ଏବେ ବି ଚୁଆ ପାଣି ଭରସା
ଚମ୍ପୁଆ, ୮ା୪(ଡି.ଏନ୍.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଏନ୍ଏସିରେ ଦେଖିବାକୁ ମିଳିଛି ଏକ ବିକଳ ଚିତ୍ର। ଆଜି ପାଣି ପାଇଁ ଚୁଆ ଉପରେ ନିର୍ଭର କରୁଛନ୍ତି ମାଛଘାଟ ସାହି ବାସୀନ୍ଦା। ଚମ୍ପୁଆ ପଞ୍ଚାୟତରୁ ଏନ୍ଏସି ଘୋଷଣା ହେବା ପ୍ରାୟ ୬ ବର୍ଷ ବିତି…
ସାନଘାଗରା ନିକଟରେ ୧୬ ଟିକିଆ ହାତୀପଲ
କେନ୍ଦୁଝର,୮ା୪ (ସ୍ବ.ପ୍ର.) ପ୍ରସିଦ୍ଧ ସାନଘାଗରା ଜଳ ପ୍ରପାତକୁ ପର୍ଯ୍ୟଟକଙ୍କ ଆଗମନ ବଢୁଛି। ଜଳପ୍ରପାତ ବୁଲିବା ସହ ପ୍ରାକୃତିକ ପରିବେଶ ଓ ବୋଟିଂର ମଜା ଉଠାଉଛନ୍ତି। ତେବେ କିଛି ଦିନ ହେଲା ଜଳପ୍ରପାତ ନିକଟ ଜଙ୍ଗଲରେ ୧୬ ଟିକିଆ ହାତୀ ପଲ ରହୁଥିବାରୁ…
ଶିମିଳିପାଳ ପାଦଦେଶରେ ଦୂର ହେବ ନେଟୱର୍କ ସମସ୍ୟା
ବିଶୋଇ, ୮ା୪ (ଡି.ଏନ.ଏ) ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶରେ ଥିବା ଆଦିବାସୀ ଅଧ୍ୟୁଷିତ ବିଶୋଇ ଅଞ୍ଚଳରେ ଦୀର୍ଘ ଦିନ ଧରି ମୋବାଇଲ ନେଟୱର୍କ ସମସ୍ୟା ଲାଗିରହିଥିଲା। ସାରସକଣା ବିଧାୟକ ଡାକ୍ତର ବୁଢାନ ମୁର୍ମୁଙ୍କ ପ୍ରଚେଷ୍ଟାରେ ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ହେବାକୁ…
କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା। ଭୁବନେଶ୍ୱର…
ଅନୁଗୋଳରେ ଅନୁପମା ବିଜୟୀ
ଅନୁଗୋଳ ଅଫିସ,୮।୪ ଅନୁଗୋଳ ପୌରପାଳିକା ଉପାଧ୍ୟକ୍ଷା ପଦ ପ୍ରଥମ ଥର ପାଇଁ ଭାଜପା ଅକ୍ତିଆର କରିଛି। ଗୁରୁବାର ଏହି ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ଅନୁପମା ସାହୁ ବିଜୟୀ ହୋଇଛନ୍ତି। ତେବେ ୧୦ କାଉନସିଲର ଥିବା ସତ୍ତ୍ୱେ…
ମନୋରଞ୍ଜନ ମନସ୍କ ହେବ ଅନୁଗୋଳ
ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍, ସାଉଣ୍ଡ ସହ ଲୋକପ୍ରିୟ କଳାକାରମାନଙ୍କୁ ନେଇ କୋଳାହଳ ପରିବେଶ ଦେଖିବାକୁ ମିଳିବ। ସକାଳେ ଯୋଗ, ପ୍ରାଣାୟାମ…
ଶାଖା କେନାଲ ରାସ୍ତା ଶୋଚନୀୟ
ପରଜଙ୍ଗ, ୮।୪(ଡି.ଏନ୍.ଏ.) ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଶୋଚନୀୟ ହୋଇପଡ଼ିଛି ରେଙ୍ଗାଳି ବାମପାର୍ଶ୍ୱ ମୁଖ୍ୟ କେନାଲରୁ ବାହାରିଥିବା ଶାଖା କେନାଲ ରାସ୍ତା। ଶତାଧିକ ଚାଷୀ ଏବଂ ଗ୍ରାମବାସୀଙ୍କ ଜୀବନରେଖା ଭାବେ ପରିଚିତ ଏହି ଗ୍ରାମାଞ୍ଚଳ ରାସ୍ତା ମରଣଯନ୍ତା ପାଲଟି ଥିବାବେଳେ ଏଥିପ୍ରତି ଗୁରୁତ୍ୱ…
ଶନିବାର ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ, ଆଜି ନେତ୍ର ଉତ୍ସବ
ଭୁବନେଶ୍ୱର,୮।୪(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ତେବେ ଆଜି ଶ୍ରୀ ଲିଙ୍ଗରାଜଙ୍କ ନେତ୍ର ଉତ୍ସବ ସହ ରଥ ପ୍ରତିଷ୍ଠା କରାଯିବ। ଏଥିପାଇଁ ସମସ୍ତ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶନିବାର ଅପରାହ୍ନ ସାଢେ ୩ଟାରେ…
ଉଇହୁଙ୍କା ରୂପେ ପୂଜା ପାଉଛନ୍ତି କୀର୍ତ୍ତନିଆ ଋଷି
ବେଗୁନିଆ, ୮।୪(ଡି.ଏନ୍.ଏ.): ପୁରୀ-ଶରଣକୂଳ ନୂଆ ଜଗନ୍ନାଥ ସଡ଼କ ପାଶର୍ବରେ ଛଣଗିରି ଓ ହଜ ମଧ୍ୟରେ କଳକଳ ନାଦ କରି ବହିଯାଉଛି ମଲାଗୁଣି ବା ମନ୍ଦାକିନୀ ନଦୀ। ଏହି ନଦୀକୂଳରେ ଅବସ୍ଥିତ ହଜ ଗ୍ରାମର ଉତ୍ତର ଦିଗକୁ ମାତ୍ର ୫୦୦ ମିଟର ଗଲେ…
ଭୋଟ ପାଇଁ ନକଲି ରାଶନକାର୍ଡ
ଖୋର୍ଦ୍ଧା ଅଫିସ,୮ା୪: ନକଲି ରାଶନକାର୍ଡ ଦେଇ ଭୋଟ ହାତେଇଥିବା ବେଳେ ନିର୍ବାଚନ ଫଳାଫଳ ଘୋଷଣା ପରେ ଏହି କାର୍ଡ କାର୍ଯ୍ୟକ୍ଷମ ହେଉନାହିଁ। ଏପରି କି ପ୍ରାର୍ଥୀ ବିଜୟ ହାସଲ କରିବା ପରେ ଭୋଟରଙ୍କୁ ଦେଇଥିବା କାର୍ଡକୁ ଜବରଦସ୍ତ ଛଡ଼ାଇ ନିଆଯାଇଛି। ଚିଲିକା…
ଝାରପଡ଼ା ହାଟ ଉଚ୍ଛେଦବେଳେ ଉତ୍ତେଜନା
ଭୁବନେଶ୍ୱର,୮ା୪(ବ୍ୟୁରୋ): ଝାରପଡ଼ା ଗଣେଶ ମଣ୍ଡପ ନିକଟସ୍ଥ ହାଟକୁ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଏଠାରେ ପ୍ରାୟ ୩ ଶହ ଦୋକାନ ଭଙ୍ଗାଯାଇଛି। ହାଟ ଉଚ୍ଛେଦକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତେଜନା ବୃଦ୍ଧି ପାଇଥିବାରୁ ୧୦ ପ୍ଲାଟୁନ ପୋଲିସ…
ଆଜି ରାଜ୍ୟରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୮ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…
Archives


