୁ ଏକାଧିକବାର ନିର୍ଦ୍ଦେଶ ଦିଆଯାଇଥିଲେ...

ଗିରଫ ପରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମନୀଷ ଅନୁରାଗ ଦାସ ହତ୍ୟା ମାମଲା ପରେ ବିବାଦ ଘେରକୁ ଆସି ଜେଲରେ ଥିବା ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଅଡ଼ୁଆ ବଢିବାରେ ଲାଗିଛି। ପ୍ରସନ୍ନଙ୍କ ବିରୋଧରେ ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ କୋର୍ଟଙ୍କ...

‘ଏବେ ଭୁବନେଶ୍ୱରେ କମିବ ନାହିଁ ସଂକ୍ରମଣ’

ଭୁବନେଶ୍ୱର, ୨୯।୧୦ (ବ୍ୟୁରୋ): ରାଜ୍ୟରେ ସମ୍ପ୍ରତି କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ଅପରପକ୍ଷେ ରାଜ୍ୟରୁ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ ରାଜଧାନୀ ଭୁବନେଶ୍ୱରରୁ ରହୁଛନ୍ତି। ଭୁବନେଶ୍ୱରକୁ ପ୍ରତିଦିନ ବାହାର ରାଜ୍ୟରୁ ଯାତ୍ରୀମାନେ ଯାତାୟାତ କରୁଛନ୍ତି। ତେଣୁ ବର୍ତ୍ତମାନ ଏଠାରେ...

ଲାଞ୍ଚ ନେଇ ମଦ ଫେରାଇ ଦେଇଥିଲେ କନଷ୍ଟେବଳ

ପାଟଣା,୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ଜଣେ କନଷ୍ଟେବଳ ଜବତ ମଦ ଫେରାଇ ପ୍ରତିବଦଳରେ ଲାଞ୍ଚ ନେଉଥିବାର ସ୍ବୀକାରୋକ୍ତି ଅଡିଓ ଭାଇରାଲ ହୋଇଛି। କନେଷ୍ଟବଳ ଜଣଙ୍କ ଗତ ମେ’ରେ ସିଲିପଦା ଅଞ୍ଚଳର ଜଣେ ବେପାରୀଙ୍କ ଘରେ ଚଢାଉ କରି...

ଶୈଳେଶ ଡାନି ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ସମ୍ବଲପୁର ଜିଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଶୈଳେଶ ଡାନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଡାନିଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ବିଜେଡି ପକ୍ଷରୁ ଗୁରୁବାର ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ...

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…

ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା କରିଛନ୍ତି ପୁତୁରା। ପୋଲିସ ଗୁରୁବାର ଏକ ହତ୍ୟା ମାମଲା (ନଂ.୨୫୨/୨୧) ରୁଜୁ କରି...

‘୯୦ ଦିନ ମଧ୍ୟରେ ଟ୍ରାଏଲ ଶେଷ କର’

ବଲାଙ୍ଗୀର ଅଫିସ,୨୮।୧୦: ମମିତା ମେହେର ହତ୍ୟାକାଣ୍ଡ ଘଟଣା ଏବେ ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି। କଂଗ୍ରେସ ଦଳର ସାଧାରଣ ସମ୍ପାଦକ ରଣଦୀପ ସିଂ ସୂର୍ଯ୍ୟେଓ୍ବାଲା, ଏଆଇସିସି ଓଡିଶା ପ୍ରଭାରୀ ଏ. ଚେଲାକୁମାର, କଂଗ୍ରେସ ବିଧାୟକ ଦଳ ନେତା ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri